ବରଗଡ଼

ଲକ୍‌ଡାଉନ୍‌ ଅବଧି ଶେଷ ହେବାକୁ ୭ ଦିନ ବାକି: ବିଜେପୁରକୁ ଫେରିବେ ୧୪୭୦ଜଣ, କ୍ୱାରାଣ୍ଟାଇନ୍‌ କଡ଼ାକଡ଼ି କରିବାକୁ ଦାବି

ବିଜେପୁର, ୨୬।୪(ଡି.ଏନ୍‌.ଏ.): କରୋନା ପ୍ରତିହତ ପାଇଁ କରାଯାଇଥିବା ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଖୋଲିବାକୁ ଆଉ ମାତ୍ର ସାତଦିନ ବାକି ରହିଛି। ଏହା ଖୋଲିବା ମାତ୍ରକେ ରାଜ୍ୟ ବାହାରେ ରହୁଥିବା ଲୋକଙ୍କ ଘରବାହୁଡା ହେବାର ସମ୍ଭାବନା ରହିଛି। ତେଣୁ ରାପିଡ୍‌ ରେସ୍‌ପନ୍ସ ଟିମ…

ବିଜେପୁର ଅଞ୍ଚଳ ଚାଷୀଙ୍କ ଦାବି ରହିଲା: ଏଣିକି ପାଞ୍ଚ ଦିନ ବସିବ ପରିବା ମାର୍କେଟ୍‌

ବିଜେପୁର,୨୬।୪(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ବିଜେପୁର ଏନ୍‌ଏସିର ହାଇସ୍କୁଲ ପଡିଆରେ ଅସ୍ଥାୟୀ ଭାବେ ବସୁଥିବା ପରିବା ମାର୍କେଟକୁ ସପ୍ତାହକୁ ତିନିଦିନ ବସାଇବାକୁ ନିର୍ଦ୍ଦେଶ ଜାରି କରିଥିଲା। ଏଣୁ ସପ୍ତାହର ବୁଧବାର, ଶୁକ୍ରବାର, ରବିବାର ପରିବା…

ହୋମ କ୍ବାରାଣ୍ଟାଇନରେ ଥାନା ଅଧିକାରୀ

ବରଗଡ଼ ଅଫିସ୍‌,୨୫।୪- ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅଧିକାରୀ ସ୍ବପ୍ନାରାଣୀ ଗୋଚ୍ଛାୟତ ହୋମ କ୍ବାରାଣ୍ଟାଇନରେ ରହିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ଥାନା ଅଧିକାରୀ ଗୋଚ୍ଛାୟତ ଏକ ଚାରିଚକିଆ ଗାଡ଼ିରେ ଗତ ୧୬ତାରିଖ ବାଲେଶ୍ୱର ଜିଲାକୁ ଯାଇଥିଲେ।…

ମାରଣାସ୍ତ୍ର ଦେଖାଇ ଆତଙ୍କ, କାବୁ କଲେ ଏସ୍‌ଏଚ୍‌ଜି ମହିଳା

ବରଗଡ଼ ଅଫିସ୍‌,୨୫।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ଥାନାର ଲୁହାଖାନ ଗ୍ରାମରେ ଶନିବାର ପିସ୍ତଲ, ଛୁରୀ ଭଳି ମାରଣାସ୍ତ୍ର ଦେଖାଇ ଆତଙ୍କ ସୃଷ୍ଟି କରୁଥିବା ଅଭିଯୁକ୍ତମାନଙ୍କୁ ସ୍ଥାନୀୟ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି) ମହିଳାମାନେ କାବୁ କରିଛନ୍ତି। ପରେ ପୋଲିସ ଘଟଣାସ୍ଥଳରେ…

ବରଗଡ଼ ଇ-ନାମ୍‌ ମାର୍କେଟ୍‌ରେ ପରିବା କିଣାବିକା ଆରମ୍ଭ

ବରଗଡ଼ ଅଫିସ୍‌,୨୫।୪: ରାଷ୍ଟ୍ରୀୟ କୃଷି ବିପଣନ କାର୍ଯ୍ୟକ୍ରମ(ଇ-ନାମ୍‌)ରେ ଶନିବାର ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅନ୍ତର୍ଭୁକ୍ତ ହୋଇଛି। ଏହା ସହିତ ଦ୍ୱିତୀୟ ପର୍ଯ୍ୟାୟରେ କାର୍ଯ୍ୟକାରୀ ହୋଇଥିବା ଇ-ନାମ୍‌ ମାର୍କେଟ୍‌ ଜରିଆରେ ପନିପରିବା କିଣାବିକାରେ ପ୍ରଥମ କରି ସାମିଲ ହୋଇଛି। ଇ-ଟ୍ରେଡ଼ିଂ, ଇ-…

