ବରଗଡ଼

ବରଗଡ଼ରେ ଲକ୍‌ ଡାଉନ୍‌ ସ୍ଥିତି ପରଖିଲେ ପୋଲିସ ଡିଜି ଅଭୟ

ବରଗଡ଼‌,୩୦।୪: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି । ଦିନ ପ୍ରାୟ ଗୋଟାଏରେ ସେ ହେଲିକପ୍ଟର ଯୋଗେ ଆସି ସ୍ଥାନୀୟ ରିଜର୍ଭ ପୋଲିସ ପଡ଼ିଆରେ ଓହ୍ଲାଇଥିଲେ । ତାଙ୍କ ସହିତ ଅତିରିକ୍ତ ପୋଲିସ ଡିଜି ସୌମେନ୍ଦ୍ର…

ସୁରଟ ଫେରନ୍ତାଙ୍କୁ ଖାଇବାକୁ ଦିଆଗଲା

ସୋହେଲା,୨୯।୪(ଡି.ଏନ.ଏ): ଗୁଜୁରାଟ ରାଜ୍ୟ ସୁରଟରୁ ଓଡ଼ିଶା ଫେରୁଥିବା ଲୋକଙ୍କୁ ବୁଧବାର ବରଗଡ଼ ଜିଲା ସୋହେଲା ନିକଟ ଲୁହୁରାଚଟି ନିକଟରେ ପ୍ରଶାସନ ପକ୍ଷରୁ ଖାଦ୍ୟ ପାନୀୟର ବ୍ୟବସ୍ଥା କରାଯାଇଥିଲା। ସେମାନେ ସ୍ବତନ୍ତ୍ର ୪ଟି ବସ୍‌ ଯୋଗେ ବରଗଡ଼ ଦେଇ ଗଞ୍ଜାମ ଫେରୁଥିବା ଖବର…

ପୁରୀରୁ ଫେରି ପାରୁ ନାହାନ୍ତି ୩୫ଶ୍ରମିକ

ବରଗଡ଼ ଅଫିସ୍‌,୨୯।୪: ବରଗଡ଼ ଜିଲା ପାଇକମାଲ ବ୍ଲକ ଅନ୍ତର୍ଗତ ଛେତଗାଁର ୩୫ଜଣ ଶ୍ରମିକ ପୁରୀ ଜିଲାକୁ ଦାଦନ ଖଟିବାକୁ ଯାଇ ସେଠାରେ ଅସୁରକ୍ଷିତ ଅବସ୍ଥାରେ ରହିଛନ୍ତି। ସେମାନେ ସମସ୍ତେ ଗୋପ ବ୍ଲକ ଅଚ୍ୟୁତପୁରଠାରେ ଥିବା ଏକ ଇଟାଭାଟିରେ କାମ କରୁଥିଲେ ।…

ଆନ୍ଧ୍ରରେ ଫସି ରହିଛନ୍ତି ୨୫୦ ଶ୍ରମିକ

ବରଗଡ଼ ଅଫିସ୍‌,୨୯।୪: ଲକ୍‌ ଡାଉନ୍‌ ଯୋଗୁ ରାଜ୍ୟ ବାହାରକୁ ଯାଇଥିବା ଶ୍ରମିକଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଏହି କ୍ରମରେ ବରଗଡ଼ ଓ ବଲାଙ୍ଗୀର ଜିଲାରୁ ଆନ୍ଧ୍ର ପ୍ରଦେଶ ଯାଇଥିବା ୨୫୦ଜଣ ଶ୍ରମିକ ସେଠାରେ ଫସି ରହି ବହୁ ଅସୁବିଧାର ସମ୍ମୁଖୀନ ହୋଇଥିବା…

ଛତିଶଗଡ଼ ଫେରନ୍ତାଙ୍କୁ ଗାଁରେ ପୂରାଇ ଦେଲେନି ଗ୍ରାମବାସୀ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲେ ୬ ଶ୍ରମିକ

ସରଣ୍ଡା,୨୯ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ନେଇ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ବିଭିନ୍ନ ସ୍ଥାନରେ ଶ୍ରମିକମାନେ ଫସି ରହିଛନ୍ତି। ରାଜ୍ୟ ସରକାର ଶ୍ରମିକଙ୍କ ଫେରିବା ନେଇ ବ୍ୟବସ୍ଥା କରିଥିବା ବେଳେ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡାସ୍ଥିତ କଟାପାଳିକୁ ଆନ୍ଧ୍ରପ୍ରଦେଶରୁ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା

ସୋହେଲା,୨୯ା୪(ଡି.ଏନ.ଏ.) – ସୀମାନ୍ତ ଲୁହୁରାଚଟି ପୁରୁଣା ଚେକ୍‌ଗେଟରେ ଚା ଦୋକାନ କରି ପରିବାର ପୋଷଣ କରୁଥିବା ଲୁହୁରାଚଟି ଗ୍ରାମର ରଜନୀକାନ୍ତ ଠେଟୁଆ(୩୮)ଙ୍କ ମୃତଦେହ ମଙ୍ଗଳବାର ସକାଳେ ଛତିଶଗଡ ରାଜ୍ୟ ସୀମାନ୍ତ ଏକ ଚାଷଜମିରୁ ଉଦ୍ଧାର କରାଯାଇଛି। ତାଙ୍କ ମୁଣ୍ଡକୁ ପଥରରେ ଛେଚି…

ଚିକିତ୍ସା ଲାଗି ରୁନି ଗଲେ କଟକ ଏସ୍‌ସିବି ମେଡିକାଲ

ବରଗଡ଼ ଅଫିସ୍‌,୨୮।୪: ନିଆଁରେ ପୋଡ଼ିହୋଇ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିବା ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଳ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦)ଙ୍କୁ ମଙ୍ଗଳବାର ପୂର୍ବାହ୍ନରେ କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସପିଟାଳକୁ ଅଧିକ…

ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୨୮ା୪ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ପୋଡ଼ିଯାଇ ଗୁରୁତର ଅସୁସ୍ଥ ଅଛନ୍ତି। ଏ ନେଇ ସୋମବାର ଧରିତ୍ରୀରେ ଝିଅର ଚିକିତ୍ସାରେ ଅର୍ଥ ବାଧକ ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା।…

ବରଗଡ଼ରେ ଫସିଛନ୍ତି ଛତିଶଗଡ଼ର ୨୪ଶ୍ରମିକ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଦହିଗାଁ ପଞ୍ଚାୟତର ବୁବୁଡ଼ାରେ ୨୪ଜଣ ଶ୍ରମିକ ଅସହାୟ ଅବସ୍ଥାରେ ଫସି ରହିଛନ୍ତି । ସେମାନେ ଛତିଶଗଡ଼ର ମୂଳ ବାସିନ୍ଦା ହୋଇଥିବାବେଳେ ଇଟା ଗଢ଼ିବାକୁ ଏଠାକୁ ଆସିଥିଲେ । ସେଠାରେ ଝାଟିମାଟି କୁଡ଼ିଆଟିଏ କରି…

ଚାଷୀଙ୍କୁ କ୍ଷତିପୂରଣ ଦାବିକଲା କଂଗ୍ରେସ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତଥା କରାମାଡ଼ ଯୋଗୁ ବ୍ୟାପକ ଫସଲକ୍ଷତି ହୋଇଛି। ଏଥିରେ ବରଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସୀମା, ମାଲିପାଲି, ଅଡ଼ଗାଁ, ସହରାପାଲି, ଖୁଣ୍ଟପାଲି, ତୁମଗାଁ, କନବାର, ଜୁଲଟ୍‌, ବାଗବାଡ଼ି ଆଦି ଅଞ୍ଚଳର ଧାନ…

ଝିଅର ଚିକିତ୍ସାରେ ଅର୍ଥ ବାଧକ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ମା’ ରୀତା ଓ ବାପା ସୁଶୀଳ ଖମାରୀଙ୍କ ୩ଝିଅ ମାନି, ରୁନି ଓ ବିନି । ଅର୍ଥାଭାବରୁ ମାଟ୍ରିକ ପାସ୍‌ ପରେ ବଡ଼ଝିଅ ମାନିର ପାଠପଢ଼ାରେ ପୂର୍ଣ୍ଣଚ୍ଛେଦ ପଡ଼ିଥିବାବେଳେ…

ଧରିତ୍ରୀରେ ପ୍ରକାଶିତ ଖବର ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌

ବରଗଡ଼ ଅଫିସ୍‌,୨୭।୪: ଆନ୍ଧ୍ରପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବରଗଡ଼, ବଲାଙ୍ଗୀର ଏବଂ ରାୟଗଡ଼ା ଜିଲାର ୪୭ଶ୍ରମିକ ଚାଲିଚାଲି ଘରକୁ ଫେରୁଛନ୍ତି । ଏ ନେଇ ସୋମବାର ଧରିତ୍ରୀରେ ଆନ୍ଧ୍ରରୁ ଗାଁ ମୁହାଁ ଶ୍ରମିକ ଶୀର୍ଷକରେ ଏକ ବିସ୍ତୃତ ରିପୋର୍ଟ ପ୍ରକାଶ ପାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?