ବରଗଡ଼

୫ ଦିନ ଲାଗି ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୧୯ା୭: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି)ଠାରେ ରହିଥିବା ଜିଲା ମୁଖ୍ୟ ଡାକ୍ତରଖାନାକୁ ରବିବାରରୁ ୫ଦିନ ପାଇଁ ଶଟ୍‌ଡାଉନ୍‌ କରାଯାଇଛି। ଏହା ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଉକ୍ତ ଡାକ୍ତରଖାନାରେ କାର୍ଯ୍ୟରତ ଜଣେ କରୋନା…

ବରଗଡ଼ରୁ ୩୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୪୫ରେ ପହଞ୍ଚିଲା

ବରଗଡ଼ ଅଫିସ,୧୮।୭: ବରଗଡ଼ ଜିଲାରେ ଶନିବାର ପୁଣି ୩୫ଜଣ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪ଜଣ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ହୋଇଥିବାବେଳେ ଅନ୍ୟ ଜଣକ ପାଇକମାଲ ବ୍ଲକ ଅନ୍ତର୍ଗତ ସରେଇକେଲା ଗ୍ରାମର ବୋଲି ଜଣାପଡ଼ିଛି।…

ବରଗଡ଼ ଜିଲାରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୧୦ରେ ପହଞ୍ଚିଲା

ବରଗଡ଼ ଅଫିସ,୧୭ା୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ବୋଲି ଜଣାପଡ଼ିଛି। ଆକ୍ରାନ୍ତଙ୍କ ମଧ୍ୟରେ ୩ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ଏହାକୁ ମିଶାଇ…

ବରଗଡ଼ରେ ମା, ପୁଅଙ୍କ ସମେତ ୩ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଞ୍ଚିଲା

ବରଗ ଅଫିସ,୧୪।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ମ୍ୟୁନିସିପାଲିଟି ଅଧୀନ ୱାର୍ଡ ନଂ. ୧୬ ସିଦ୍ଧେଶ୍ବର ରେସିଡେନ୍ସି ନିକଟରୁ ଜଣେ ଚିହ୍ନଟ ହୋିଥିବା ବେଳେ ଅନ୍ୟ ଦୁଇଜଣ ଭେଡେନ୍‌…

ବରଗଡ଼ରେ ପୁଣି ୩୧ ନୂଆ ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ବରଗଡ଼ ଅଫିସ,୧୩ା୭: କରୋନା ସଂକ୍ରମଣ ଥମିବାର ନାଁ ନେଉ ନାହିଁ । ସୋମବାର ଜିଲାରେ ପୁଣି ୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲିର ୧୫, ବରଗଡ଼ ମ୍ୟୁନିସିପାଲିଟିର ୮, ଗାଇସିଲେଟ୍‌ ବ୍ଲକ, ବରପାଲି ଏନ୍‌ଏସି…

ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌, କାର୍ଯ୍ୟାନୁଷ୍ଠାନ ଦାବି

ବରଗଡ଼ ଅଫିସ୍‌/ରେଢ଼ାଖୋଲ,୧୨।୭-ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଶିଶୁପୁତ୍ରର ମୃତ୍ୟୁ ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ମହଲରେ ଦାବି ହୋଇଛି । ରବିବାର ଏ ନେଇ ବରଗଡ଼…

ବରଗଡ଼ରେ କରୋନା ଯୋଦ୍ଧା ସମେତ ୩ ପଜିଟିଭ୍‌ ଚିହ୍ନଟ

ବରଗଡ଼ ଅଫିସ,୧୨ା୭: ବରଗଡ଼ ଜିଲାରେ ରବିବାର ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ କଟାପାଲି ଗ୍ରାମର ଜଣେ ସ୍ଥାନୀୟ କରୋନା ଯୋଦ୍ଧା ରହିଥିବା ବେଳେ ଅମ୍ବାଭୋନା ବ୍ଲକ ରୁଚିଦା ଏବଂ ଝାରବନ୍ଧ ବ୍ଲକ ଡୁଙ୍ଗୁରିପାଲି ସଙ୍ଗରୋଧ କେନ୍ଦ୍ରର…

ବରଗଡ଼ରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୬୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୦।୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୫ର ଜଣେ ୫୩ ବର୍ଷୀୟ ମହିଳା। ସେ ହୃଦ୍‌ରୋଗରେ ଅସୁସ୍ଥ ହୋଇ ଭୁବନେଶ୍ୱର ଏମ୍ସ…

ଝିଅ ପରେ ମା’ କରୋନା ଆକ୍ରାନ୍ତ

ବରଗଡ଼ ଅଫିସ୍‌,୮।୭- ବରଗଡ଼ ଜିଲାରେ ବୁଧବାର ପୁଣି ଜଣେ କରୋନା(କୋଭିଡ୍‌-୧୯) ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ ଅତାବିରା ବ୍ଲକ୍‌ ଅଧୀନ କୁଲୁଣ୍ଡା ଗ୍ରାମର ଜଣେ ମହିଳା। ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଥିବା ତଥା ପୂର୍ବରୁ କରୋନାରେ ସଂକ୍ରମିତ ନିଜ…

ଅତାବିରାରେ ଝିଅ ପରେ ମା’ କରୋନା ପଜିଟିଭ

ବରଗଡ଼ ଅଫିସ,୮।୭: ବରଗଡ଼ ଜିଲା ଅତାବିରା ବ୍ଲକରେ ବୁଧବାର ପୁଣି ଜଣେ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଏହି ବ୍ଲକ ଅନ୍ତର୍ଗତ କୁଲୁଣ୍ଡା ଗ୍ରାମର ଜଣେ ମହିଳା। ପୂର୍ବରୁ କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ…

ବରଗଡ଼ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଘରୋଇ କ୍ଲିନିକ ୭୨ ଘଣ୍ଟା ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୭।୭: ବରଗଡ଼ ସହରରେ ଥିବା ହାଟପଦାସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ତୋରାସ୍ଥିତ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ର ‘ମେହେର କ୍ଲିନିକ’କୁ ମଙ୍ଗଳବାରଠାରୁ ୭୨ ଘଣ୍ଟା ପାଇଁ ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରାଯାଇଛି। ସହରରୁ ଚିହ୍ନଟ ୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ…

ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ: ୩ ଜଣଙ୍କ ନାମରେ ମାମଲା

ବରଗଡ଼ ଅଫିସ,୬ା୭: ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ କରିବା ମହଙ୍ଗା ପଡ଼ିଛି। ବରଗଡ଼ ଜିଲା ଅମ୍ବାଭୋନା ଥାନା ଭୁକ୍ତା ଅଞ୍ଚଳରେ ଏଭଳି ଏକ ଘଟଣା ଘଟିଛି। ସୋମବାର ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?