୬ ମାସ ହେଲା ଡାକ୍ତରଖାନାରେ ସାମୁଏଲ

ବରଗଡ଼ ଅଫିସ୍‌,୨୫।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ବେହେରାଡୁବୁରୀ ଗ୍ରାମର ମା’ ଉପାସୀ ଓ ବାପା ଜିତେସିଂ ସୁନାଙ୍କ ଏକମାତ୍ର ପୁଅ ସାମୁଏଲ । ଛତିଶଗଡ଼ ରାଜ୍ୟ ରାୟପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଶିକ୍ଷକ ଭାବେ କାର୍ଯ୍ୟରତ…

ବିଜେପୁର ଅଞ୍ଚଳରେ କୁଆପଥର ବୃଷ୍ଟି: ବ୍ୟାପକ ଧାନ ଫସଲ ନଷ୍ଟ, ପ୍ରଶାସନିକ ତଦନ୍ତ ଆରମ୍ଭ

ବିଜେପୁର, ୨୫।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନ ଓ ରାତିରେ କୁଆପଥର ବୃଷ୍ଟି ହୋଇଥିଲା। ବର୍ତ୍ତମାନ ରବି ଧାନ ଅମଳ ସମୟ ହୋଇଗଲାଣି। ତେଣୁ ଉକ୍ତ କୁଆପଥର ବୃଷ୍ଟି ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା…

ବେଣୁବାବା ମଠ ମହନ୍ତଙ୍କ ଦେହାନ୍ତ

ବରଗଡ଼ ଅଫିସ୍‌,୨୫।୪ ବରଗଡ଼ ଜୀରନଦୀ କୂଳ ଅମ୍ବାପାଲିରେ ରହିଥିବା ବେଣୁବାବା ମଠର ମହନ୍ତ ହରିଚରଣ ଦାସଙ୍କ ଶୁକ୍ରବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ହୋଇଥିଲା । ସେ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।…

ଦାଦନ ଦୁଃଖ: ମା’ଙ୍କ ଶେଷ ଦର୍ଶନ କରିପାରିଲେନି ଝିଅ

ବରଗଡ଼ ଅଫିସ୍‌,୨୪।୪: ଲକ୍‌ ଡାଉନ କଟକଣା ଲାଗୁ ହେବା ପରେ ଦାଦନ ଦୁଃଖ ବଢ଼ି ଯାଇଛି। ଜିଲା ତଥା ରାଜ୍ୟ ବାହାର ଶ୍ରମିକଙ୍କୁ ଦାଦନ ଖଟିବାକୁ ଯାଇଥିବା ଶ୍ରମିକମାନେ ଦୋ ଛକିରେ ପଡ଼ିଯାଇଛନ୍ତି। ସେମାନେ ନିଜ ଘରକୁ ଫେରିପାରୁ ନ ଥିବାବେଳେ…

ଅସୁରକ୍ଷିତ ଶ୍ରମିକଙ୍କୁ ସହାୟତା

ବରଗଡ଼ ଅଫିସ୍‌,୨୪।୪: ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କୁତ୍ରାମାଲ ଏବଂ ବରପାଲି ଗ୍ରାମର ୧୨ଜଣ ଦାଦନ ଶ୍ରମିକ ଇଟା ଗଢ଼ିବାକୁ ଯାଇ ପୁରୀ ଜିଲା ଗୋପ ବ୍ଲକର ଅଚ୍ୟୁତପୁର ଗ୍ରାମରେ ଅସୁରକ୍ଷିତ ଜାଗାରେ ରହୁୁଥିଲେ । ଲକ୍‌ ଡାଉନ୍‌ ଯୋଗୁ…

ଜନ୍ମଦିନରେ ଅସହାୟଙ୍କୁ ବାଣ୍ଟିଲେ ରାଶନ ସାମଗ୍ରୀ

ବରଗଡ଼ ଅଫିସ୍‌,୨୪।୪: ଅସହାୟଙ୍କୁ ସହାୟତା ପ୍ରଦାନରେ ସାମାଜିକ ଗଣମାଧ୍ୟମରେ ଜଣାଶୁଣା ବରଗଡ଼ ଜିଲା ପାଇକମାଲ ବ୍ଲକ ଟେମରୀ ଗ୍ରାମର ସାମାଜିକ କର୍ମୀ ଦୀପା ବାରିକ ଶୁକ୍ରବାର ନିଆରା ଢ଼ଙ୍ଗରେ ନିଜ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ସେ ନିଜ…

ବରଗଡ଼ରେ ପୁଣି କରାମାଡ଼

ବରଗଡ଼ ଅଫିସ୍‌,୨୪।୪: ବରଗଡ଼ ଜିଲାରେ କ୍ରମାଗତ କାଳବୈଶାଖୀର ତାଣ୍ଡବ ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି । ଗତ ଦୁଇଦିନ ଜିଲାର ବିଭିନ୍ନ ସ୍ଥାନରେ କୁଆପଥର ବୃଷ୍ଟି(କରାମାଡ଼), ବର୍ଷାରେ ଅଞ୍ଚଳର ବହୁ ପରିମାଣରେ ଧାନ ଫସଲ କ୍ଷତିଗ୍ରସ୍ତ ହୋଇଛି । ତେବେ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?