ବରଗଡ଼

ଚିନିକଳ ନିରାପତ୍ତା କର୍ମଚାରୀଙ୍କୁ ମିଳିନି ୨୪ ମାସର ଦରମା, ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୨୨।୮- ବରଗଡ଼ ସହର ଉପକଣ୍ଠ ତୋରାସ୍ଥିତ ସମବାୟ ଚିନିକଳରେ କାର୍ଯ୍ୟରତ ନିରାପତ୍ତା କର୍ମଚାରୀଙ୍କୁ ୨୪ମାସର ଦରମା ମିଳି ନଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଗୁରୁବାର ନିରାପତ୍ତା କର୍ମଚାରୀମାନେ ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଥିଲେ। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କୁ…

ଆହାର କେନ୍ଦ୍ରରେ ଟିକେଟ କାଟି ମଧ୍ୟାହ୍ନଭୋଜନ କଲେ ମନ୍ତ୍ରୀ ସୁଶାନ୍ତ ସିଂହ

ବରଗଡ଼ ଅଫିସ,୨୨।୮- ବରଗଡ଼ ସହରସ୍ଥିତ ଆହାର କେନ୍ଦ୍ରରେ ଗୁରୁବାର ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ମଧ୍ୟାହ୍ନଭୋଜନ କରିବା ଏଠାରେ ଚର୍ଚ୍ଚାର ବିଷୟ ପାଲଟିଛି। ମନ୍ତ୍ରୀ ସିଂ ଦିନ ପ୍ରାୟ ଦେଢ଼ଟା ସମୟରେ ଆହାର କେନ୍ଦ୍ର ବୁଲି ଦେଖିଥିଲେ।…

କର୍କଟ ରୋଗ୍‌ରେ ପୀଡିତ ରୂପ: ଉଷୋକଷା ଲାଗି ପରହର ଖୁରିଗିନା ମାଜୁଛନ୍‌

ଜାମଟିକ୍ରା, ୨୨।୮ (ଡି.ଏନ.ଏ):  ବରଗଡ଼ ଜିଲା ଅତାବିରା ଏନ୍‌ଏସି ଓ୍ବାର୍ଡ ନମ୍ବର ୧ର ବାସିନ୍‌ଦା ରୂପ ବଗର୍ତ୍ତି(୬୪)। ବଛ୍‌ରେ ଉପରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ସେ ବୁର୍ଲାରେ ଚିକିଛା କରେଇ ଉଷୋକଷା ଖାଉଥିଲେ। ହେଲେ ଏହେଦେ ଟଁକା…

ପଶ୍ଚିମ ଓଡ଼ିଶାରେ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପଠାଇଲେ ଛାତ୍ରୀଛାତ୍ର

ବରଗଡ଼ ଅଫିସ,୨୧।୮: ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁମୁରିପାଣି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍କୁଲ କ୍ୟାବିନେଟ ପକ୍ଷରୁ ପଶ୍ଚିମ ଓଡ଼ିଶା ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ରାଶି ସଂଗ୍ରହ କରାଯାଇଛି। ସଂଗୃହୀତ ୧୦୫୧ ଟଙ୍କା ରାଶିକୁ ବୁଧବାର ମୁଖ୍ୟମନ୍ତ୍ରୀଙ୍କ…

ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା

ବରଗଡ଼ ଅଫିସ,୨୧।୮: ବରଗଡ଼ ସହର ଉପକଣ୍ଠ ବରଡୋଲ ଗ୍ରାମରେ ବୁଧବାର ଏକ ଘର ଛାତ ପକାଉ ଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ, ଅତାବିରା ଥାନା ଖରମୁଣ୍ଡା ପଞ୍ଚାୟତ ଲାମିପାଲି ଗ୍ରାମର ଚୂଡ଼ାମଣି…

ଜୟନ୍ତୀ ସମାରୋହରେ ସ୍ବଭାବ କବିଙ୍କୁ ଶ୍ରଦ୍ଧାଞ୍ଜଳି, ଏକକାଳୀନ ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ଗାଇଲେ ଗଙ୍ଗାଧରଙ୍କ ସଙ୍ଗୀତ

ବରଗଡ଼ ଅଫିସ, ୨୧।୮- ବରଗଡ଼ ଜିଲା ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ଜିଲାସ୍ତରୀୟ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସମାରୋହ ପାଳିତ ହୋଇଛି। ଏହି ଅବସରରେ ଜିଲାର ବିଭିନ୍ନ ସ୍କୁଲର ପ୍ରାୟ ଅଢେଇ ଲକ୍ଷ ଛାତ୍ରୀଛାତ୍ର ଏକକାଳୀନ ବିଭିନ୍ନ ପର୍ଯ୍ୟାୟରେ…

ସମସିଆ ଘେରରେ ଭୁତଟିକ୍ରା ଗାଁବାସୀ

ଜାମଟିକ୍ରା, ୨୧।୮ (ଡି.ଏନ୍‌.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗାଁଗଁଲିର ବିକାଶ ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଯୋଜନାକେ କାଯ୍‌କାରୀ କରୁଥିବାର ଅଧ୍‌କାରୀ, କରମ୍‌ଚାରୀ ଆର ଥାନୀୟ ନେତାକର ଉଦାସିନ୍‌ତା ଲାଗି ସରକାରକଁର ଇ ମହତ୍‌…

ଶବ ସତ୍‌କାର ଲାଗି ନାକ୍‌ଟେକଲେ ଜାତିଭାଇ: ସହଯୋଗ୍‌ର ହାତ୍‌ ବଢ଼ାଲେ ସାମାଜିକ କରମୀ

ବିଜେପୁର, ୨୧।୮ (ଡି.ଏନ୍‌.ଏ.): ମୁନୁଷ୍‌ ପୁର୍‌ଥିରୁ ଯାଇ ଚଁଦର୍‌ରେ ପୁହୁଁଚିଲାନ। ହେଲେ ଆଏଜ୍‌ ବି ଆମର ସମାଜରୁ ଅଁଧ୍‌ ବିଶୁଆସ, କୁସଂସ୍କାର ନାଇଁ ଯିବାର। ମୁନୁଷ୍‌ ମରିଗଲା ଉତାରୁ ବି ଶବ ସତ୍‌କାର କରବାକେ ଜାତି ଭାଇ ନାକ୍‌ ଟେକୁଛନ୍‌। ଏନ୍‌ତା…

ସରକାରୀ ପୋରଛାହନ୍‌ ଅଭାବ୍‌: ବୁଡ଼ବାର ଉପରେ ଲୋକ୍‌କଳା ସଂଚାର

  ଜାମଟିକ୍ରା, ୨୦।୮ (ଡି.ଏନ୍‌.ଏ.): ଭାରତୀୟ କଳା, ସଂସ୍କୃତି, ପରବ୍‌ ପରବାନୀ ବିଶ୍ୱରେ ଗୁଟେ ଅଲଗ୍‌ ପରିଚଏ ସୁରୁଷ୍‌ଟି କରିଛେ। ହେଲେ ଆଏଜ୍‌କାଲି ବିଦେଶୀ ସଂସ୍କୃତି ପରଭାବରେ ଆମର ଦେଶୀ କଳା, ସଂସ୍କୃତି ଖପି ଗଲାନ। ଆଘ ଗଁାଗଁଲିରୁ ସହର ତକ୍‌…

ନେଟ୍‌ ଜୋନ୍‌ରେ ଆର୍‌ପିଏଫ୍‌ ପକ୍ଷରୁ ଚଢ଼ାଉ, ନକଲି ରେଳ ଟିକେଟ ଜବତ

ଅତାବିରା,୧୯।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଗା-ଲହଣ୍ଡା ରାସ୍ତା ପାଶର୍‌ବରେ ଥିବା ଏକ ନେଟ୍‌ ଜୋନ ଉପରେ ସୋମବାର ପୂର୍ବାହ୍ନରେ ବରଗଡ଼ ଆର୍‌ପିଏଫ୍‌ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉରେ ଉକ୍ତ ନେଟ୍‌ ଜୋନ୍‌ରୁ ନକଲି ରେଳ ଟିକେଟ ଆଦି ଜବତ ହୋଇଛି।…

ବଲାଙ୍ଗୀର ବର୍ଷାବିପନ୍ନଙ୍କ ପାଇଁ ସହାୟତା ସଂଗ୍ରହ

ବରଗଡ଼ ଅଫିସ, ୧୯।୮: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଉକ୍ତ ଜିଲାର ବର୍ଷାବିପନ୍ନଙ୍କୁ ସହାୟତା କରିବା ପାଇଁ ବରଗଡ଼ ଜିଲା ଖଣ୍ଡହଥାର ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ଆଗେଇ ଆସିଛି । ଏହି…

ଟଁକା ଅଭାବ, ନାଁ ଲେଖାରୁ ବଁଚିତ୍‌ ଛାତ୍ର

ଜାମଟିକ୍ରା, ୧୯।୮ (ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଅଧୀନ ଜାମଟିକ୍ରା ଗାଁର ଝନେ ଗରିବ୍‌ ଛାତ୍ର ଟଁକା ଅଭାବୁ କଲେଜରେ ନାଁ ଲେଖାବାରୁ ବଁଚିତ୍‌ ହେଇଥିବାର ଜନାଯାଇଛେ। ଘଟନାଟା ଅଂଚଲରେ ଗୁଟେ ଚରଚାର ବିଷେ ହେଇଛେ। ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri