ବରଗଡ଼

ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୭।୧୧: ବରଗଡ଼ ଟାଉନ ଥାନା ପୋଲିସ ବୁଧବାର ରାତିରେ ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସ୍ଥାନୀୟ ମହାନ୍ତିପଡ଼ାର ଶେଖ୍‌ ମଇନୁଦ୍ଦିନ। ତାଙ୍କ ପାଖରୁ ୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ଅଭିଯୁକ୍ତଜଣଙ୍କ…

ବରଗଡ଼ ଧନୁଯାତ୍ରା ଲାଗି କଂସ ଚୟନକୁ ନେଇ ବଢ଼ୁଛି ବିରୋଧ: କଳାକାର ସଂଘ ପରେ ଜିଲାପାଳଙ୍କୁ ଭେଟିଲା ଜିଲା ସାମ୍ବାଦିକ ସଂଘ

ବରଗଡ଼ ଅଫିସ,୭।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖଠାରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବ । ଏଥର ଧନୁଯାତ୍ରା ପାଇଁ ମୁଖ୍ୟ…

ମଉଲିକ୍‌ ସୁବିଧାରୁ ବଁଚିତ୍‌ ସଦାନନ୍ଦଟିକ୍ରାବାସୀ

ଗଣ୍ଡତୁରୁମ, ୬।୧୧(ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଅଧୀନ ସଦାନନ୍ଦଟିକ୍ରାବାସୀ ପିଇଲା ପାଏନ୍‌ ଲାଗି ବଡ଼ା ଗୁଲ୍‌ଗୁଲା ହେଉଛନ୍‌। ଗଁ। ରେ ଥିବାର ଗୁଟେବଲି ନଲ୍‌ଚୁଅଁ। ନୁ ଅସ୍‌କୁରା ପାଏନ୍‌ ବାହାରୁଛେ। ବିଭାଗୀୟ ଅଧ୍‌କାରୀମାନ୍‌କୁ ଗୁହାରି କଲେ ବି…

ଶିଶୁକନ୍ୟାଙ୍କୁ ବଳାତ୍କାର: ନାବାଳକ କୋର୍ଟଚାଲାଣ

ବିଜେପୁର, ୫।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅଞ୍ଚଳର ୪ବର୍ଷର ଶିଶୁକନ୍ୟାଙ୍କୁ ଉକ୍ତ ଅଞ୍ଚଳର ଜନୈକ ୧୭ବର୍ଷର ନାବାଳକ ସୋମବାର ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉଭୟଙ୍କ ଡାକ୍ତରୀମାଇନା କରାଇଛି। ପୀଡିତାଙ୍କ ପିତାଙ୍କ ଏତଲାକୁ…

ବରଗଡ଼ ଧନୁଯାତ୍ରା: କଂସ ଚୟନକୁ ନେଇ ଉଠିଲା ବିରୋଧର ସ୍ବର, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ବରଗ ଅଫିସ,୫।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଧନୁଯାତ୍ରା ପାଇଁ ମୁଖ୍ୟ…

ରୋଗପୋକ ଉଜାଡିଲା ଚାଷ : କୃଷି ଅଧିକାରୀଙ୍କୁ ଦେଖାଇଲେ ଧାନକେଣ୍ଡା

ଜାମଟିକ୍ରା, ୪।୧୧ (ଡି.ଏନ.ଏ): ଅତାବିରା ବ୍ଲକ ଅଞ୍ଚଳରେ ଧାନ ଫସଲରେ ଲାଗିଥିବା ରୋଗପୋକ ଯୋଗୁ ଚାଷ କ୍ଷତିଗ୍ରସ୍ତ ହୋଇଛି। ବଜାରରେ ମିଳୁଥିବା କୀଟନାଶକ ପ୍ରୟୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଫଳରେ ସୋମବାର ଚାଷୀମାନେ ଅତାବିରା କୃଷି ଓ ପରାମର୍ଶ…

