ବରଗଡ଼

ନିୟମ ଉଲ୍ଲଂଘନକାରୀ ଗାଡ଼ି ଚାଳକଙ୍କୁ ଧରପଗଡ଼: ୬୫ ନାମ ପଞ୍ଜୀକରଣ କଲା ବିଜେପୁର ପୋଲିସ

ବିଜେପୁର,୧୨।୪(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିରୋଧ କରିବାକୁ ସାରା ରାଜ୍ୟରେ ଲକ ଡାଉନ ଅବ୍ୟାହତ ରହିଛି। ଏହି ସମୟରେ ବାଇକ୍‌ ବ୍ୟବହାର କରିବାକୁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି। ହେଲେ କିଛି ଅମାନିଆ ବାଇକ ଚାଳକ ସବୁ ନିୟମକୁ ଫୁ କରି ବେଧଡକ…

ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୯ ଅମାନିଆ, ୮ ଫେରାର

ବିଜେପୁର,୧୨।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣରୁ ଦୂରେଇ ରହିବାକୁ ମାସ୍କ ପିନ୍ଧିବା ପାଇଁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହେଲେ ବହୁ ଅମାନିଆ ଏହାକୁ ଖାମଖିଆଲୀ ଭାବେ ନେଇ ମାସ୍କ ପିନ୍ଧୁ ନାହାନ୍ତି। ଫଳରେ ବରଗଡ଼ ଜିଲା ବିଜେପୁର ଏନ୍‌ଏସି ପକ୍ଷରୁ ଅଚାନକ ଚଢାଉ…

ଇନ୍ଦୋରରେ ଫସିଛନ୍ତି ୧୫ ଓଡ଼ିଆ ଶ୍ରମିକ, ଭିଡିଓ ଯୋଗେ ରନ୍ଧାଖାଦ୍ୟ ଯୋଗାଇବାକୁ କଲେ ନିବେଦନ

ବରଗଡ଼ ଅଫିସ,୧୨ା୪ : ଲକ୍‌ଡାଉନ୍‌ ଯୋଗୁ ଇନ୍ଦୋର(ଅହମଦାବାଦ)ରେ ୧୫ ଜଣ ଓଡ଼ିଆ ଶ୍ରମିକ ଫସି ରହିଥିବା ସୂଚନା ମିଳିଛି । ସେଠାରେ ଫସି ରହିଥିବା ଶ୍ରମିକମାନେ ହେଲେ, ରଘୁ ବାଗ, ଗଣେଶ ପ୍ରଧାନ, ସୁଶାନ୍ତ କୁମାର ସାମଲ, କିଶନ ଶର୍ମା, ବଲରାମ…

‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌: କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବରଗଡ଼ ପୌରପରିଷଦ

ବରଗଡ଼ ଅଫିସ,୧୨ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଲକ୍‌ଡାଉନ୍‌ କଟକଣା ମଧ୍ୟ ଲାଗୁ କରାଯାଇଛି। ମାତ୍ର ମାଛ, ମାଂସ, ପରିବା ବଜାରଠାରୁ ଆରମ୍ଭ କରି ରାଶନ ବଣ୍ଟନ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ…

ମାଗଣାରେ ମାସ୍କ ବଣ୍ଟନ, ସାମାଜିକ ଦୂରତା ରକ୍ଷା ପାଇଁ କଲେ ସଚେତନ

ଭଟଲି,୧୨ା୪(ଡି.ଏନ୍‌.ଏ.) : ଦିନକୁଦିନ କରୋନା ଭୟାବହତା ରାଜ୍ୟରେ ବଢ଼ିଚାଲିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଗତ ୯ତାରିଖରୁ ସମସ୍ତଙ୍କ ପାଇଁ ମାସ୍କ ପିନ୍ଧିବା ପାଇଁ ବାଧ୍ୟ କରିଛନ୍ତି। ଅନ୍ୟପଟେ ଗ୍ରାମାଞ୍ଚଳରେ ମାସ୍କ ମିଳୁନାହିଁ। ସେଥିପାଇଁ କେତେକ ସଂଗଠନ ପକ୍ଷରୁ ରବିବାର…

କୋଭିଡ୍‌-୧୯ ସଙ୍ଗରୋଧ ସ୍ଥଳ ବୁଲି ରନ୍ଧାଖାଦ୍ୟର ମାନ ପରଖିଲେ ଜିଲାପାଳ

ଭଟ୍‌ଲି,୧୧।୪(ଡି.ଏନ୍‌.ଏ.): ବର୍ତ୍ତମାନ ଅଧିକାଂଶ ସ୍ଥାନରେ କୋଭିଡ୍‌-୧୯ ପାଇଁ ଅସହାୟମାନଙ୍କୁ ସରକାରଙ୍କ ପକ୍ଷରୁ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଉଥିବା ବେଳେ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏହି ବ୍ୟବସ୍ଥାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରୁଛନ୍ତି। ତେବେ ଶନିବାର ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପଧାନ…

ଶିକ୍ଷକଙ୍କ ନିଆରା ପ୍ରୟାସ: ଚିତ୍ରକଳାରେ ଦେଲେ କରୋନା ସଚେତନତା ବାର୍ତ୍ତା

ବରଗଡ଼ ଅଫିସ୍‌,୧୧।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଛି । ଏହାକୁ ଦମନ କରିବା ପାଇଁ ଠୋସ୍‌ ଔଷଧ ଏପର୍ଯ୍ୟନ୍ତ ବାହାରି ପାରି ନ ଥିବାବେଳେ ସଚେତନତା, ସତର୍କତା ହିଁ ଏକମାତ୍ର ମାଧ୍ୟମ ହୋଇଛି। ଏଥିପାଇଁ ଦେଶବ୍ୟାପୀ…

କରୋନା ସହାୟତା: ନିର୍ମାଣ ଶ୍ରମିକ ପାଇଲେ ୧୫୦୦ଟଙ୍କା

ବିଜେପିର, ୧୧।୪(ଡି.ଏନ୍‌.ଏ.): କରୋନା କଟକଣା ପାଇଁ ଲକ୍‌ଡାଉନ ଜାରି ରହିଛି। ତେଣୁ ନିର୍ମାଣ ଶ୍ରମିକମାନେ ହାତ ବାନ୍ଧି ଘରେ ବସି ରହିବାକୁ ବାଧ୍ୟ ହେଉଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସେମାନଙ୍କୁ ସହାୟତା ରାଶି ପ୍ରଦାନ କରାଯାଉଛି। ଏହିକ୍ରମରେ ବରଗଡ଼ ଜିଲା…

ସାଧାରଣରେ ପରିଣତ ହେଲାଣି କରୋନା କଟକଣା ଉଲ୍ଲଂଘନ: ରାଶନ ବଣ୍ଟନ ସମୟରେ ରହୁନି ସାମାଜିକ ଦୂରତ୍ୱ, ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ବରଗଡ଼ ଅଫିସ୍‌,୧୦।୪: କରୋନା(କୋଭିଡ୍‌-୧୯) ଭୂତାଣୁକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ଉପରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି। ମାତ୍ର ବିଭିନ୍ନ ସ୍ଥାନରେ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଦେଖିବାକୁ ମିଳିଛି । ପରିବା ବଜାର, ତେଜରାତି, ମାଛ, ମାଂସ ଦୋକାନରେ ଏହା…

ଅସହାୟଙ୍କୁ ମୁହଁରେ ହସ ଫୁଟାଉଛନ୍ତି ପୁରାତନ ଛାତ୍ର

ବରଗଡ଼ ଅଫିସ୍‌,୧୦।୪: ଲକ୍‌ ଡାଉନ୍‌ ପରେ ଅନେକ ଗରୀବ ପରିବାର ଅସହାୟ ହୋଇ ପଡ଼ିଛନ୍ତି । ସେମାନଙ୍କ ମଧ୍ୟରୁ ଅନେକଙ୍କୁ ଭୋକିଲା କିମ୍ବା ଅର୍ଦ୍ଧାହାରରେ ରହିବାକୁ ପଡ଼ୁଛି । ଏଭଳି ସ୍ଥିତିରେ ବରଗଡ଼ ଜର୍ଜ ହାଇସ୍କୁଲ ୧୯୯୧ ମାଟ୍ରିକ ବ୍ୟାଚ୍‌ର ଛାତ୍ରମାନେ…

କରୋନା ମୁକାବିଲା ନିମନ୍ତେ ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ମାସର ପେନ୍‌ସନ ଦେଲେ ବରଗଡ଼ ପୂର୍ବତନ ବିଧାୟକ

ବରଗଡ଼ ଅଫିସ୍‌,୧୦।୪: କରୋନା ମୁକାବିଲାରେ ବିନିଯୋଗ ପାଇଁ ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ତାଙ୍କ ମାସକର ପେନସନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି । ସେ ଏ ନେଇ ୩୦ହଜାର ଟଙ୍କାର ଏକ ଚେକ୍‌ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ…

ବରଗଡ଼ର ୧,୫୨୩ ଜଣ କଳାକାରଙ୍କୁ ମିଳିଲା ଅଗ୍ରୀମ ଭତ୍ତା: ଜିଲା ସଂସ୍କୃତି ଅଧିକାରୀ

ବରଗଡ଼ ଅଫିସ୍‌,୧୦।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ୍ରମେ ବରଗଡ଼ ଜିଲାର ମୋଟ୍‌ ୧,୫୨୩ ଜଣ କଳାକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?