ବରଗଡ଼ ଆସୁଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ)- ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ବୁଧବାର ବରଗଡ଼ ଗସ୍ତରେ ଆସୁଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟା ୪୫ମିନିଟରେ ସେ ଛତିଶଗଡ଼ ରାଜ୍ୟ ରାୟପୁର ପୋଲିସ୍ ଗ୍ରାଉଣ୍ଡସ୍ଥିତ ହେଲିପ୍ୟାଡରୁ ହେଲିକ୍ୟାପ୍ଟର ଯୋଗେ ବରଗଡ଼ ଅଭିମୁଖେ ବାହାରିବେ।…
‘ଗନ୍ଧମାର୍ଦ୍ଧନ ପାହାଡ଼ରେ ହେବ ରୋପ୍ ୱେ ନିର୍ମାଣ’
ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ)- ଲୋକସେବା ଭବନରେ ବରଗଡ଼ର ଲୋକ ସଭା ଏମ୍ପି ପ୍ରଦୀପ ପୁରୋହିତ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ୍ କରି ଗନ୍ଧମାର୍ଦ୍ଧନ ପର୍ଯ୍ୟଟନସ୍ଥଳୀର ବିକାଶ ଉପରେ ଆଲୋଚନା କରିଥିଲେ। ଆଲୋଚନାରେ ଗନ୍ଧମାର୍ଦ୍ଧନ ପାହାଡ଼ରେ ରୋପ୍ ୱେ ନିର୍ମାଣ ପ୍ରମୁଖ…
ସ୍ଥାପନ ହେଲା ବରଗଡ଼ ଧନୁଯାତ୍ରା ଶୁଭସ୍ତମ୍ଭ: ୧୧ଦିନ ଧରି ବରଗଡ଼ ସହର ପାଲଟିବ ମଥୁରାନଗରୀ
ବରଗଡ଼,୨୪।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ।…
ଚାଲିଥିଲା ଦେହ ବ୍ୟବସାୟ, ମାଡି ବସିଲା ପୋଲିସ
ବରଗଡ଼,୨୪।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବିଭିନ୍ନ ସ୍ଥାନରେ ଦେହ ବ୍ୟବସାୟ ଚାଲିଛି। ଏଭଳି ଅଭିଯୋଗ ଦୀର୍ଘ ଦିନରୁ ଚାଲି ଆସିଛି । ତେବେ ରବିବାର ରାତିରେ ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ଏଭଳି ଏକ ରାକେଟକୁ ଠାବ କରିଛି। ବରାହଗୋଡା କଲୋନୀ…
ଥଇଥାନ ପୂର୍ବରୁ ଉଠାଦୋକାନୀଙ୍କୁ ଉଚ୍ଛେଦ: ଲୋକଙ୍କ ପେଟପାଟଣା ପ୍ରଭାବିତ
ବରଗଡ଼,୨୨।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ପକ୍ଷରୁ ଗତ କିଛିଦିନ ହେଲା ରାସ୍ତାପାର୍ଶ୍ୱ ଜବରଦଖଲ ଉଚ୍ଛେଦ କରାଯାଉଛି। ତେବେ ଏଥିରେ ଅଧିକାଂଶ ଠେଲା ଦୋକାନୀ ଏବଂ ଗରିବ ଶ୍ରେଣୀର ଲୋକେ ପ୍ରଭାବିତ ହେଉଛନ୍ତି। ରାସ୍ତାପାର୍ଶ୍ୱ ପ୍ରଶସ୍ତୀକରଣ ଏବଂ ଡ୍ରେନ ନିର୍ମାଣ ପାଇଁ ଉଚ୍ଛେଦ…
ଧାନ ବିକ୍ରି ଆରମ୍ଭରୁ ଅଚଳାବସ୍ଥା ଆଶଙ୍କା: ଖୋଲା ଆକାଶ ତଳେ ପଡ଼ିରହିଛି ଧାନ
ବରଗଡ଼,୨୨।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ଅମଳ ଚଳିତ ମାସ ପହିଲାରୁ ଜୋର୍ ଧରିଛି। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ହୋଇନାହିଁ। ପୂର୍ବରୁ ନଭେମ୍ବର ମାସ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହ ସୁଦ୍ଧା ଜିଲାରେ ଧାନ କିଣାବିକା ଆରମ୍ଭ…
ବରଗଡ଼ର ଏସବୁ ଅଞ୍ଚଳରେ ସକାଳ ୮ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ୍; ଜାଣନ୍ତୁ କେବେ…
ବରଗଡ଼,୨୦।୧୧(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ବିଦ୍ୟୁତ୍ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ୍) ପକ୍ଷରୁ ୧୩୨/୩୩ କେ.ଭି. ଥୁଆପାଲି ଗ୍ରୀଡ୍ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବରଗଡ଼ ଜିଲା ଅନ୍ତର୍ଗତ ଥୁଆପାଲି, ସଂକ୍ରିଡା, ରେମୁଣ୍ଡା, ଜାମଟିକ୍ରା, ଭେଡେନ, ଚିଚିଣ୍ଡା, ବରପଦର, ଝରାପାଲି,…
‘ପୁସ୍ତକର ପ୍ରଭାବ ସୁଦୂର ପ୍ରସାରୀ’
ବରଗଡ,୨୦।୧୧(ପ୍ରେମାନନ୍ଦ ଖମାରୀ)- ପୁସ୍ତକର ପ୍ରଭାବ କେବଳ ଆଜି ନୁହଁ, ଯୁଗ ଯୁଗରେ ରହିଛି । ପୁସ୍ତକର ପ୍ରଭାବ ସୁଦୂର ପ୍ରସାରୀ ବୋଲି ଗୁରୁବାର ଗାନ୍ଧୀ ସ୍ମୃତି ପାଠାଗାର ପକ୍ଷରୁ ଆୟୋଜିତ ୨୨ତମ ବରଗଡ଼ ପୁସ୍ତକ ମେଳାର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟବକ୍ତା ଡଃ.…
ପ୍ରତିଶ୍ରୁତି ଦେଲେ ଅତାବିରା ବିଧାୟକ, ୨୮ ପର୍ଯ୍ୟନ୍ତ…
ବରଗଡ଼,୨୦।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଧାନ ବିକ୍ରି ପଞ୍ଜୀକରଣରେ ଚାଷୀଙ୍କ ପ୍ରତି କରାଯାଇଥିବା ଅବହେଳାକୁ ନେଇ ଦେଖାଯାଇଥିବା ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡିଥିବା ଚାଷୀଙ୍କୁ ପଞ୍ଜୀକୃତ କରିବା ଦାବି ନେଇ ଗତ ୧୦ତାରିଖରୁ…
ପୂଜାର୍ଚ୍ଚନା କରି ମଣ୍ଡିରେ ଧାନ ପୂରାଇଲେ ଚାଷୀ, ଆସନ୍ତାକାଲିଠାରୁ ପ୍ରତିଦିନ…
ଅତାବିରା, ୨୦।୧୧(ଯୁଧିଷ୍ଠିର ମହାପାତ୍ର ): ଚଳିତ ବର୍ଷ ଖରିଫ ଧାନ କିଣା ବିକା ପ୍ରକ୍ରିୟା ବିଳମ୍ବକୁ ନେଇ ଚାଷୀ ଅସନ୍ତୋଷ ବଢିବାରେ ଲାଗିଛି। ରାଜ୍ୟର ଭାତ ହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଅତାବିରା ଅଞ୍ଚଳରେ ସର୍ବପ୍ରଥମେ ଧାନ କିଣା ବିକା ପ୍ରକ୍ରିୟା…
ଜିଲା ସ୍ବାସ୍ଥ୍ୟ ବିଭାଗ ନିଯୁକ୍ତିରେ ଅନିୟମିତତା ! ସିଡିଏମଓଙ୍କୁ ମହିଳା କମିଶନ ସଦସ୍ୟଙ୍କ ତଦନ୍ତ ନିର୍ଦ୍ଦେଶ
ବରଗଡ଼,୧୯।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । କେତେବେଳେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ତ ଆଉ କେବେ ଚିକିତ୍ସା ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଯନ୍ତ୍ରପାତି ଚୋରିକୁ ନେଇ ଏଠାରେ ଚର୍ଚ୍ଚା ଲାଗି ରହିଛି…
ଡିସେମ୍ବର ୨୪ରୁ ବରଗଡ଼ ଧନୁଯାତ୍ରା: ନଭେମ୍ବର ୨୪ରେ ଶୁଭସ୍ତମ୍ଭ ସ୍ଥାପନ
ବରଗଡ଼,୧୯।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏହି…
Archives


