ବରଗଡ଼

ଭିଡ଼ିଓ କନଫେରେନ୍ସିଂରେ ଅଧିକାରୀଙ୍କୁ ପରାମର୍ଶ ଦେଲେ ଜିଲାପାଳ

ବରଗଡ଼ ଅଫିସ୍‌,୧୭।୪-ଲକ୍‌ ଡାଉନ୍‌ର ଦ୍ୱିତୀୟ ପର୍ଯ୍ୟାୟର କାର୍ଯ୍ୟକାରୀତା ଓ ନିୟମାବଳୀ ଉପରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଶୁକ୍ରବାର ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ଜିଲାର ସମସ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ (ବିଡ଼ିଓ), ତହସିଲଦାର, ସମନ୍ବିତ ଶିଶୁ…

ବାଟୋଇଙ୍କୁ ଆଇସୋଲେଶନରେ ରଖିଲା ପ୍ରଶାସନ

ବିଜେପୁର,୧୬।୪(ଡି.ଏନ.ଏ.)-କରୋନା ପାଇଁ ଲକ୍‌ ଡାଉନ ଜାରି ରହିଛି । ପୋଲିସ ପ୍ରଶାସନର କଟକଣା ଯୋଗୁଁ ପୂର୍ବାହ୍ନ ୧୦ଟା ପରେ ଦୋକାନ ବଜାର ସମେତ ରାସ୍ତା ଶୂନଶାନ ହୋଇଯାଉଛି । ଭୋକିଲା ପେଟକୁ ଦାନା ମୁଠାଏ ଯୋଗାଡ କରିବାକୁ ନିରାଶ୍ରିତ ଲୋକ ଏବେ…

ମାସ୍କ ବାଣ୍ଟିଲେ ହଲଧର ନାଗ

ବରଗଡ଼ ଅଫିସ୍‌,୧୬।୪- କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଲକ୍ଷ୍ୟରେ ମୁହଁରେ ମାସ୍କ, ଗାମୁଛା କିମ୍ବା ରୁମାଲ ବାନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏହି କ୍ରମରେ ଗୁରୁବାର ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସ୍‌ ବଜାରରେ ପଦ୍ମଶ୍ରୀ ହଲଧର ନାଗ…

ନିରାଶ୍ରୟ ପଥିକଙ୍କୁ ଉଦ୍ଧାର କଲା ପ୍ରଶାସନ

ବିଜେପୁର,୧୬ା୪(ଡି.ଏନ୍‌.ଏ.) : କରୋନା ପାଇଁ ଚାରିଆଡ଼େ ଲକ୍‌ଡାଉନ୍‌ ଜାରି କରାଯାଇଛି। ପୋଲିସ ପ୍ରଶାସନର କଟକଣା ଯୋଗୁ ସକାଳ ୧୦ଟା ପରେ ଦୋକାନ ବଜାର ସମେତ ରାସ୍ତାଘାଟ ଶୂନଶାନ ହୋଇପଡୁଛି। ଏହି ସମୟରେ ଭୋକିଲା ପେଟକୁ ଦାନା ମୁଠାଏ ଯୋଗାଡ଼ କରିବା ନିରାଶ୍ରୟଙ୍କ…

ବ୍ୟଙ୍ଗ ଚିତ୍ରରେ କରୋନା ମୁକ୍ତି ଚିନ୍ତା

ବିଜେପୁର,୧୫।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଭିଙ୍କ ମୁହଁରୁ ହସ ଛଡାଇ ନେଇଛି। ବର୍ତ୍ତମାନ ସୁଦ୍ଧା ଏହାର ଫଳପ୍ରଦ ଔଷଧ ବାହାରି ନାହିଁ। ଏଣୁ ବ୍ୟକ୍ତିଗତ ସଚେତନତା ହିଁ ଏହାକୁ ପ୍ରତିରୋଧ କରିପାରିବ। ଅପରପକ୍ଷେ ସଂକ୍ରମଣ ଆଶଙ୍କାକୁ ଦେଖି ସରକାର ଲକ୍‌ଡାଉନ କଟକଣା ଅବଧିକୁ…

ବିଜେପୁରରେ ୨୬୮ଜଣ କ୍ବାରାଣ୍ଟାଇନରେ: ୧୨ ସାମ୍ପୁଲ ନେଗେଟିଭ

ବିଜେପୁର, ୧୫।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ନେଇ ଲୋକଙ୍କ ମନରେ ଭୟ ଯେତିକି ସଚେତନତା ମଧ୍ୟ ସେତିକି। ଅଳ୍ପ କିଛି ଅମାନିଆଙ୍କୁ ଛାଡିନେଲେ ସମସ୍ତେ ପ୍ରଶାସନକୁ ସହଯୋଗ କରୁଥିବା ପରିଲକ୍ଷିତ ହେଉଛି। ବାହାରୁ ଆସିଥିବା ଲୋକ ନିଜ ଘରେ ଏକାକୀ ଜୀବନ ଅତିବାହିତ…

ସାମାଜିକ ଦୂରତ୍ୱକୁ ଫୁ : ବ୍ୟାଙ୍କ ସମ୍ମୁଖରେ ଅସମ୍ଭାଳ ଭିଡ଼

ବିଜେପୁର, ୧୫।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱକୁ ସରକାର ବେଶ୍‌ ପ୍ରଧାନ୍ୟ ଦେଉଛନ୍ତି। ଲୋକଙ୍କୁ ବିଭିନ୍ନ ମାଧ୍ୟମରେ ସଚେତନ କରୁଛନ୍ତି। ମାତ୍ର ଲୋକଙ୍କ ମାନସିକତାରେ ପରିବର୍ତ୍ତନ ହେଉ ନ ଥିବାରୁ ବିଭିନ୍ନ ସ୍ଥାନରେ ଗହଳି ପରିଲକ୍ଷିତ ହେଉଛି। ବରଗଡ଼…

ସାମାଜିକ ଦୂରତ୍ୱ ରକ୍ଷା କରୁନାହାନ୍ତି ଲୋକେ: ବ୍ୟାଙ୍କ ସମ୍ମୁଖରେ ଭିଡ଼

ବରଗଡ଼ ଅଫିସ,୧୫ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସରକାର ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଲକ୍‌ଡାଉନ୍‌ କଟକଣା ଲାଗୁ କରାଯାଇଛି। ମାତ୍ର ବାରମ୍ବାର ସଚେତନ କରିବା ସତ୍ତ୍ବେ ଲୋକେ ସେଥିପ୍ରତି ସଚେତନ ନ ଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ…

ଲକ୍‌ଡାଉନ କଟକଣା: ଫିକା ପଡ଼ିଲା ହନୁମାନ ଜୟନ୍ତୀ, ଓଡ଼ିଆ ନବବର୍ଷ

ବିଜେପୁର, ୧୩।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯) ବଶ୍ବବାସୀଙ୍କର ଆଖିରୁ ନିଦ ହଜାଇ ଦେଇଛି। ଏହା ଜନଜୀବନର ଜୀବିକା ସହ ସଂସ୍କୃତି, ପରମ୍ପରାକୁ ମଧ୍ୟ ବେଶ୍‌ ପ୍ରଭାବିତ କରିଛି। ପବିତ୍ର ପଣାସଂକ୍ରାନ୍ତିରେ ହନୁମାନ ଜୟନ୍ତୀ ଓ ଓଡିଆ ନବବର୍ଷ ପାଳିତ ହୋଇଥାଏ। ମାତ୍ର ଚଳିତ…

କରୋନା ପ୍ରଭାବ: କିଆରୀରେ ସଢୁଛି କାକୁଡ଼ି, ଚିନ୍ତାରେ ଚାଷୀ

ବରଗଡ଼ ଅଫିସ,୧୩।୪: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ତେବେ ଏହି କଟକଣାରେ ଚାଷୀକୁଳ ଅଧିକ ପ୍ରଭାବିତ ହୋଇଛନ୍ତି। ବଜାର ବ୍ୟବସ୍ଥା ସୁଗମ ହୋଇ ପାରି ନ ଥିବା ଯୋଗୁ ଚାଷୀଙ୍କ ପରିବା କିଆରୀରେ…

ଶହୀଦ ପ୍ରକାଶଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କଲେ ପୋଲିସ ଅଧିକାରୀ

ବରଗଡ଼ ଅଫିସ,୧୨ା୪: ଚନ୍ଦକା ଏସ୍‌ଓଜି କ୍ୟାମ୍ପ୍‌ରେ ପ୍ରଶିକ୍ଷଣ ଦେଉଥିବାବେଳେ ଗତ ୭ ତାରିଖରେ ଶହୀଦ ହୋଇଥିବା ପ୍ରକାଶ ସାହୁଙ୍କ ପରିବାରବର୍ଗଙ୍କୁ ନବନିଯୁକ୍ତ ଡିଏସ୍‌ପିମାନେ ୧ଲକ୍ଷ ୫୫ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିଛନ୍ତି। ପ୍ରାୟ ୪୮ଜଣ ନବନିଯୁକ୍ତ ଡିଏସ୍‌ପି ନିଜ ମଧ୍ୟରେ…

ନିୟମ ଉଲ୍ଲଂଘନକାରୀ ଗାଡ଼ି ଚାଳକଙ୍କୁ ଧରପଗଡ଼: ୬୫ ନାମ ପଞ୍ଜୀକରଣ କଲା ବିଜେପୁର ପୋଲିସ

ବିଜେପୁର,୧୨।୪(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିରୋଧ କରିବାକୁ ସାରା ରାଜ୍ୟରେ ଲକ ଡାଉନ ଅବ୍ୟାହତ ରହିଛି। ଏହି ସମୟରେ ବାଇକ୍‌ ବ୍ୟବହାର କରିବାକୁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି। ହେଲେ କିଛି ଅମାନିଆ ବାଇକ ଚାଳକ ସବୁ ନିୟମକୁ ଫୁ କରି ବେଧଡକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?