ସିଟିବସ୍‌ ଚଳାଚଳ ପାଇଁ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବିଜେପୁର,୩।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁରରୁ ସଦରମହକୁମାକୁ ସିଟିବସ୍‌ ଚଳାଚଳ ପାଇଁ ରବିବାର ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଛି। ଏ ନେଇ ବିଜେଡି ମହିଳା ସଂଗଠନର ନେତ୍ରୀମାନେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ତାଙ୍କର ବାଉଁଶେନମୁରାସ୍ଥିତ ବାସଭବନରେ ଭେଟି ସ୍ମାରକପତ୍ର…

ହଜିଯାଉଛେ ପାରମ୍ପରିକ ମାଛମରା ସାଜୋସାମାନ

  ଜାମଟିକ୍ରା, ୨।୧୧(ଡି.ଏନ୍‌.ଏ.)- ସମିଆ ବଦିଲବାର ସଂଗେ ସବୁ ଜିନିଷର ଦରଦାମ୍‌ ବଢ଼ୁଛେ। ସେନ୍‌ତା ବଜାରରେ ମିଲୁଥିବା ଶାଗ୍‌, ମାଛ୍‌, ପନିପରିବାରେ ବି ଆଗର ଗୁନ୍‌ଧରମ ନଁାଇଁନ। ଯେନ୍‌ଥିରଲାଗି ଲୋକ୍‌ ଅସମିଆରେ ନାନା ରୋଗ୍‌ର ଶିକାର ହେଉଛନ୍‌। ଏନ୍‌ତାଥି ଗଁାଗଁଲିରୁ ସହର…

ପ୍ୟାକ୍ସ ଦୁର୍ନୀତି ତଦନ୍ତ ଦାବି: ଜିଲାପାଳଙ୍କ ଅଫିସ ସମ୍ମୁଖରେ ଚାଷୀଙ୍କ ଅନଶନ

ବରଗଡ଼ ଅଫିସ, ୧।୧୧: ବରଗଡ଼ ଜିଲା ଝାରବନ୍ଧ ଥାନା ଡଭା ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ରେ ବିଗତ ବର୍ଷରେ ଧାନ କିଣାବିକାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏହାର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ପାଇଁ ଚାଷୀମାନେ ବାରମ୍ବାର ପ୍ରଶାସନକୁ ଜଣାଇବା…

ଘର ସମ୍ମୁଖରୁ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲା ପରିବାର

ବରଗଡ଼ ଅଫିସ/ଝାରବନ୍ଧ, ୧।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ଟୁର୍ଲା ଗ୍ରାମର ଜଣେ ବ୍ୟକ୍ତିଙ୍କ ମୃତଦେହ ନିଜ ଘର ସମ୍ମୁଖରୁ ଗୁରୁବାର ବିଳମ୍ବିତ ରାତିରେ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମୀକାନ୍ତ କଲେତ(୪୫)। ଲକ୍ଷ୍ମୀକାନ୍ତ ସନ୍ଧ୍ୟା ପ୍ରାୟ ୮ଟାରେ ଘରୁ…

ସଚ୍ଚୋଟତା ଏକ ଜୀବନଶୈଳୀ

ବରଗଡ଼ ଅଫିସ,୩୧।୧୦- ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଇଛି। ଏହି ଅବସରରେ ଅନୁଷ୍ଠିତ ସଚେତନତା ସଭାରେ ବରଗଡ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଏସ୍‌ପି ପଦ୍ମିନୀ ସାହୁ, ବରିଷ୍ଠ ଓକିଲ ଶଙ୍କର୍ଷଣ…

ସରକାରୀ ବସଷ୍ଟାଣ୍ଡ ପରିଦର୍ଶନ କଲେ ପରିବହନ ମନ୍ତ୍ରୀ

ବରଗଡ ଅଫିସ, ୩୦।୧୦: ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ବୁଧବାର ସକାଳ ପ୍ରାୟ ସାଢେ ୮ଟାରେ ବରଗଡ ସରକାରୀ ବସଷ୍ଟାଣ୍ଡ ପରିଦର୍ଶନ କରିଛନ୍ତି। ପରିଦର୍ଶନ ସମୟରେ ସେ ବସଷ୍ଟାଣ୍ଡର ବିଭିନ୍ନ ସମସ୍ୟା ପଚାରି ବୁଝିଥିଲେ। କାର୍ଯ୍ୟକ୍ଷମ ନଥିବା ଶୌଚାଳୟ, ଜବରଦଖଲ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri