ବରଗଡ଼

ବରଗଡ଼ ଜିଲାରୁ ୧୦ ନୂଆ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮୬

ବରଗଡ଼ ଅଫିସ, ୨୮।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ଅତାବିରା ଏନ୍‌ଏସିର କଣ୍ଟେନମେଣ୍ଟ ଅଞ୍ଚଳରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ଅନ୍ୟଜଣକ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ…

ଅଗଷ୍ଟ ୨ ଯାଏ ଅତାବିରା ଶଟଡାଉନ୍‌

ସରଣ୍ଡା,୨୭।୭( ଡି.ଏନ୍‌.ଏ.): ବରଗଡ ଜିଲାରେ କରୋନା ହୁ ହୁ ହୋଇ ବଢ଼ିଚାଲିଛି। ଅତାବିରାରେ ଗୋଷ୍ଟି ସଂକ୍ରମଣ ଦିଗକୁ ଆଗଉ ଥିବାବେଳେ ସୋମବାର ୨୧ ଜଣଙ୍କ ରିପୋର୍ଟ ପଜିଟିଭ ହୋଇଥିବା ବରଗଡ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ଏହାପରେ ଅତାବିରାରେ କରୋନା…

ବରଗଡ଼ରୁ ୨୩ ନୂଆ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬ରେ ପହଞ୍ଚିଲା

ବରଗଡ଼ ଅଫିସ,୨୭।୭: ବରଗଡ଼ ଜିଲାରୁ ସୋମବାର ୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଆତାବିରା ଏନ୍‌ଏସିର କଣ୍ଟେନ୍‌ମେଣ୍ଟ ଅଞ୍ଚଳରୁ ୨୧ଜଣ ରହିଥିବା ବେଳେ ଅନ୍ୟ ୨ ଜଣ ବରଗଡ଼ ବ୍ଲକ କଟାପାଲି ଅବରୋଧ ଅଞ୍ଚଳର। ନୂଆ…

ବରଗଡ଼ରେ ୭ କରୋନା ପଜିଟିଭ୍‌ ଚିହ୍ନଟ: ସମସ୍ତେ ସ୍ଥାନୀୟ ଆକ୍ରାନ୍ତ

ବରଗଡ଼ ଅଫିସ,୨୬।୭: ବରଗଡ଼ ଜିଲାରେ ରବିବାର ପୁଣି ୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣ ବରପାଲି ବ୍ଲକ ଅନ୍ତର୍ଗତ ଟିଙ୍ଗିପାଲି ଗ୍ରାମର ହୋଇଥିବା ବେଳେ ଅନ୍ୟ ୨ଜଣ ବରଗଡ଼ ପୌର ପରିଷଦ ଅଧୀନ…

ବିକ୍ରି ହୋଇ ପାରୁଛି ମଦ, ଖୋଲୁନି ଦୁଗ୍ଧ ଉତ୍ପାଦକ ସମିତି: ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ବରଗଡ଼ ଅଫିସ,୨୬।୭: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କେତେବେଳେ ଲକ୍‌ଡାଉନ ତ ଆଉ କେତେବେଳେ ଶଟଡାଉନ କଟକଣା ଲାଗୁ ହେଉଛି। ଏଭଳି ସ୍ଥିତିରେ ବିଭିନ୍ନ ଲୋକଙ୍କ ରୋଜଗାର ପନ୍ଥା ସମ୍ପୂର୍ଣ୍ଣ ଠପ୍‌ ହୋଇ ଯାଇଛି। ଏପରିକି ଏଥିରୁ ମଧ୍ୟ ବାଦ୍‌…

କଫ ସିରପ୍‌, ନିଶାବଟିକା ଚାଲାଣ ଯୋଜନା ପଣ୍ଡ: ୪ ଗିରଫ

ବରଗଡ଼ ଅଫିସ,୨୫ା୭: ବରଗଡ଼ ଜିଲା ବରପାଲି ପୋଲିସ ହାତରେ କଫ ସିରପ୍‌, ନିଶା ବଟିକା ଚାଲାଣ ଧରାପଡ଼ିଛି। ଏଥିରେ ସମ୍ପୃକ୍ତ ୪ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଜିଲା ସୋହେଲା ଥାନା ବନାବିରା ଗ୍ରାମର ଚୂଡ଼ାମଣି ସେଠ(୪୦),…

ବରଗଡ଼ରେ ଡାକ୍ତର ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼ ଅଫିସ,୨୫।୭: ବରଗଡ଼ ଜିଲାରେ କାର୍ଯ୍ୟରତ ୩ ଡାକ୍ତରଙ୍କୁ ଜିଲା ବାହାରକୁ ବଦଳି ଆଦେଶ ନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଜିଲା ମୁଖ୍ୟ ଡାକ୍ତରଖାନା ସମେତ ଅନ୍ୟ ଡାକ୍ତରଖାନାରେ…

ବରଗଡ଼ରୁ ୩ ହାଇଦ୍ରାବାଦ ଫେରନ୍ତାଙ୍କ ସମେତ ୧୪ ନୂଆ କରୋନା ପଜିଟିଭ ଚିହ୍ନଟ

ବରଗଡ଼ ଅଫିସ,୨୫।୭: ବରଗଡ଼ ଜିଲାରୁ ଶନିବାର ପୁଣି ୧୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩ଜଣ ବରଗଡ଼ ଜିଲାର ହୋଇଥିବାବେଳେ ଅନ୍ୟ ଜଣେ କଳାହାଣ୍ଡି ଜିଲା ଭବାନୀପାଟଣାର। ତେବେ ବରଗଡ଼ର ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲି…

ବରଗଡ଼ରେ ଆଉ ୮ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଲା

ବରଗଡ଼ ଅଫିସ,୨୪ା୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ୭ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼…

ବରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୪ ଛୁଇଁଲା

ବରଗଡ଼ ଅଫିସ,୨୩ା୭: ଜିଲାରେ ଗୁରୁବାର ପୁଣି ୨୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୨୪ ଜଣ ରହିଥିବାବେଳେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଏବଂ ବରପାଲି ବ୍ଲକ ଅନ୍ତର୍ଗତ ସତଲମା ଗ୍ରାମର ଜଣେ…

ବରଗଡ଼ରୁ ପୁଣି ୪ କରୋନା ପଜିଟିଭ ଚିହ୍ନଟ

ବରଗଡ଼ ଅଫିସ,୨୧।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୪ଜଣ ନୂଆ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ଜଣ ମହିଳା ଥିବାବେଳେ ୨ ପୁରୁଷ ରହିଛନ୍ତି। ସେଥିମଧ୍ୟରୁ ବରପାଲି ବ୍ଳକ ଟିଙ୍ଗିପାଲି ଗ୍ରାମରୁ ୨ଜଣ ରହିଥିବା ବେଳେ ବରଗଡ…

ବରଗଡ଼ରେ ଡାକ୍ତରଙ୍କ ସମେତ ୨୨ ଜଣଙ୍କୁ କରୋନା

ବରଗଡ଼ ଅଫିସ,୨୦ା୭: ବରଗଡ଼ ଜିଲାରେ ସୋମବାର ପୁଣି ୨୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ଜିଲା ପୌରାଞ୍ଚଳର ୭ଜଣ, ବରଗଡ଼ ବ୍ଲକ କଟାପାଲି ଗ୍ରାମର ୧୩ଜଣ, ଅତାବିରା ଓ ସୋହେଲା ଅଞ୍ଚଳର ଜଣେ ଲେଖାଏ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?