ବରଗଡ଼

ରାସ୍ତା ନିର୍ମାଣ ଦାବିରେ ଜିଲାପାଳଙ୍କ ଅଫିସ ଆଗରେ ଗ୍ରାମବାସୀଙ୍କ ବିକ୍ଷୋଭ

ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜୀରାନଦୀରେ ପୋଲ ନିର୍ମାଣ ଦୁଇବର୍ଷ ତଳୁ ସରିଛି। ମାତ୍ର ରାସ୍ତା ନିର୍ମାଣ ହୋଇ ପାରି ନାହିଁ। ଫଳରେ ଏପର୍ଯ୍ୟନ୍ତ ପୋଲ ନିର୍ମାଣର କୌଣସି ସୁଫଳ ମିଳି ନାହିଁ ବୋଲି ଅଭିଯୋଗ ହୋଇଛି। ଏ ନେଇ ବରଗଡ଼ ବ୍ଲକ…

ଆବାସ ଯୋଜନାରୁ ବଁଚିତ୍‌ ପରିବାର: କ୍ଲବ ଘର ପାଲଟିଛେ ଆଶ୍‌ରେ ଥଲ୍‌

  ଗଣ୍ଡତୁରୁମ, ୨୧।୧୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଅଧୀନ ମେହେନା ଗଁାର ଗଣେଶ ଉସେରା(୭୦)। ସେ ଝନେ ନିହାତି ଗରିବ୍‌ ଲୋକ ହେଇଥିଲାବେଲେ ଆବାସ ଯୋଜନାରୁ ବଁଚିତ୍‌ ହେଇ ରହିଛନ୍‌। ଏନ୍‌ତାଥି ସେ କୁଟୁମବସିଆ ଇତାର…

ରାଏଜର ସୁଆର୍‌ଥ ଲାଗି ପଦଯାତ୍‌ରା: ଭଟଲିରେ ପୁହୁଁଚିଲେ ସତ୍ୟବ୍ରତ

ଭଟଲି,୨୦।୧୨ (ଡି.ଏନ୍‌.ଏ.)-ଆଏଜ୍‌କାଲିର ଜୀବନ୍‌ ଶଇଲିରେ ଆମେ ଯେଯାହାର କାମେ ବାଇ ରହୁଛୁଁ। ସଖାଲୁ ଉଠ୍‌ଲା ଖଟୁ ରାତିଥି ଖଟ୍‌କେ ଯିବାର ତକ୍‌ ଆମେ ସଭେ ଛୁଆପିଲାକୁଟୁମ, ବେପାରବନିଜ ଚିନ୍‌ତାରେ ରହୁଛୁଁ। ହେଲେ ଗୁରୁବାର ସଖାଲୁ ବରଗଡ଼-ଭଟଲି ରାସ୍‌ତାରେ ଏନ୍‌ତା ଝନେ ଯୁବକ…

ସିଏଏ ନିଆଁରେ ଓଡ଼ିଆ ଯୁବକ ପ୍ରସଙ୍ଗ:ଚର୍ଚ୍ଚାରେ ‘ପାଗଳ କାର୍ତ୍ତିକ’ ପୋଷ୍ଟ

ବରଗଡ଼ ଅଫିସ/ପଦ୍ମପୁର, ୨୦।୧୨:ନୂଆଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ଚାଲିଥିବା ବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ କାର୍ତ୍ତିକ ମେହେର ନାମକ ଜଣେ ଓଡ଼ିଆ ଯୁବକ ନିଜ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ତାଙ୍କ ଶରୀର ପ୍ରାୟ…

ଚୋରି ସାମଗ୍ରୀ କ୍ରୟ ଘଟଣା: ୨ କ୍ରେତା କୋର୍ଟ ଚାଲାଣ

ବିଜେପୁର,୧୯।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ପୋଲିସ ଏକ ଚୋରି ରାକେଟ ଠାବ କରି ମୁଖ୍ୟ ଅଭିଯୁକ୍ତ ସମେତ ୫ଜଣଙ୍କୁ ବୁଧବାର କୋର୍ଟ ଚାଲାଣ କରିଥିଲା। ତେବେ ଏହି ଘଟଣାରେ ସମ୍ପୃକ୍ତ ଚୋରି ସାମଗ୍ରୀକୁ କ୍ରୟ କରିବା ଅଭିଯୋଗରେ ଦୁଇଜଣ କ୍ରେତାଙ୍କୁ ଗୁରୁବାର…

ମୋବାଇଲ ଦୋକାନରୁ ଚୋରି ଘଟଣାର ପର୍ଦ୍ଦାଫାଶ, ୫ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୧୯।୧୨: ବରଗଡ଼ ଜିଲା ପାଇକମାଳସ୍ଥିତ ଏକ ମୋବାଇଲ ଦୋକାନରୁ ଗତ ୧୧ ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଚୋରି ହୋଇଥିବା ୨୨ଟି ମୋବାଇଲ ପୋଲିସ ଜବତ କରିବା ସହିତ ଅନ୍ୟ ସମସ୍ତ ସାମଗ୍ରୀ ଉଦ୍ଧାର…

