ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ
ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ସୋହେଲା…
ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ
ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀଙ୍କ ଏତଲାକ୍ରମେ ପୋଲିସ୍ ସ୍ଥାନୀୟ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଅରୁଣ…
ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…
ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ ଦେବା ସହ ଭୋଟର ତାଲିକାର ସଠିକତା ସୁନିଶ୍ଚିତ କରି ଏକ ସ୍ବଚ୍ଛ,…
ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ
ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ ପରିମାଣରେ ରୋକିଥାଏ। ପରିବେଶ ସୁରକ୍ଷା ଓ ସନ୍ତୁଳନର ଅଭାବ ଯୋଗୁ ବାରମ୍ବାର ପ୍ରାକୃତିକ…
ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍ପି
ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ ଏହାକୁ ନେଇ ଏପର୍ଯ୍ୟନ୍ତ ସେଭଳି କିଛି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ଅନ୍ୟପଟେ ତୋରଣ…
ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…
ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ…
‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’
ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି । ଅନ୍ୟପଟେ ୨୦୨୩ ମସିହାରୁ ପାର୍ଲ୍ୟାମେଣ୍ଟରେ ଗୃହୀତ ମହିଳା ସଂରକ୍ଷଣ ବିଲକୁ କେନ୍ଦ୍ର ସରକାର…
ମନ୍ଥର ଉଠାଣ, ଚିନ୍ତାରେ ଚାଷୀ: ମଣ୍ଡିରେ ପଡିଛି ୨ଲକ୍ଷ ୩୦ହଜାରରୁ ଅଧିକ ପ୍ୟାକେଟ ଧାନ
ପଦ୍ମପୁର, ୨୯।୫(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଚଳିତ ରବିଧାନ କିଣାବିକା ଅତି ଜଟିଳ ପରିସ୍ଥିତି ଦେଇ ଗତି କରୁଛି। ଉପଖଣ୍ଡରେ ଚାଷୀଙ୍କ ଅବସ୍ଥା ଶୁଣିବାକୁ କେହି ନାହାନ୍ତି। ଗୋଟିଏ ପଟେ ଧାନ ମଣ୍ଡିରେ ପଡିଥିବାବେଳେ ଧାନ ବିକ୍ରି ପାଇଁ ମିଲର୍ସମାନଙ୍କୁ…
ମଣ୍ଡିରୁ ଉଠୁନି ଧାନ, ମାଡ଼ି ଆସିଲା ଝଡ଼ବର୍ଷା: ଚାଷୀଙ୍କ ଚିନ୍ତା ବଢିଲା
ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ):ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ସବୁଠାରୁ ଅଧିକ। ଜିଲାରେ ବର୍ତ୍ତମାନ ଚାଲିଛି ରବିଋତୁର ଧାନ କିଣାବିକା। ଆଉ ୩ଦିନ ପରେ ଧାନ ସଂଗ୍ରହ…
ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍ପିଙ୍କ ବଡ଼ ବୟାନ, କହିଲେ…
ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ ଏନେଇ ସ୍ଥାନୀୟ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଅରୁଣ ପାଣ୍ଡେଙ୍କ ବିରୋଧରେ…
ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍ ସେବା ବନ୍ଦ
ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ ଭିଜି ଯାଇଛି। କେବଳ ସେତିକି ନୁହେଁ, ଝଡବତାସରେ ପବନର ବେଗ ଏତେ ତୀବ୍ର…
ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP
ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍ପି) ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିବା ପରେ ଏଭଳି କଡ଼ା ଚେତାବନୀ ଦେଇଛନ୍ତି ବରିଷ୍ଠ ପୋଲିସ ଅଧିକାରୀ…

