ବରଗଡ଼

ପଦ୍ମପୁରରେ ଶ୍ରମ କମିଶନର

ପଦ୍ମପୁର, ୧୩।୯ (ଡି.ଏନ.ଏ): ରାଜ୍ୟ ଶ୍ରମ କମିଶନର ନିରଞ୍ଜନ ସାହୁ ଶୁକ୍ରବାର ଦିନିକିଆ ପଦ୍ମପୁର ଗସ୍ତରେ ଆସି ଦାଦନ ଶ୍ରମିକ ସମ୍ପର୍କିତ ଏକ ସମୀକ୍ଷା ବୈଠକରେ ଯୋଗଦାନ କରଥିଲେ। ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଶ୍ରମ…

ଆଏଜ୍‌ ବିଜେପୁରର୍‌ ନାଁକରା ଅନନ୍ତବ୍ରତ: କଳା ପର୍‌ଦରଶନ କରବେ ୫ଶହ କଳାକାର

ବିଜେପୁର, ୧୨।୯ (ଡି.ଏନ.ଏ): ଆମର ସମାଜରେ ଭିନେ ଭିନେ ସମିଆରେ ଅନେକ୍‌ ପରକାର ପୂଜାପାଠ୍‌, ଓଷା, ବ୍ରତ, ଉଛବ୍‌, ଜାନିଯାତ୍‌ରା ପାଲନ୍‌ ହେଉଛେ। ହେଲେ ଆଧୁନିକତାର ଛାପ୍‌ରେ କେତେ ମୂଲୁ ମେଟିଗଲାବେଲେ ଆରକେତେ ସମିଆର ସଂଗେ ତାଲ ଦେଇ ପାଲନ୍‌ ହେଉଛେ।…

ସ୍ବଚ୍ଛ ଭାରତ ମିଶନ ବାଟ୍‌ବନା: ୩ ମାସେ ଭୁଷ୍‌ଲି ଗଲା ପାଏଖାନା

ଅତାବିରା, ୧୨।୯ (ଡି.ଏନ୍‌.ଏ.):  ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଆର ଦେଶଭଟିଲି ଗାଁରେ ସ୍ବଚ୍ଛ ଭାରତ ଯୋଜନା ବାଟ୍‌ବନା ହେଇଛେ। ଉଦେପୁର ଗାଁର କର୍ପୂର ମିର୍ଦ୍ଧା ଆର ତାକର ପୁଓ ଦୟା ମିର୍ଦ୍ଧାକଁର ପାଏଖାନା ତିଆରି କାମ୍‌…

ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦର ପ୍ରତିବାଦ: ଧାରଣାକୁ ଓହ୍ଲାଇଲେ ଉପଭୋକ୍ତା

ବରଗଡ଼ ଅଫିସ୍‌/ଅତାବିରା,୧୧।୯ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗାଠାରେ ରହିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ)ର ଶାଖା ଉଚ୍ଛେଦ କରାଯିବା ନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହାର ପ୍ରତିବାଦରେ ବୁଧବାର ଅଞ୍ଚଳର ଉପଭୋକ୍ତାମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି…

ପୁଣି ବୀମା ଦାବିରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୧୦।୯: ବରଗଡ଼ ଜିଲାରେ ଫସଲକ୍ଷତିଜନିତ ବୀମା କ୍ଷତିପୂରଣ ପ୍ରଦାନ ଦାବି ନେଇ ଆନ୍ଦୋଳନ ପୁଣି ତେଜି ଉଠିଛି । ଚାଷୀଙ୍କ ବାରମ୍ବାର ଦାବି ସତ୍ତ୍ବେ ବୀମା କମ୍ପାନୀ କ୍ଷତିପୂରଣ ପ୍ରଦାନ ବଦଳରେ ବିଭିନ୍ନ ଆଳ ଦେଖାଇ ଟାଳଟୁଳ ନୀତି ଅବଲମ୍ବନ…

ସ୍କୁଲ ମୁହେଁ ଅଁ।ଠେ କାଦୋ

  ଜାମଟିକ୍ରା, ୧୦।୯ (ଡି.ଏନ୍‌.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅଧୀନ ଜାମଟିକ୍ରା ଗାନ୍ଧୀ ଏମ୍‌ଇ ସ୍କୁଲ ସାମ୍‌ନାରେ ପାଏନ୍‌ ଟୁଡ଼ି ରହିବାର ଲାଗି ଅଁାଠେ କାଦୋ ହେଇଛେ। ଯେନ୍‌ଥିରଲାଗି ସ୍କୁଲର ଛାତ୍ରୀଛାତ୍ର ପରିସର ଭିତିରକେ ଗଲାଅଏଲା ବେଲେ ବଡ଼ଭାରି ସମସିଆର…

