ବରଗଡ଼

ଥାନାରେ କୁଠା ଅଭାବ୍‌: ଗଛ୍‌ତଲେ କାମ୍‌ କରୁଛନ୍‌ ଅଧ୍‌କାରୀ

ବିଜେପୁର, ୨।୧୨(ଡି.ଏନ୍‌.ଏ.)- ଆଏଜ୍‌କେ ଶହେ ଦଶ ବଛର୍‌ ତଲେ ବରଗଡ଼ ଜିଲା ବିଜେପୁର ଥାନା ଥାପନା ହେଇଥିଲା। ଏଛେନ୍‌ ଶହେ ଦଶ ଖଁଡ ରାଜସ୍ବ ଗାଁ ସଂଗେ ବନିହାଁପାଲି, ଟିକରା ଗାଁର ଲୋକ ଇ ଥାନା ଉପ୍‌ରେ ନିରଭର କରୁଛନ୍‌। ବିଜେପୁର…

ତୁଟୁନି ଧାନ କିଣାବିକା ସମସ୍ୟା

ବରଗଡ଼ ଅଫିସ୍‌, ୨।୧୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୫ଦିନ ବିତିଯାଇଛି । ଧାନ କିଣାବିକା ଚାଲିଥିଲେ ସୁଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ଏହାକୁ ନେଇ ଦେଖାଯାଇଥିବା ସମସ୍ୟା ଅସମାହିତ ହୋଇ ରହିଛି । ଟୋକନ ପାଇବାରୁ ବଞ୍ଚିତ…

ପାଇକମାଳ ଅଞ୍ଚଳରେ ମାଓବାଦୀ ପୋଷ୍ଟର

ବରଗଡ଼ ଅଫିସ,୧।୧୨: ବରଗଡ଼ ଜିଲା ପାଇକମାଳ ଅଞ୍ଚଳରେ ଦୀର୍ଘଦିନ ବ୍ୟବଧାନ ପରେ ପୁଣି ମାଓବାଦୀ ଗତିବିଧି ପରିଲକ୍ଷିତ ହୋଇଛି। ରବିବାର ପାଇକମାଳ-ନୂଆପଡ଼ା ରାସ୍ତା ପାଶର୍‌ବରେ ରହିଥିବା ଚେରେଙ୍ଗାଝଞ୍ଜ ବସଷ୍ଟାଣ୍ଡ ପାଖରେ ମାଓବାଦୀ ପୋଷ୍ଟର ଓ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ…

ଶ୍ରାଦ୍ଧବାର୍ଷିକୀରେ ପୂର୍ବତନ ବିଧାୟକଙ୍କୁ ଶ୍ରଦ୍ଧାଞ୍ଜଳି

ବରଗଡ଼ ଅଫିସ,୧।୧୨: ବରଗଡ଼ର ପୂର୍ବତନ ବିଧାୟକ ସ୍ବର୍ଗତ ଯଦୁମଣୀ ପ୍ରଧାନଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ରବିବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ବରଗଡ଼ ଏସ୍‌ପି ଅଫିସ ସମ୍ମୁଖ ଯଦୁମଣୀ ପ୍ରଧାନ ଛକସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଜିଲା…

ଚିକିଛା ଲାଗି ଟଁକା ଅଭାବ: ସରକାରୀ ସୁବିଧାରୁ ବଁଚିତ୍‌ ଦିବ୍ୟାଙ୍ଗ ତୃପ୍ତି

  ଜାମଟିକ୍ରା, ୩୦।୧୧(ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ପତ୍ରାପାଲି କେନାଲ ଛକର ରାଜକିଶୋର ପଧାନ ଆର ସୁଷମା ପଧାନକଁର ଝି’ ତୃପ୍ତି ପଧାନ (୧୮)। ଜନ୍‌ମୁ ତାକର ଦୁଇ ଆଏଁଖ୍‌ ନାଇଁ ଦିଶ୍‌ବାର। ଇଆଡ଼େ ପରିବାରଟା ନିହାତି…

ଥମୁନି ଚାଷୀ ଅସନ୍ତୋଷ: ମଣ୍ଡିରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ୍‌,୨୭।୧୧: ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୨ଦିନ ବିତି ଯାଇଛି । ତଥାପି ଧାନ କିଣାବିକା ସ୍ବାଭାବିକ ହୋଇପାରିନାହିଁ । ରାଜ୍ୟ ସରକାରଙ୍କ ଟୋକନ ବ୍ୟବସ୍ଥା ଚାଷୀଙ୍କ ପାଇଁ ଅଡ଼ୁଆ ସାଜିଛି । ଟୋକନ ପ୍ରଚଳନକୁ ବାଧ୍ୟତାମୂଳକ କରାଯାଇ…

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ସରଣ୍ଡା,୨୩।୧୧(ଡି.ଏନ୍‌.ଏ.): ସମ୍ବଲପୁର-ବଲାଙ୍ଗୀର ରେଳପଥର ବରଗଡ଼ ଜିଲା ଗୋଡ଼ଭାଗା ଷ୍ଟେଶନରେ ଶନିବାର ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନ୍‌ ବଗିରେ ନିଆଁ ଲାଗିଯାଇଛି। ସମ୍ବଲପୁର ଡିଭିଜନ୍‌ରୁ ବିଜୟଓ୍ବାଡା ଯାଉଥିବା ଏହି ଟ୍ରେନ୍‌ରେ ନିଆଁ ଲାଗିଥିବା ଖବର ପାଇ ଗୋଡ଼ଭାଗା ଷ୍ଟେଶନ ମାଷ୍ଟର ଆଶିଷ…

ତୁଟିଲା ଟୋକନ ବିବାଦ: ନଡ଼ିଆ ଫଟାଇ ଧାନବିକ୍ରିର ଶୁଭାରମ୍ଭ କଲେ ଚାଷୀ

ବରଗଡ଼ ଅଫିସ,୨୨।୧୧: ରାଜ୍ୟ ସରକାରଙ୍କ ଟୋକନ ବ୍ୟବସ୍ଥାକୁ ନେଇ ଗତ କିଛିଦିନ ଧରି ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ଅଚଳାବସ୍ଥା ଆପାତତଃ ଦୂର ହୋଇଛି। ଗୁରୁବାର ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ସମଲେଶ୍ବରୀ ମନ୍ଦିର ସମ୍ମୁଖ ରାଜପଥ ଉପରେ…

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ରାଜପଥ ଉପରେ ଧାନ ଗଦା କଲେ ଚାଷୀ

ବରଗଡ ଅଫିସ,୨୧।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସରକାରଙ୍କ ଟୋକନ ବ୍ୟବସ୍ଥାକୁ ବିରୋଧ କରି ବରଗଡ଼ ଜିଲାରେ ଚାଷୀ ଆନ୍ଦୋଳନ…

ଟୋକନ ବିବାଦ: ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଚାଷୀ

ବରଗଡ଼ ଅଫିସ,୨୦।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଆରମ୍ଭ ହୋଇଥିବା ଟୋକନ ବ୍ୟବସ୍ଥାକୁ ନେଇ ବିରୋଧ ବଢିବାରେ ଲାଗିଛି। ବୁଧବାର ବରଗଡ ବ୍ଲକ ଅନ୍ତର୍ଗତ କଟାପାଲି ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଆଗରେ ଚାଷୀମାନେ ଖାଦ୍ୟ ଯୋଗାଣ ଓ…

ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀ ଆନ୍ଦୋଳନ ତେଜିଲା

ସରଣ୍ଡା,୨୦।୧୧(ଡି.ଏନ.ଏ.):ବରଗଡ ଜିଲାର ଅତାବିରାରେ ଚାଷୀ ଆନ୍ଦୋଳନ ବୁଧବାର ତେଜିଛି। ତୃତୀୟ ଦିନରେ ଚାଷୀମାନେ ଅତାବିରା ଅଞ୍ଚଳର ସମସ୍ତ ଦୋକାନ ବଜାର ବନ୍ଦ କରିଛନ୍ତି। ଆନ୍ଦୋଳନ ତେଜି ଥିବାବେଳେ ସରକାର ଚାଷୀମାନଙ୍କ ସମସ୍ୟା ସମ୍ପର୍କରେ ଅଣଦେଖା ଚରମସୀମା ପହଞ୍ଚିଛି। ଆନ୍ଦୋଳନ ପାଇଁ ବିପୁଳ…

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ଅତାବିରାରେ ୧୨ ଘଣ୍ଟିଆ ବନ୍ଦ ଆରମ୍ଭ

ବରଗଡ ଅଫିସ,୨୦।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି। ସରକାରଙ୍କ ଏହି ବ୍ୟବସ୍ଥାକୁ ଚାଷୀମାନେ ଦୃଢ ବିରୋଧ କରିଛନ୍ତି। ଫଳରେ ଗତ ୧୫ ତାରିଖରୁ ମଣ୍ତି ଖୋଲିଥିଲେ ସୁଦ୍ଧା ଧାନ କିଣାବିକା ଅଚଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri