ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ
ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା ସମସ୍ୟା ଅସମାହିତ ହୋଇ ରହିଛି। ଜିଲାର ଅନେକ ଚାଷୀଙ୍କ କ୍ଷେତ୍ରରେ ଟୋକନ ପ୍ରମୁଖ…
ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ
ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି କରି ପାରି ନଥିଲେ । ଏଭଳିକି ଚିନ୍ତାରେ ପଡ଼ି ତାଲମେଣ୍ଡା ଗ୍ରାମର ଜଣେ…
ବିଦ୍ୟୁତ୍ ବିଭାଗର ଟାଳଟୁଳ ନୀତି, ସେବାରୁ ବଞ୍ଚିତ ଗ୍ରାମବାସୀ
ଅତାବିରା,୫ା୬(ଯୁଧିଷ୍ଠିର ମହାପାତ୍ର):ଗ୍ରୀଷ୍ମ ସମୟରେ ବିଦ୍ୟୁତ କାଟ ହେବ ନାହିଁ ବୋଲି ସରକାର କହୁଥିବା ବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ବରଗଡ ଜିଲା ସରଣ୍ଡା ଅଞ୍ଚଳରେ l ସରଣ୍ଡାରେ ବାରମ୍ବାର ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହେଉଛି। ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ…
ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ
ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ ଭାବେ ଯୋଗଦାନ କରିଥିବା ଯୋଗୁ ସଂଘର ପ୍ରତିନିଧିମାନେ ଏସ୍ପି ଶତପଥୀଙ୍କୁ ସ୍ବାଗତ କରିଥିଲେ…
ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ
ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ ବିପୁଳ ପରିମାଣର ନିଶା ଜାତୀୟ କଫ୍ ସିରପ୍ ଜବତ କରିବା ସହ ୨…
ବିକାଶ ସ୍କୁଲ ଅଫ ବିଜ୍ନେସ୍ ମ୍ୟାନେଜ୍ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର
ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍ନେସ୍ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର ପଶ୍ଚିମ ଓଡିଶା ପାଇଁ ଗୈାରବ ଆଣିଛନ୍ତି। ଅନୁଷ୍ଠାନର ଛାତ୍ରୀ ଏନ୍. ଝାନ୍ସିରାଣୀ ୮.୯୭…
ବରଗଡ଼ର ବିଭିନ୍ନ ସ୍ଥାନରେ ନିର୍ମିତ ତୋରଣ, ଟେଣ୍ଡର ପ୍ରକ୍ରିୟା ଉପରେ ଜିଲାପାଳଙ୍କୁ ଏହି ଦାବି କଲା ବିଜେଡି
ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ କେନାଲର ସୌନ୍ଦର୍ଯ୍ୟକରଣ ଓ ବକ୍ସ କଣ୍ଡୁଇଟ୍ ନିର୍ମାଣକୁ ବିଜୁ ଜନତା ଦଳ ସ୍ବାଗତ କରିଥିବା ବେଳେ ଏହି କାର୍ଯ୍ୟର ସ୍ଥାୟୀତ୍ବ ଓ ଟେଣ୍ଡର ପ୍ରକ୍ରିୟାର ଅନିୟମିତତା ଉପରେ ବରଗଡ଼ ବିଜୁ ଜନତା ଦଳ ପ୍ରଶ୍ନ ଉଠାଇଛି ।…
ସାମାଜିକ ବାସନ୍ଦର କରୁଣଚିତ୍ର : ଅନ୍ୟ ଜାତିରେ ବିବାହ କରିଥିଲେ ବୋଲି ମୃତ୍ୟୁ ପରେ ବି ମିଳିଲାନି କାନ୍ଧ, ଶେଷକୃତ୍ୟ କଲେ…
ଅତାବିରା, ୪।୬(ଯୁଧିଷ୍ଠିର ମହାପାତ୍ର): ଆଧୁନିକ ଯୁଗରେ ଆଜି ବି ମାନବିକତା କେତେ ତଳକୁ ଖସିପାରେ ଏବଂ ସାମାଜିକ ବାସନ୍ଦ ନାମରେ ମଣିଷ କେତେ ନିଷ୍ଠୁର ହୋଇଯାଏ, ତାର ଏକ ଜ୍ୱଳନ୍ତ ଏବଂ ହୃଦୟବିଦାରକ ଦୃଶ୍ୟ ବୁଧବାର ଦେଖିବାକୁ ମିଳିଛି ବରଗଡ଼ ଜିଲା…
ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ
ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି ବୋଲି ମଞ୍ଚ କଳା ବିକଶିତ ହୋଇପାରୁଛି। କିନ୍ତୁ ଏହି ଚର୍ଚ୍ଚିତ କାହାଣୀ ପଛରେ…
ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ
ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇପାରି ନାହିଁ। ଟୋକନ ପାଇବା ପରେ ନିର୍ଦ୍ଧାରିତ ଦିବସରେ ଚାଷୀମାନେ…
କଳାବ୍ୟାଜ୍ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…
ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ ପହଞ୍ଚିଛି। ବରଗଡ଼ ଜିଲା କୋଷାଗାରରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ବୁଧବାରରୁ କଳାବ୍ୟାଜ୍ ପରିଧାନ…
ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ
ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ, ଅତାବିରା ଥାନା ଅନ୍ତର୍ଗତ ଗୁର୍ଖାପାଲି ଦେହେରୀପଡ଼ାର…