ପଲିଥିନ୍‌ ତଲେ ପରିବାର: ପାଏଖାନା ଘରେ ଧାନ୍‌ଚାଉଲ, ଜିନିଷ୍‌ପାତିି

ଗଣ୍ଡତୁରୁମ, ୯।୯ (ଡି.ଏନ୍‌.ଏ.):  ବରଗଡ଼ ଜିଲା ଭେଡ଼େନ ବ୍ଲକ ଅଂଚଲରେ ଗଲା ମଙ୍ଗଲବାରନୁ ଲଘୁଚାପ ପରଭାବରେ ବରଷା ଲାଗିରହିଛେ। ବାଦଲଫଟା ବରଷାରେ ବ୍ଲକ ଅଧୀନ ଅନେକ୍‌ ଗଁାଗଁଡ଼ାରେ ଲୁକ୍‌କର ବଡ଼ଭାରି କ୍ଷୟକ୍ଷତି ହେଇଥିବାର ଜନାଯାଇଛେ। ସୂଚନା ଅନ୍‌ସାରେ ଭେଡ଼େନ ବ୍ଲକ ଗଣ୍ଡତୁରୁମ…

ବଜ୍ରପାତରେ ଜଣେ ମୃତ

ପଦ୍ମପୁର,୮।୯(ଡି.ଏନ୍‌.ଏ.) : ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଜମଳା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଜଏବଲ ଶିଖା (୫୫)। ଶନିବାର ଅପରାହ୍ନରେ ସେ ବିଲକୁ ଗାଈ ଚରାଇବାକୁ ଯାଇ ଫେରି ନ ଥିଲେ। ତେଣୁ ପରିବାର…

ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ଅତାବିରା ବନ୍ଦ, ରାସ୍ତାକୁ ଓହ୍ଲାଇଲେ ଲୋକେ

ଅତାବିରା/ସରଣ୍ଡା,୭।୯(ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରାରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଉପୁଜୁଥିବା ଅଭିଯୋଗ ହୋଇଛି। ଏଥିପାଇଁ ସ୍ଥାନୀୟ ଲୋକଙ୍କୁ ବହୁବିଧ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏପରିକି ଆବଶ୍ୟକ ସଂଖ୍ୟକ ବିଦ୍ୟୁତ୍‌ କର୍ମଚାରୀ ମଧ୍ୟ ନାହାନ୍ତି। ଫଳରେ ବିଦ୍ୟୁତ୍‌ ବିଭ୍ରାଟ ହେଲେ ତାର…

ଲଘୁଚାପ ବରଷା ପରଭାବ: ବାସହରା ହେଲେ ଅନେକ ଗରିବ୍‌ଦୁଖି

ଗଣ୍ଡତୁରୁମ, ୬।୯ (ଡି.ଏନ୍‌.ଏ.): ଗଲା ମଙ୍ଗଲବାରନୁ ଲାଗି ରହିଥିବାର ଲଘୁଚାପ ବରଷାରେ ବରଗଡ଼ ଜିଲା ଭେଡ଼େନ ବ୍ଲକରେ ଲୁକ୍‌କର ବହୁତ୍‌ କ୍ଷୟକ୍ଷତି ହେଇଛେ। ବରଷାରେ ଅନେକ ଗରିବ୍‌ ଖଟିଖିଆ ଲୁକ୍‌କର ମାଏଟ୍‌ କୁରିଆ, ଗୁହାଲମାନ୍‌ ଭାଂଗି ଯାଇଛେ। ଏନ୍‌ତାଥି ସେମାନକର ଧାନ୍‌,…

ବ୍ଲକସ୍ତରୀୟ ଗୁରୁଦିବସ : ଅବସରପ୍ରାପ୍ତ ଶିକ୍ଷକ, କୃତୀ ଛାତ୍ରୀଛାତ୍ର ସମ୍ବର୍ଦ୍ଧିତ

ଭଟଲି,୫।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟଲି ସତୀହାତୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ବ୍ଲକସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ଭଟଲି ବ୍ଲକ୍‌ ସମନ୍ବିତ ଶିକ୍ଷକ ସଂଘର ବ୍ଲକ ସଭାପତି ତିୟାରମ ଡନସନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଭଟଲି ଗୋଷ୍ଠୀ ଶିକ୍ଷାଧିକାରୀ ଛତ୍ରପତି…

ଏକ୍‌ କରି ବଁ।ଧି ରଖିଛେ ନୂଅଁ।ଖାଇ: ସଜବାଜରେ ମାତିଛନ୍‌ କଠାରପାଲି ଗଁ।ବାସୀ

  ସୋହେଲା,୩୧।୮(ଡି.ଏନ.ଏ): ଆଉର ଦିନ୍‌ କେତେଟା ଉତାରୁ ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ ପାଲନ ହେବା। ଇଥିରଲାଗି ଗଁ। ଗଁଲିରୁ ସହର ତକ୍‌ ସବୁଠାନେ ଲୋକ୍‌ ସଜ୍‌ବାଜରେ ଲାଗି ପଡ଼ିଛନ୍‌। ଘରଦୁଆର ଲିପାପୁଛା, ଘସାମଜା କରି ଚକାଚକ୍‌ କରି ସାଏଲେନ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri