ବରଗଡ଼

ସ୍କୁଟିରେ ନାବାଳକ ପୁଅକୁ ନେଇ ଗାଁକୁ ଆସୁଥିଲେ, ବାଟରେ ଘଟିଲା ବଡ଼ ଅଘଟଣ; ଚାଲିଗଲା ମା’ଙ୍କ ଜୀବନ

ସୋହେଲା ୩।୬( ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲେଖାପଥର ଛକଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ପିଙ୍କି ମହାପାତ୍ର (୪୫) ଙ୍କ ମୃତ୍ୟ ହୋଇଯାଇଛି। ପିଙ୍କିଙ୍କ ପୁଅ ୧୫ ବର୍ଷୀୟ ନାବାଳକ ପୁଅ ଏହି ଦୁର୍ଘଟଣାରେ ବର୍ତ୍ତିିଯାଇଛନ୍ତି…

ଥମୁନି ଧାନ ବିକ୍ରି ଟୋକନ ତାତି: ଚୋରି ଅଭିଯୋଗ ଆଣିଲେ ଚାଷୀ

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ ସପ୍ତାହ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଧାନ କିଣାବିକା ସମସ୍ୟା ଲାଗି ରହିଛି। ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଚାଷୀଙ୍କ ଟୋକନ ଚିନ୍ତା ବଢ଼ିଯାଇଛି। ଜିଲାର ଅନେକ ଚାଷୀଙ୍କ ଧାନବିକ୍ରି ଟୋକନକୁ ବ୍ଲକ୍‌…

ଅଞ୍ଚଳବାସୀଙ୍କ ବହୁଦିନ ପ୍ରତୀକ୍ଷା ହେବ ପୂରଣ: ଚଳିତ ଶିକ୍ଷାବର୍ଷରୁ କେନ୍ଦ୍ରୀୟ ବିଦ୍ୟାଳୟରେ ହେବ ପାଠପଢା

ପଦ୍ମପୁର, ୨।୬ (ପ୍ରଦୀପ୍ତ ଦାଶ): ପଦ୍ମପୁର ଅଞ୍ଚଳବାସୀଙ୍କ ବହୁଦିନ ପ୍ରତୀକ୍ଷା ଓ ଦାବି ପୂରଣ ହେବାକୁ ଯାଉଛି । ଚଳିତ ଶିକ୍ଷାବର୍ଷରୁ ହିଁ ପଦ୍ମପୁର ଠାରେ ପ୍ରସ୍ଥାବିତ କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷାଦାନ ପ୍ରକ୍ରିୟା ଆରମ୍ଭ ହେବାକୁ ନେଇ ପ୍ରଶାସନିକ ସ୍ତରରେ ତତ୍ପରତା…

ଆନ୍ଦୋଳନ ଚେତାବନୀ ଦେଲେ ଚାଷୀ: ଟୋକନ ସମସ୍ୟାର ସମାଧାନ ନ ହେଲେ…

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଅନ୍ୟବର୍ଷ ଅପେକ୍ଷା ଏଥର ଧାନବିକ୍ରି ଟୋକନରେ ହୋଇଥିବା ଅନିୟମିତତା ଚାଷୀଙ୍କୁ ଅଡୁଆରେ ପକାଇ ଦେଇଛି। ଅନେକ ଚାଷୀଙ୍କ ଧାନବିକ୍ରି ଟୋକନକୁ ବ୍ଲକ କରି ଦିଆଯାଇଛି। ସେହିପରି ଅଧିକାଂଶ ଚାଷୀଙ୍କ ଟୋକନରେ…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା ମଞ୍ଜୁର କରିଛନ୍ତି । ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ, ବରଗଡ଼ କାର୍ଯ୍ୟାଳୟର ପତ୍ର…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା ଯୋଗୁ ଅନେକ ଚାଷୀ ବିକ୍ରି ପାଇଁ ଅମଳ ଧାନକୁ ମଣ୍ଡି(ଧାନକ୍ରୟ କେନ୍ଦ୍ର)କୁ ନେଇ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା ବଜାର ପ୍ରାଙ୍ଗଣରେ ଆମରଣ ଅନଶନ ଆରମ୍ଭ ହୋଇଛି। ସୂଚନା ଅନୁଯାୟୀ, ଝାରବନ୍ଧ ବ୍ଲକ…

ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବକ, ମିଳିନି ପରିଚୟ

ବରଗଡ଼, ୧।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବରଗଡ଼–ସୋହେଲା ମୁଖ୍ୟ ରାସ୍ତାର ପଥର୍ଲା ଛକ ନିକଟରେ ସୋମବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ଜୀବନ ଯାଇଛି। ଏକ ଟ୍ରାକ୍ଟରରେ ବାଡେଇ ହେବାରୁ ଘଟଣାସ୍ଥଳେ ଜଣେ ବାଇକ୍…

ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି: ପୁରୁଣା ହଟିଲା, ନୂଆ ପ୍ରତି ନାହିଁ ନିଘା

ବରଗଡ଼,୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ସ୍ଥାନରେ ଉଚ୍ଛେଦ ଚାଲିଛି। ରବିବାର ବରଗଡ଼ ସରକାରୀ ବସଷ୍ଟାଣ୍ଡରେ ଏହି ପ୍ରକ୍ରିୟା ଚାଲିଥିଲା। ବସଷ୍ଟାଣ୍ଡ ପରିସରରେ ରହିଥିବା ପୁରୁଣା ଯାତ୍ରୀ ପ୍ରତୀକ୍ଷାଳୟର କିଛିଅଂଶକୁ ହଟାଇ ଦିଆଯାଇଛି।…

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା ନିମ୍ନମାନର କାର୍ଯ୍ୟ ହୋଇଥିବା ଯୋଗୁ ଝଡ଼ବତାସରେ ତୋରଣ ଭାଙ୍ଗି ଯାଇଥିବା ଅଭିଯୋଗ ହୋଇଛି।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ ତାଙ୍କ ଏହି ଗସ୍ତରେ ଛତୁଆ କେନ୍ଦ୍ର ବିରୋଧରେ ହୋଇଥିବା ଅଭିଯୋଗର ତଦନ୍ତ କରିବେ।…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ପର୍ରାପାଟ୍‌ ମନ୍ଦିର ନିକଟରେ ଗାଡ଼ି ଡ୍ରାଇଭରଙ୍କଠାରୁ ଲୁଟ୍‌ପାଟ୍‌ ହୋଇଥିଲା। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?