ଲଘୁଚାପ୍ ବରଷା ଦୂର କଲା ମର୍ଡି ଆଶଁକା:ଜୋର୍ଦାର ଚାଲିଛେ ରୁଆ ବିହିଡା
ବିଜେପୁର, ୧୭।୮ (ଡି.ଏନ୍.ଏ.): ଶରାବନ୍ ଯାଇ ଭୁଦୋ ଲାଗ୍ଲା। ଚଲତି ବଛର ବରଷା ପାଏନ୍ ଅଭାବୁ ବହୁତ ଜାଗାରେ ଚାଷ୍ବାସ ପଛେଇ ଯାଇଥିଲା। ହେଲେ ଶରାବନ୍ ଯାତେ ଯାତେ ରାଏଜ୍ ସାରା ବନେକରି ବରଷା ପାଏନ୍ ରୁକି ଦେଇ ଗଲା। ଇ…
ପୁଓର ଚିକିଛା ଲାଗି ବାପ୍ ବାରଦୁଆର ଘଟନା:ସାହାଯ୍ ଲାଗି କଥା ଦେଲେ ବିଧାୟିକା
ଅତାବିରା, ୧୭।୮ (ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଚାବିରିପାଲିର ମୂଲ ବାସିନ୍ଦା ରାମ ଜାଲକଁର ପୁଓ ଶଙ୍କର ଜାଲ(୮)। ଜନ୍ମୁ ଶଙ୍କରର ମଲଦୁଆର ନଁାଇଁନ। ଇଆଡ଼େ ରାମ ଝନେ ନିହାତି ଗରିବ୍ ହେଇଥିଲାବେଲେ ବାହାଜାଂଗଲ ମାଜି କୁଟୁମ୍ ପୁଷୁଛନ୍।…
ଏକାଧିକ ରେଳ ଦୁର୍ଘଟଣାକୁ ରୋକି ସ୍ବାଧୀନତା ଦିବସରେ ସମ୍ବର୍ଦ୍ଧିତ ହେଲେ
ବରଗଡ଼ ଅଫିସ୍,୧୫।୮: ହାତରେ ଧରିଥିବା ଲାଲ ଗାମୁଛା ଦେଖାଇ ଟ୍ରେନକୁ ଅଟକାଇ ସମ୍ଭାବ୍ୟ ୩ଟି ଟ୍ରେନ ଦୁର୍ଘଟଣାରୁ ବହୁଲୋକଙ୍କ ଧନଜୀବନ ରକ୍ଷା କରିଥିବା ବରଗଡ଼ ଜିଲା ବରପାଲି ଥାନା ବାରଗୁଡ଼ା ଗ୍ରାମର ଭାଗୀରଥି ପ୍ରଧାନଙ୍କୁ ଗୁରୁବାର ଜିଲାସ୍ତରୀୟ ସ୍ବାଧୀନତା ଦିବସରେ ସମ୍ବର୍ଦ୍ଧିତ…
ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ
ବରଗଡ଼ ଅଫିସ,୧୫।୮ : ବରଗଡ଼ ଜଜ୍ ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ ଏଠାରେ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ…
ସ୍ବାଧୀନତା ଦିବସ ପାଳିତ
ବରଗଡ ଅଫିସ,୧୫।୮: ବରଗଡ କେଶବ ନଗରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉକ୍ତ ସମାରୋହରେ ଶିକ୍ଷାବିତ୍ ରୁକ୍ମଣ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ପରିଚାଳନା…
ପୁଓର ଚିକିଛା ଲାଗି ବାପ୍ ବାରଦୁଆର: ସରକାରୀ ସାହାଯ୍ ଆଶ୍ରେ ପରିବାର
ଅତାବିରା, ୧୫।୮ (ଡି.ଏନ୍.ଏ.): କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ ଦୁଖିକର ଚିକିଛା ସୁବିଧା ଲାଗି ସ୍ବାସ୍ଥ୍ୟ ବୀମା ଯୋଜନା କାଯ୍କାରୀ କରୁଛନ୍। ହେଲେ ଶିକ୍ଷାଦୀକ୍ଷା ହେଉ କି ସରକାରୀ ପରଚାର ପରସାରର ଅଭାବ, ଆଏଜ୍ ବି ଅନେକ୍ ଗରିବ୍ ଦୁଖି…
ବରଗଡ଼ ଜିଲାପାଳଙ୍କଠାରୁ ମିଳିଲା ନିର୍ଭର ପ୍ରତିଶ୍ରୁତି, ଅନଶନ କରିବେନି ଜିଲା ପରିଷଦ ଅଧ୍ୟକ୍ଷା
ବରଗଡ଼ ଅଫିସ,୧୪।୮- ବରଗଡ଼ ଜିଲାରେ ଚୋରାମଦ କାରବାର ତଥା କୁଟିଆ ମଦ ଦୋକାନ ବନ୍ଦ ଦାବି ନେଇ ସ୍ଥାନୀୟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ ସ୍ବାଧୀନତା ଦିବସରେ ଅନଶନ କରିବାକୁ ଚେତାବନୀ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସେ ବରଗଡ଼ ଜିଲାପାଳ…
ଗ୍ରାମାଞ୍ଚଳରୁ ବିପର୍ଯ୍ୟୟ ପରିଚାଳନାକୁ ଗୁରୁତ୍ୱ
ବରଗଡ଼ ଅଫିସ,୧୪।୮: ବରଗଡ଼ ଜିଲାପାଳ ଅଫିସ କକ୍ଷରେ ବୁଧବାର ବିପର୍ଯ୍ୟୟ ପରିଚାଳନା ଉପରେ ଏକ କର୍ମଶାଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥାର ଅଧିକାରୀମାନେ ଯୋଗ ଦେଇ ଗ୍ରାମାଞ୍ଚଳରୁ ବିପର୍ଯ୍ୟୟ ପରିଚାଳନା ଏବଂ…
ଲଘୁଚାପ ବରଷାର ପରଭାବ:ଭାଂଗଲା ଅନେକ ଘର, ବିଦ୍ୟୁତ ସେବା ଠପ୍
ବିଜେପୁର, ୧୪।୮ (ଡି.ଏନ୍.ଏ.): ଲଘୁଚାପ ପରଭାବରେ ବରଗଡ଼ ଜିଲା ବିଜେପୁର ଅଂଚଲରେ ଗଲା ରଏବାର ବେଲବୁଡାନୁ ସୋମବାର ଦୁଇପହର ତକ୍ ବରଷା ଲାଗି ରହିଥିଲା। ବରଷାରେ ଅଂଚଲର ବହୁତ୍ ଲୁକ୍କର ଘରଦୁଆର ଭାଂଗି ଯାଇଥିବାର ଜନାଯାଇଛେ। ହେଲେ ଇଥ୍ରେ କେହି ଖଁଡ଼ିଆଡଁଡ଼ିଆ…
ବର୍ଷା ଯୋଗୁ ବରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ
ବରଗଡ଼ ଅଫିସ,୧୩।୮: ରାଜ୍ୟରେ ଗତ ୨ଦିନ ଧରି ବର୍ଷା ଲାଗିରହିଥିବା ବେଳେ ମଙ୍ଗଳବାର ସକାଳୁ ବରଗଡ଼ ଜିଲାରେ ବର୍ଷାର ପରିମାଣ ବଢ଼ିବାରେ ଲାଗିଛି। ଏ ନେଇ ବରଗଡ଼ ସହର ସମେତ ଜିଲାର ଅନ୍ୟ ଅଞ୍ଚଳ ମଧ୍ୟ ବର୍ଷାରେ ବେହାଲ ହୋଇପଡ଼ିଛି। ଏଭଳି…
ଗରାଖକଁର ପହେଲା ପସନ୍ ପ୍ରହଲ୍ଲାଦକଁର ଦହିବରା
ଜାମଟିକ୍ରା, ୧୩।୮ (ଡି.ଏନ୍.ଏ.): ସମାଜର ପରିବରତନ୍ ସଂଗେ ଲୁକ୍କର ଖାଏଦ୍ ରୁଚି ବି ବଦଲୁଛେ। ଆଏଜ୍କାଲି ଅନେକ ଜାଗାରେ ରାସ୍ତା ତରେ, ବଜାରରେ ନାନା ଜାତିର ଚଟପଟା ଖାଏଦ୍ ମିଲୁଛେ। ଲୋକ୍ ଠିଆଡ଼େ ଠିଆଡ଼େ ଖାଏବାର ମଜା ନେଉଛନ୍। ଏନ୍ତା…
ମୁକ୍ଲା ହେଇ ପଡ଼ିଛେ ଟ୍ରାନ୍ସଫର୍ମର
ଜାମଟିକ୍ରା, ୧୨।୮ (ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍ ଜାମଟିକ୍ରା ଗଁାର ମୁଖିଆ ଛକ୍ରେ ମୁକଲା ହେଇ ବିପଦ୍ ଅବସ୍ତାରେ ଗୁଟେ ଟ୍ରାନ୍ସଫର୍ମର ପଡ଼ି ରହିଛେ। ଇ ରାସ୍ତାରେ ସବୁବେଲେ ଜନସାଧାରନ ସମେତ ଛୋଟ ଛୋଟ ଛୁଆମାନେ ସ୍କୁଲ…
Archives


