ବରଗଡ଼

ପ୍ରବାସୀ ଶ୍ରମିକଙ୍କ ସଙ୍ଗରୋଧ ବ୍ୟବସ୍ଥା କର

ବରଗଡ଼ ଅଫିସ୍‌,୭।୫- କରୋନା ସଂକ୍ରମଣରେ ବରଗଡ଼ ଜିଲା ବର୍ତ୍ତମାନ ଗ୍ରୀନ୍‌ ଜୋନ୍‌ରେ ରହିଛି । ଅନ୍ୟପକ୍ଷେ ବରଗଡ଼ ଜିଲା ସୀମାନ୍ତ ଛତିଶଗଡ଼ ପଟୁ ପ୍ରତିଦିନ ବହୁସଂଖ୍ୟାରେ ପ୍ରବାସୀ ଶ୍ରମିକ ପ୍ରବେଶ କରି ଅନ୍ୟରାଜ୍ୟ ତଥା ପଶ୍ଚିମବଙ୍ଗ, ବିହାର, ଝାରଖଣ୍ଡକୁ ଯାଉଛନ୍ତି ।…

ନିରାଡ଼ମ୍ବରରେ ପାଳିତ ହେଲା ନୃସିଂହନାଥଙ୍କ ବୈଶାଖ ମେଳା

ପାଇକମାଲ,୭।୫(ଡି.ଏନ.ଏ)- ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରରେ ବୁଧବାର ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମ ମହୋତ୍ସବ ତଥା ବୈଶାଖ ମେଳା ନିରାଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି ଅବସରରେ ଗତ ୨ତାରିଖ ପାର୍ଶ୍ୱ ଦେବାଦେବୀଙ୍କୁ ନିମନ୍ତ୍ରଣ କରାଯାଇ ପୂଜା ନୀତିରୀତିରେ ସମାପନ…

ଟୁଇଟ୍‌ ପରେ ପ୍ରବାସୀ ଶ୍ରମିକଙ୍କୁ ମିଳିଲା ଆଶ୍ରୟ

ବରଗଡ଼ ଅଫିସ,୬ା୫: ଝାଡ଼ଖଣ୍ଡରୁ ଅତାବିରାରେ ମଙ୍ଗଳବାର ପହଞ୍ଚିଥିବା ଏକ ପ୍ରବାସୀ ଶ୍ରମିକ ପରିବାର ଆଶ୍ରୟ ଟିକିଏ ପାଇଁ ବାରଓଳି ଶୁଣ୍ଢିପିଣ୍ଡା ହୋଇଥିଲେ। ସେମାନେ ପୂର୍ବରୁ ଏକ ଘରଭଡ଼ା ନେଇଥିଲେ ସୁଦ୍ଧା ଘରମାଲିକ ସେମାନଙ୍କୁ ରଖିବାକୁ ମନା କରି ଦେଇଥିଲେ। ସେହିପରି ସ୍ଥାନୀୟ…

ମାସ୍କ ନ ପିନ୍ଧି ୧୪୨ ଜଣ ଗଣିଲେ ଜରିମାନା

ବରଗଡ଼ ଅଫିସ,୬ା୫: ଭୂତାଣୁ ସଂକ୍ରମଣକୁ ପ୍ରତିହତ ପାଇଁ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଏହାକୁ ଉଲ୍ଲଂଘନ କଲେ ଜରିମାନା ନିଆଯାଉଛି। ଏହି କ୍ରମରେ ବରଗଡ଼ ଜିଲା ପୋଲିସ ପକ୍ଷରୁ ଜିଲାର ବିଭିନ୍ନ ସ୍ଥାନରେ ଧରପଗଡ଼ ଚାଲିଥିଲା। ଏଥିରେ ୧୪୨ ଜଣଙ୍କଠାରୁ…

କାଳବୈଶାଖୀରେ ଘର ଭାଙ୍ଗିଲା

ବରଗଡ଼ ଅଫିସ,୬ା୫: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ରାତିରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହୋଇଥିଲା । ଏଥିରେ ଜିଲାର ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହଥା ପଞ୍ଚାୟତର ତିହାଡ଼ିଟିକ୍ରାରେ ବହୁଘରର ଛାତ ଉଡ଼ିଯାଇଛି।…

ପ୍ରବାସୀ ଶ୍ରମିକଙ୍କୁ ମିଳୁନି କ୍ବାରାଣ୍ଟାଇନ ସେଣ୍ଟର, ରାସ୍ତା ଉପରେ ବିତୁଛି ଜୀବନ

ବରଗଡ଼ ଅଫିସ୍‌, ୬ା୫-ଝାରଖଣ୍ଡରୁ ଅତାବିରାକୁ ଆସିଥିବା ଏକ ପ୍ରବାସୀ ଶ୍ରମିକ ପରିବାରକୁ ହଟହଟା ହେବାକୁ ପଡ଼ିଛି। ରହିବା ପାଇଁ ଜାଗା ମିଳୁ ନଥିବା ଯୋଗୁ ସେମାନଙ୍କୁ ରାସ୍ତାକଡ଼ ଖୋଲା ଆକାଶତଳେ ଜୀବନ ଅତିବାହିତ କରିବାକୁ ପଡ଼ିଛି। ସୂଚନା ଅନୁଯାୟୀ, ଅତାବିରାରେ ଏକ…

