ବରଗଡ଼

କନବାର ଗାଁ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଗଲା

ବରଗଡ଼ ଅଫିସ୍‌,୧୮।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁକୁ ନେଇ ସବୁଆଡ଼େ ଭୟ ଘାରିଛି । ଏହାକୁ ପ୍ରତିହତ କରିବା ପାଇଁ ସଚେତନତା, ସତର୍କତା ହିଁ ଏକମାତ୍ର ମାଧ୍ୟମ ପାଲଟିଛି । ଏହି କ୍ରମରେ ବରଗଡ଼ର ଲକ୍ଷ୍ମୀ ଏସଏଚଜି ଗ୍ରୁପ ପକ୍ଷରୁ କନବାର ଗ୍ରାମରେ…

ବରଗଡ଼ସ୍ଥିତ କୋଭିଡ-୧୯ ହସ୍ପିଟାଲ ପରିଦର୍ଶନ କଲେ ୫ଟି ସଚିବ

ବରଗଡ଼ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କୋଭିଡ-୧୯ ହସପିଟାଲ ସ୍ଥାପନ କରାଯାଇଛି। ଏହି କ୍ରମରେ ବରଗଡ଼ ସହର ଉପକଣ୍ଠ ଖେଦାପାଲି (ଟୁକୁର୍ଲା)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଏକ କୋଭିଡ-୧୯ ହସ୍ପିଟାଲ ସ୍ଥାପିତ ହୋଇଛି। ଏହା…

ମାସ୍କ ବାଣ୍ଟିଲା ଜାବ

ବରଗଡ଼ ଅଫିସ,୧୮।୪: କରୋନା (କୋଭିଡ-୧୯) ଭୂତାଣୁ ପ୍ରତିହତ କରିବା ପାଇଁ ମୁହଁରେ ମାସ୍କ, ରୁମାଲ କିମ୍ବା ଗାମୁଛା ବାନ୍ଧିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏପରିକି ଘରୁ ବାହାରି ସମୟରେ ମାସ୍କ ପିନ୍ଧି ନ ଥିଲେ ଜରିିମାନା ମଧ୍ୟ…

ତୁଟିନି ଅନ୍ଧବିଶ୍ୱାସ: ଶବଦାହ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌,୧୭।୪-ଅନ୍ଧବିଶ୍ୱାସ, ସାମାଜିକ କୁସଂସ୍କାର ଏବେ ମଧ୍ୟ ଦୂରୀଭୁତ ହୋଇ ପାରିନାହିଁ। ପରିବାରର ଜଣେ କୁଷ୍ଠ ରୋଗାକ୍ରାନ୍ତ ବୋଲି ବରଗଡ଼ ସହର ଉପକଣ୍ଠ ବରଡ଼ୋଲ ଗ୍ରାମର ଜଣେ ମହିଳାଙ୍କ ଶବଦାହ ପାଇଁ ସମ୍ପର୍କୀୟ କିମ୍ବା ସାହି ପଡ଼ିଶା ଲୋକ ବାହାରିଲେ ନାହିଁ।…

ସହଯୋଗର ହାତ ବଢ଼ାଇଲେ ଶିଳ୍ପପତି: ଖବରକାଗଜ ବିତରକଙ୍କୁ ମିଳିଲା ଚାଉଳ

ବରଗଡ଼ ଅଫିସ୍‌,୧୭।୪: ଲକ୍‌ଡାଉନ କଟକଣା ଯୋଗୁ ଖବରକାଗଜ ବିତରକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ଫଳରେ ସେମାନଙ୍କୁ କିଛି ସହାୟତା ପ୍ରଦାନ ଦାବିରେ କିଛିଦିନ ତଳେ ବରଗଡ଼ ଜିଲା ଖବରକାଗଜ ବିତରକମାନେ ଜିଲା ପ୍ରଶାସନ ନିକଟରେ ଫେରାଦ ହୋଇଥିଲେ। ମାତ୍ର ବର୍ତ୍ତମାନ ପର୍ଯ୍ୟନ୍ତ…

ଛାତ୍ରୀଛାତ୍ରଙ୍କ ପାଖରେ ପାଠ୍ୟ ପୁସ୍ତକ ପହଞ୍ଚାଇଲେ ଶିକ୍ଷୟିତ୍ରୀ

ଭଟଲି,୧୭।୪(ଡି.ଏନ.ଏ): ଲକ୍‌ଡାଉନ୍‌ କଟକଣା ଯୋଗୁ ଛାତ୍ରୀଛାତ୍ରଙ୍କ ପାଖରେ ସେମାନଙ୍କ ପାଠ୍ୟ ପୁସ୍ତକ ପଠାଇବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି । ଏହି କ୍ରମରେ ଶୁକ୍ରବାର ବରଗଡ଼ ଜିଲା ଭଟଲିର ଶାନ୍ତି ସରକାରୀ ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପାର୍ବତୀ…

ବନାରସରୁ ଫେରିଲେ ୪୩ ତୀର୍ଥଯାତ୍ରୀ: ରହିଲେ କ୍ବାରାଣ୍ଟାଇନରେ

ସରଣ୍ଡା,୧୭।୪(ଡି.ଏନ.ଏ): ଲକ୍‌ଡାଉନ୍‌ କଟକଣା ଯୋଗୁ ବରଗଡ଼, ସମ୍ବଲପୁର ଓ ଢେଙ୍କାନାଳ ଅଞ୍ଚଳର ୪୩ ତୀର୍ଥଯାତ୍ରୀ ବନାରସରେ ଫସି ରହିଥିଲେ। ତେବେ ଗୁରୁବାର ରାତିରେ ସେମାନେ ଏକ ବସ୍‌ ଯୋଗେ ଅତାବିରାରେ ପହଞ୍ଚିଥିଲେ। ପ୍ରଶାସନ ପକ୍ଷରୁ ସେମାନଙ୍କୁ ଅତାବିରାସ୍ଥିତ ଆନନ୍ଦ ମଣ୍ଡପରେ କ୍ବାରାଣ୍ଟାଇନରେ…

ବନାରସରୁ ଫେରି କ୍ବାରାଣ୍ଟାଇନରେ ରହିଲେ ୪୩ ତୀର୍ଥଯାତ୍ରୀ

ସରଣ୍ଡା,୧୭।୪(ଡି.ଏନ.ଏ): ଲକ୍‌ ଡାଉନ୍‌ କଟକଣା ଯୋଗୁ ବନାରସରେ ବରଗଡ଼, ସମ୍ବଲପୁର, ଢ଼େଙ୍କାନାଳ ଅଞ୍ଚଳର ସମୁଦାୟ ୪୩ଜଣ ତୀର୍ଥଯାତ୍ରୀ ଫସି ରହିଥିଲେ । ତେବେ ଗୁରୁବାର ରାତ୍ରିରେ ସେମାନେ ଏକ ବସ୍‌ ଯୋଗେ ଅତାବିରା ପହଞ୍ଚିଥିଲେ । ସେମାନେ ଏଠାକୁ ପହଞ୍ଚିବା ପରେ…

ପାରିଶ୍ରମିକ କାଟ୍‌ କଲା କାରଖାନା, ଜିଲାପାଳଙ୍କୁ ଫେରାଦ ହେଲା ଠିକା ଶ୍ରମିକ ସଂଘ

ବରଗଡ଼ ଅଫିସ୍‌,୧୭।୪: ଏସିସି ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା କର୍ତ୍ତୃପକ୍ଷ ଏଠାରେ କାର୍ଯ୍ୟରତ ଠିକା ଶ୍ରମିକଙ୍କ ମଜୁରୀ ତଥା ପାରିଶ୍ରମିକ କାଟ୍‌ କରିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ନେଇ ଶୁକ୍ରବାର ବରଗଡ଼ ସିମେଣ୍ଟ ଠିକା ଶ୍ରମିକ ସଂଘ ଜିଲାପାଳଙ୍କୁ…

ଧରିତ୍ରୀ ଖବରକୁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ, ଖବରକାଗଜ ବିତରକଙ୍କ ପାଇଁ ପ୍ୟାକେଜ ଦାବି କଲେ

ବରଗଡ଼ ଅଫିସ୍‌,୧୭।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ କଟକଣା ଲାଗୁ କରାଯାଇଛି । ଏଭଳି ସ୍ଥିତିରେ ଖବରକାଗଜ ବିତରକଙ୍କ ରୋଜଗାର ଠପ୍‌ ପଡ଼ି ଯାଇଛି । ଖବରକାଗଜ ବିତରଣ ଭଳି ଜୀବିକା ହରାଇ…

ଛାତ୍ରୀଛାତ୍ରଙ୍କ ପାଖକୁ ପୁସ୍ତକ ପହଞ୍ଚାଇଲେ ଶିକ୍ଷୟିତ୍ରୀ

ଭଟଲି,୧୭।୪(ଡି.ଏନ.ଏ): ଲକ୍‌ ଡାଉନ୍‌ କଟକଣା ଯୋଗୁ ଛାତ୍ରୀଛାତ୍ରଙ୍କ ପାଖକୁ ସେମାନଙ୍କ ପାଠ୍ୟ ପୁସ୍ତକ ପଠାଇବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି । ଏହି କ୍ରମରେ ଶୁକ୍ରବାର ବରଗଡ଼ ଜିଲା ଭଟଲିର ଶାନ୍ତି ସରକାରୀ ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ…

ସହଯୋଗର ହାତ ବଢ଼ାଇଲେ ଶିଳ୍ପପତି, ଖବରକାଗଜ ବିତରକଙ୍କୁ ମିଳିଲା ଚାଉଳ

ବରଗଡ଼ ଅଫିସ୍‌,୧୭।୪-ଲକ୍‌ ଡାଉନ କଟକଣା ଯୋଗୁ ଖବରକାଗଜ ବିତରକଙ୍କ ରୋଜଗାର ବନ୍ଦ ହୋଇଯାଇଛି । ଫଳରେ ସେମାନଙ୍କୁ କିଛି ସହାୟତା ପ୍ରଦାନ ଦାବିରେ କିଛିଦିନ ତଳେ ଖବରକାଗଜ ବିତରକମାନେ ଜିଲା ପ୍ରଶାସନକୁ ଫେରାଦ ହୋଇଥିଲେ । ମାତ୍ର ଏ ପର୍ଯ୍ୟନ୍ତ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?