ରାଜ୍ୟ ସ୍ବାର୍ଥ ଲାଗି ପଦଯାତ୍ରାରେ ସତ୍ୟବ୍ରତ, ଭଟଲି ବିଡିଓଙ୍କୁ ଭେଟି ପ୍ରଦାନ କଲେ ଦାବିପତ୍ର

ଭଟଲି,୧୯।୧୨(ଡି.ଏନ୍‌.ଏ.): ବରଗଡ଼-ଭଟଲି ମୁଖ୍ୟରାସ୍ତାରେ ପହଞ୍ଚିଛନ୍ତି ରାଜ୍ୟର ସ୍ବାର୍ଥ ଲାଗି ପଦଯାତ୍ରାରେ ବାହାରିଥିବା ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ୍‌ ଅନ୍ତର୍ଗତ ଭଗବାନସିନ୍ଧୋଳ ଗ୍ରାମର ସତ୍ୟବ୍ରତ ଦାସ(୨୮)। ସେ ଗତ ଜୁଲାଇ ୧୦ ତାରିଖରୁ ଯାଜପୁର ଜିଲା ବଡ଼ଚଣା ବ୍ଲକ୍‌ରୁ ନିଜର ପଦଯାତ୍ରା ଆରମ୍ଭ…

ବରପାଲି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଚୋରି ଘଟଣାରୁ ବନ୍ଧୁଙ୍କୁ ହତ୍ୟା କରିଥିଲେ ସାଙ୍ଗ

ବରଗଡ଼ ଅଫିସ,୧୮।୧୨- ବରଗଡ଼ ଜିଲା ବରପାଲି ଜଗନ୍ନାଥ ନଗରରେ ଗତ ୧୩ ତାରିଖରେ ଘଟିଥିବା ହତ୍ୟାକାଣ୍ଡ ଉପରୁ ପରଦା ହଟିଛି। ଚୋରି ଘଟଣାକୁ କେନ୍ଦ୍ର କରି ଦୁଇ ସାଙ୍ଗ ମଧ୍ୟରେ ବଚସାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ତଦନ୍ତରୁ ଜଣାପଡିଛି। ପୋଲିସ…

ବରଗଡ଼ରେ ରାଜପଥକୁ ଓହ୍ଲାଇଲେ ଦିବ୍ୟାଙ୍ଗ

ବରଗଡ଼ ଅଫିସ,୧୮।୧୨: ବରଗଡ଼ ଜିଲାର ଦିବ୍ୟାଙ୍ଗମାନେ ବିଭିନ୍ନ ଦାବି ନେଇ ବୁଧବାର ବରଗଡ଼ ସହର ଉପକଣ୍ଠ ୬ନଂ. ଜାତୀୟ ରାଜପଥ ହଳଦୀପାଲୀ ବୀରଛକ ନିକଟରେ ରାସ୍ତା ଅବରୋଧ କରିଛନ୍ତି। ପେଟେଣ୍ଟସ୍‌ ଆସୋସିଏଶନ ନେତୃତ୍ୱରେ ଚାଲିଥିବା ଏହି ଆନ୍ଦୋଳନ ଯୋଗୁ ବରଗଡ଼-ସମ୍ବଲପୁର-ବଲାଙ୍ଗୀର ଏବଂ…

ଅଜଣା ରୋଗରେ ପୀଡ଼ିତ ସଞ୍ଜୀବ: ଭଗବାନ ଭରସାରେ ଗରିବ୍‌ ମା’ବାପ୍‌

ଜାମଟିକ୍ରା, ୧୮।୧୨ (ଡି.ଏନ୍‌.ଏ.)-ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଖଲିଆପାଲି ଗଁାର ନିରଞ୍ଜନ ପାଣ୍ଡେ ଆର ଚନ୍ଦ୍ରକାନ୍ତିକଁର ବଡ଼ ପୁଓ ସଞ୍ଜୀବ ପାଣ୍ଡେ(୨୧)। ସେ ଅନେକ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ଗରିବ୍‌ ମା’ବାପ୍‌…

ସମାଜ ଲାଗି ଉଦାହରନ୍‌ ସାଜିଛନ୍‌ ହେମକାନ୍ତି

ବିଜେପୁର, ୧୮।୧୨ (ଡି.ଏନ୍‌.ଏ.)-ଟୁକେଲ୍‌ ଜନମ୍‌ ପର୍‌ଗୋତ୍‌ରି। ଏକା ପୁଓଟା ବୁଢ଼ାକାଲେ ମାଆବାପ୍‌କେ ସାହା ହେବା ବଲି ଆମର ସମାଜରେ ଗୁଟେ ବିଶୁଆସ ରହିଛେ। ହେଲେ ଏହେଦେ ଦୁନିଆଁଥି ଜନମ୍‌କଲା ପୁଓଠାନୁଁ ଥିର୍‌ ପାଏନ୍‌ ଟିକେ ପାଏବାର ଲାଗି ବୁଢ଼ାବୁଢ଼ି ମା’ବାପ୍‌ କେତେ…

୩୧ରୁ ବରଗଡ଼ ଧନୁଯାତ୍ରା: କଳାକାରଙ୍କ ରିହର୍ସାଲ ଆରମ୍ଭ

ବରଗଡ଼ ଅଫିସ,୧୭।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୩୧ ତାରିଖରେ ଆରମ୍ଭ ହେବ। ଏହା ଦୀର୍ଘ ୧୧ଦିନ ଧରି ୨୦୨୦ ଜାନୁୟାରୀ ମାସ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବଧିରେ ବରଗଡ଼ ମଥୁରାନଗରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri