ବରଗଡ଼

ମଉଲିକ ସୁବିଧାରୁ ବଁଚିତ୍‌ ରାଧାପଡ଼ାବାସୀ

ଅତାବିରା, ୧୮।୧୦(ଡି.ଏନ୍‌.ଏ.)-କେନ୍ଦ୍ର ଆର ରାଏଜ୍‌ ସରକାର ଗାଁ ଗଁଲିନୁ ସହରତକ୍‌ ବାସ କରୁଥିବାର ଗରିବ୍‌ଦୁଖିକର ଲାଗି ଅବାସ ଯୋଜନାରେ ଘର, ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ଘରଡିହ, ବୁଢ଼ାବୁଢ଼ିକୁ ଭତା, ସମକର ଲାଗି ନିରମଲ ପିଇଲା ପାଏନ୍‌ର ବେବସ୍‌ତା କରୁଛନ୍‌। ହେଲେ ଦୁଖର…

ବିଜେପୁର ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଶେଷ, ମନମୋହିଲା ଚିୟର୍‌ ଗାର୍ଲଙ୍କ ନୃତ୍ୟ

ବିଜେପୁର,୧୭।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ ଉପ ନିର୍ବାଚନ ପ୍ରଚାରର ଶେଷ ସ୍ପର୍ଶ ଦେବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗୁରୁବାର ଲାଉମୁଣ୍ଡା ଷ୍ଟାଡିୟମରେ ଓହ୍ଲାଇ ଥିଲେ। ହାଇଟେକ ବସ୍‌ ଉପରେ ରହି ପ୍ରାର୍ଥିନୀ ରୀତା ସାହୁ ପାଇଁ ଭୋଟ…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଚିନିକଳ କର୍ମଚାରୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ ଅଫିସ/ବିଜେପୁର, ୧୭ା୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ଶୋ’ରେ ବିଜେପୁର ଅଞ୍ଚଳରେ ଦଳୀୟ ପ୍ରାର୍ଥିନୀ ରୀତା ସାହୁଙ୍କ ପ୍ରଚାର କରୁଛନ୍ତି। ଅପରପକ୍ଷରେ ବୁଧବାରଠାରୁ ସ୍ଥାନୀୟ ଜାରି ନିକଟ ବିଜେପୁର-ବରଗଡ଼ ରାସ୍ତାର…

ବିଜେପୁର ଉପନିର୍ବାଚନ: ରୋଡ୍‌ ଶୋ’ରେ ବାହାରି ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ, ୧୭ା୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୪ଦିନ ବାକି। ଦୁଇ ଦିନ ପରେ ନିର୍ବାଚନୀ ପ୍ରଚାର ଅବଧି ସରିବ। ତେବେ ଗୁରୁବାର ଦୁଇ ଦିନିଆ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ…

ବୁଡ଼ାପାଲିରେ ବିଜେଡିର ମହିଳା କର୍ମୀ ସମାବେଶ: ରୀତା ସାହୁଙ୍କୁ ବିଜୟୀ କରାଇବାକୁ ନିବେଦନ

ବିଜେପୁର, ୧୬।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୫ ଦିନ ବାକି ଅଛି। ଏହା ପୂର୍ବରୁ ଅର୍ଥାତ୍‌ ଗୁରୁବାର ଓ ଶୁକ୍ରବାର ଦୁଇ ଦିନ ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥିନୀ ରୀତା ସାହୁଙ୍କ ପାଇଁ ପ୍ରଚାର…

ବିଜେପୁର ଉପନିର୍ବାଚନ ଏଥର ନିଶ୍ଚୟ ଜିତିବୁ: ଅରୁଣ ସିଂ

ବରଗଡ଼ ଅଫିସ,୧୬।୧୦: ପୂର୍ବ ଉପନିର୍ବାଚନ ଏବଂ ଏଥର ଉପନିର୍ବାଚନ ମଧ୍ୟରେ ବହୁତ ପାର୍ଥକ୍ୟ ରହିଛି। ପୂର୍ବରୁ ସମବେଦନା ଭୋଟ ଥିଲା, କିନ୍ତୁ ଏଥର ଆଉ ତାହା ନାହିଁ। ଅନ୍ୟପଟେ ଗତ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ଆସନରୁ ପ୍ରାର୍ଥୀ…

ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ପୂର୍ବରୁ ବିଜେପୁରରେ ଧାରଣା ଦେଲେ ଚିନିକଳ କର୍ମଚାରୀ

ବିଜେପୁର, ୧୬।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବିଜେପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ବରଗଡ଼ ଚିନିକଳର ଅସନ୍ତୁଷ୍ଟ କର୍ମଚାରୀମାନେ ସ୍ଥାନୀୟ ବିଜେପୁର-ବରଗଡ଼ ରାସ୍ତାର ପ୍ରେମାବନ୍ଧ ସମ୍ମୁଖରେ ବୁଧବାର ଧାରଣା…

ନିର୍ବାଚନକୁ ମାତ୍ର ୬ ଦିନ ବାକି, ବିଜେପୁରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୬ଦିନ ବାକି। ତେବେ ଉପର୍ନିବାଚନକୁ ଅବାଧ, ନିରପେକ୍ଷ ଏବଂ ଶୃଙ୍ଖଳିତଭାବେ ସମାପନ କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ହାତକୁ ନିଆଯାଇଛି। ଏହି କ୍ରମରେ ମଙ୍ଗଳବାର ଅପରାହ୍ନରେ ବିଜେପୁରରେ…

ବିଜେପୁରରେ ବିଆର୍‌ସି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ପାଇଖାନା ବିଲ୍‌ ବିବାଦ ହତ୍ୟାର କାରଣ, ୩ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ଼ ଜିଲା ବିଜେପୁର ନିକଟ ବାଉଁଶପୋଲା ଡମ୍ପିଂୟାର୍ଡରୁ ଆରଡବ୍ଲୁଏସ୍‌ଏସ୍‌ ବିଭାଗ ଅଧୀନ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମର ଗୋଷ୍ଠୀ ସାଧନ ସଂଯୋଜକ (ବିଆର୍‌ସି) ତରଣୀସେନ ମହଲାଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ ହୋଇଛି। ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଯୋଜନାର ପାଇଖାନା…

ଡମ୍ଫିୟାଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବିଜେପୁର, ୧୫।୧୦(ଡି.ଏନ.ଏ.):ବରଗଡ ଜିଲା ବିଜେପୁର ଏନଏସି ଅନ୍ତର୍ଗତ ବାଉଁଶପୋଲା ନିକଟସ୍ଥ ଡମ୍ଫିୟାଡରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରି ତଦନ୍ତ ଚଳାଇଛି। ମୃତ ଯୁବକ…

ବିଜେପୁର ଉପନିର୍ବାଚନ : ପ୍ରାର୍ଥୀଙ୍କ କଥା, ସେମାନଙ୍କ ମୁହଁରୁ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବରଗଡ ଜିଲା ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ। ମାତ୍ର ୧୮ ମାସ ମଧ୍ୟରେ ତୃତୀୟ ଥର ପାଇଁ ଭୋଟ ଦେବେ ବିଜେପୁରବାସୀ। ୨୦୧୮ ପରି ୨୦୧୯ରେ ମଧ୍ୟ ଏହି ଅଞ୍ଚଳ ଦେଖିବାକୁ ଯାଉଛି ଏକ ଉପନିର୍ବାଚନ। ନିର୍ବାଚନ ରଣାଙ୍ଗନରେ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀଭାବେ…

ଓକିଲଙ୍କ ଆନ୍ଦୋଳନ ସ୍ଥଗିତ: ମଙ୍ଗଳବାର ଖୋଲିବ ସରକାରୀ କାର୍ଯ୍ୟାଳୟ

ବରଗଡ଼ ଅଫିସ,୧୪।୧୦: ପଶ୍ଚିମ ଓଡ଼ିଶାର ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବରଗଡ଼ ଜିଲା ଓକିଲ ସଂଘ ଚଳାଇଥିବା ଅର୍ଥନୈତିକ ଅବରୋଧ ଏବଂ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ସାମୟିକଭାବେ ସ୍ଥଗିତ ରଖାଯାଇଛି। ସୋମବାର ଏ ନେଇ ସଂଘ କାର୍ଯ୍ୟାଳୟରେ ସଭାପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri