ବରଗଡ଼

ସ୍କୁଲ ଫି, ବିଦ୍ୟୁତ୍‌ ଦେୟ, ଘରଭଡ଼ା ଛାଡ଼ ଦାବି କଲା ସମ୍ବିଧାନ ସୁରକ୍ଷା ମଞ୍ଚ

ବରଗଡ଼ ଅଫିସ,୮ା୬: କରୋନା ଭଳି ବିପର୍ଯ୍ୟୟ ସମୟରେ ସ୍କୁଲ ଫି, ବିଦ୍ୟୁତ ଦେୟ ଏବଂ ଘରଭଡ଼ା ଅସୁଲ କରାଯାଉଛି। ପ୍ରାୟ ଅଢ଼େଇ ମାସ ହେଲା ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଥିବା ଲୋକେ ବେରୋଜଗାରକ୍ଷମ ହୋଇପଡ଼ିଛନ୍ତି। ଏଭଳି ପରିସ୍ଥିତିରେ ଏସବୁ ଦେୟ ପ୍ରଦାନ…

ଛତିଶଗଡ଼ରେ କରୋନା ରୋଗୀ ଓଡ଼ିଶାରେ ଶଟ୍‌ଡାଉନ୍‌

ସୋହେଲା, ୭।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କରଣ୍ଡୋଲା ପଞ୍ଚାୟତର ଦୁଆନପାଲି ଓ ଅଏଁଲାପାଲି ଗ୍ରାମକୁ ସରପଞ୍ଚ ଶନିବାର ଓ ରବିବାର ଦୁଇଦିନ ଧରି ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି । ସୂଚନାନୁଯାୟୀ, କରଣ୍ଡୋଲା ପଞ୍ଚାୟତ ଅନ୍ତର୍ଗତ ସୀମାନ୍ତ ଦାମପାଲି ଗ୍ରାମ…

କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ମାଷ୍ଟରଟିକ୍ରାରୁ ହଟିଲା କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ କଟକଣା

ବରଗଡ଼ ଅଫିସ,୭ା୬: କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ ନଂ-୧୪ର ସୁବାସ ନଗର(ମାଷ୍ଟରଟିକ୍ରା) ଏବଂ ସ୍ଥାନୀୟ ଶ୍ରାରାମ ମନ୍ଦିରରୁ ମାଷ୍ଟରଟିକ୍ରା ଛକ ପର୍ଯ୍ୟନ୍ତ ରାସ୍ତାକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା। ସେହିପରି ସୁବାସ ନଗର…

କ୍ୟାନ୍‌ସର ପୀଡ଼ିତଙ୍କ ପାଇଁ ସଞ୍ଚିତ ରାଶି ଦାନ କଲେ ଆୟୁଷ୍ମାନ

ବରଗଡ ଅଫିସ,୭।୬- ବରଗଡ଼ ସହରର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଆୟୁଷ୍ମାନ ଦର୍ଜୀ ରବିବାର ନିଜ ସଞ୍ଚିତ ରାଶିକୁ କ୍ୟାନ୍‌ସର ପୀଡିତଙ୍କ ପାଇଁ ନିଜ ସଞ୍ଚିତ ରାଶି ବରଗଡ଼ର ଫାଇଟର୍ସ ଗୃପକୁ ଦାନ କରି ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି। ସ୍ଥାନୀୟ…

ଦୁର୍ଦ୍ଦିନରେ ଖବରକାଗଜ ବିତରକ: ସହାୟତା ଦାବିରେ ଜିଲାପାଳଙ୍କ ନିକଟରେ ଫେରାଦ

ବରଗଡ଼ ଅଫିସ,୬।୬: ଘାତକ କରୋନା (କୋଭିଡ -୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ଏଥିରେ ଖବରକାଗଜ ବିତରକଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି । ଖବରକାଗଜ ବିତରଣ ପୂର୍ବଭଳି କାର୍ଯ୍ୟ କରି ପାରୁ ନ ଥିବା…

ଡାକଘର ଟେବୁଲ ଚୋରି କଲେ ଦୁର୍ବୃତ୍ତ

ବରଗଡ଼ ଅଫିସ,୬।୬: ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ଫାଣ୍ଡି ଅନ୍ତର୍ଗତ ଦୁଲମପୁର ଅଞ୍ଚଳରେ ଚୋରମାନଙ୍କ ଦୌରାତ୍ମ ବଢିବାରେ ଲାଗିଛି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ଦୁଲମପୁରସ୍ଥିତ ଶାଖା ଡାକଘରୁ (ବ୍ରାଞ୍ଚ ପୋଷ୍ଟ ଅଫିସ)ରୁ ଚୋରି ହୋଇଥିବା ଜଣାପଡ଼ିଛି। ଚୋରମାନେ ଡାକଘର କବାଟରେ…

ବିଜେପୁରରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସଂକ୍ରମିତ ଚିହ୍ନଟ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କଲା ପ୍ରଶାସନ

ବିଜେପୁର, ୫।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ କ୍ରମଶଃ କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ସୁଦ୍ଧା ଜିଲାରେ ୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବିଜେପୁର ବ୍ଲକର ୮ଜଣ ଅଛନ୍ତି। ଫଳରେ ଏହା ପ୍ରଶାସନ ପାଇଁ ଚିନ୍ତାର ବିଷୟ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପୂର୍ବତନ କୃଷି କର୍ମଚାରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ସରଣ୍ଡା/ସୁନ୍ଦରଗଡ଼,୫।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଚକୁଳି ଫାର୍ମର ପୂର୍ବତନ କୃଷି କର୍ମଚାରୀ(ଓଭରସିଅର) ଫକୀର କର୍ଣ୍ଣଙ୍କ ବାସଭବନ ଉପରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କର୍ଣ୍ଣଙ୍କ ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ…

ବରଗଡ଼ରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଲା

ବରଗଡ଼ ଅଫିସ,୫ା୬: ବରଗଡ଼ ଜିଲାରେ ପୁଣି ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅନ୍ତର୍ଗତ ସାତବନ୍ଧ, ଜାରିଂ କନପୁରୀ ଓ ବାନ୍ଦୁପାଲିର ଜଣେ ଲେଖାଏ ହୋଇଥିବା ବେଳେ ସମସ୍ତେ ତାମିଲନାଡୁ ଫେରନ୍ତା ବୋଲି ଜିଲା ସୂଚନା…

ବରଗଡ଼ରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ, ୧୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୪ା୬ : ବରଗଡ଼ ଜିଲାରେ ପୁଣି ଜଣେ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ବିଜେପୁର ବ୍ଲକ ଅନ୍ତର୍ଗତ ଗଣ୍ଠିଆପାଲିର ଏବଂ ତାମିଲନାଡୁ ଫେରନ୍ତା ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ଗୁରୁବାର ସୂଚନା…

୨୩ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ବରଗଡ଼ ଅଫିସ,୪ା୬: ବରଗଡ଼ ଜିଲା ସୋହେଲା ଥାନା ପୋଲିସ ବୁଧବାର ସନ୍ଧ୍ୟାରେ ୨୩ ଗ୍ରାମ ୩୭୦ ମିଲିଗ୍ରାମ ବ୍ରାଉନସୁଗାର ଜବତ କରିବା ସହିତ ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଖଜୁରଟିକ୍ରା ନିବାସୀ ଅର୍ସଦ ଓରଫ…

କଳା ଦିବସ ପାଳିଲେ ବିଦ୍ୟୁତ କର୍ମଚାରୀ

ବରଗଡ଼ ଅଫିସ୍‌/ସରଣ୍ଡା,୨।୬ ବରଗଡ଼ର ମିଳିତ ବିଦ୍ୟୁତ କର୍ମଚାରୀ ଏବଂ ଇଞ୍ଜିନିୟର୍ସ ଆସୋସିଏଶନର ଏକତା ମଞ୍ଚ ପକ୍ଷରୁ ସୋମବାର ଦିନକୁ କଳା ଦିବସ ଭାବେ ପାଳନ କରାଯାଇଛି । ବିଦ୍ୟୁତ ସଂଶୋଧନ ଆଇନ-୨୦୨୦ ଏବଂ ରାଜ୍ୟର ବିଦ୍ୟୁତ କ୍ଷେତ୍ର ଗୁଡ଼ିକର ପୁନଃ ଘରୋଇକରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?