ଗାଡ଼ି ଡ୍ରାଇଭିଂ କରି ପ୍ରବାସୀ ଶ୍ରମିକଙ୍କୁ ନେଲେ ମନ୍ତ୍ରୀ

ସୋହେଲା, ୬ା୫(ଡି.ଏନ.ଏ.)-ବୌଦ୍ଧ, ସୋନପୁର, କଣ୍ଟାମାଳର ୧୨ଜଣ ଶ୍ରମିକ ଉତ୍ତର ପ୍ରଦେଶର ସିକନ୍ଦରାବାଦକୁ କାମ କରିବାକୁ ଯାଇଥିଲେ। ସେମାନେ ଏକ ଟ୍ରକ ଉପରେ ମଙ୍ଗଳବାର ଘରକୁ ଫେରୁଥିଲେ। ଫେରିବା ବାଟରେ ସୋହେଲା ନିକଟ ଲୁହୁରାଚଟିରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ…

ଗ୍ୟାସ ସିଲିଣ୍ଡର ବୋଝେଇ ଗାଡ଼ି ଓଲଟିଲା: ଯାତାୟତ ଠପ

ଅତାବିରା,୫।୫(ଡି.ଏନ.ଏ)-ବରଗଡ଼ ଜିଲା ଗୋଡ଼ଭଗା-ତୁରୁମ ରାସ୍ତାର ରୁଷୁଡ଼ା ମାର୍କେଟ୍‌ ୟାର୍ଡ଼ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ ଓଲଟି ପଡ଼ିଛି। ଗୋଡ଼ଭଗାରୁ ତୁରୁମ ଅଭିମୁଖେ ଉକ୍ତ ଟ୍ରକଟି ଯାଉଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଫଳରେ ରାସ୍ତାର ଉଭୟ…

ଧରିତ୍ରୀରେ ପ୍ରକାଶିତ ଖବର ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୫।୫-ଉତ୍ତରପ୍ରଦେଶର ନୋଇଡ଼ାସ୍ଥିତ ଆର୍ଷ ଗୁରୁକୁଳରେ ବରଗଡ଼ ଜିଲାର ୪୨ଜଣ ଛାତ୍ରୀଛାତ୍ର ଫସି ରହିଛନ୍ତି। ଏ ନେଇ ଅଭିଭାବକମାନେ ସ୍ଥାନୀୟ ପ୍ରଶାସନ ନିକଟରେ ଦୃଷ୍ଟି ଆକର୍ଷଣ କରିଥିଲେ। ସୋମବାର ଏ ନେଇ ଧରିତ୍ରୀରେ ନୋଇଡ଼ାରେ ଫସିଛନ୍ତି ବରଗଡ଼ର ୪୨ ଛାତ୍ରୀଛାତ୍ରୀ ଶୀର୍ଷକ…

ମଧ୍ୟପ୍ରଦେଶରେ ଫସିଛନ୍ତି ୧୪ ଶ୍ରମିକ: ଉଦ୍ଧାର ପାଇଁ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୫।୫-ସାରା ଦେଶରେ ଲକ ଡାଉନ ଜାରି ରହିଛି। ଏପରିସ୍ଥିତିରେ ଗୁଜୁରାଣ ମେଣ୍ଟାଇବା ପାଇଁ ମଧ୍ୟପ୍ରଦେଶ ଯାଇଥିବା ବରଗଡ଼ ଓ ସୁନ୍ଦରଗଡ଼ ଜିଲାର ୧୪ ଜଣ ଶ୍ରମିକ ସେଠାରେ ଫସି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଉକ୍ତ ଶ୍ରମିକମାନେ ଉଭୟ…

ଡୁଙ୍ଗୁରି ଖଣିରେ ଶ୍ରମିକ ଅଶାନ୍ତି

ବରଗଡ଼ ଅଫିସ୍‌,୪।୫: ଏସିସି ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଅଧୀନ ଡୁଙ୍ଗୁରି ଖଣିରେ ଶ୍ରମିକ ଅଶାନ୍ତି ଦେଖାଯାଇଛି । ଲକ୍‌ ଡାଉନ୍‌ ଅବଧିରେ କାର୍ଯ୍ୟ କରିଥିଲେ ସୁଦ୍ଧା ସେମାନଙ୍କୁ ସେମାନଙ୍କ ପାରିଶ୍ରମିକ ଦେଇ ନ ଥିବା ଖଣିର କେତେକ ଶ୍ରମିକ ଅଭିଯୋଗ…

ସାଇକେଲରେ ବିହାର ଗଲେ ୧୦ ଶ୍ରମିକ

ବରଗଡ଼ ଅଫିସ୍‌,୨।୫ ଲକ୍‌ ଡାଉନ୍‌ ଯୋଗୁ ପ୍ରବାସୀ ଶ୍ରମିକଙ୍କ ଚିନ୍ତା ବଢ଼ିଯାଇଛି । ରୋଜଗାର ବନ୍ଦ ହୋଇ ପଡ଼ିଥିବାବେଳେ ସେମାନେ ଘରକୁ ଫେରିପାରୁ ନାହାନ୍ତି । ଅନ୍ୟପଟେ ସେମାନେ ଯେଉଁ ସ୍ଥାନରେ ଅଛନ୍ତି ସେଠାରେ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?