ବରଗଡ଼

ଅନ୍ଧାରି ମୁଲକର ଆଲୋକ ଦୀପା: ସାଜିଛନ୍ତି ଅସହାୟ, ଦୁଃଖୀଙ୍କ ବନ୍ଧୁ

ବରଗଡ଼ ଜିଲା ମାଓବାଦୀ ଅଧ୍ୟୁଷିତ ପାଇକମାଲ ବ୍ଲକ ଟେମରି ଗ୍ରାମର ଚାରୁବାଳା ବାରିକ। ଡାକ ନାମ ଦୀପା। ଏକ ମଧ୍ୟବିତ୍ତ ପରିବାରରେ ତାଙ୍କ ଜନ୍ମ। ବାପା ଅମୃତଲାଲ ଜଣେ ଚାଷୀ, ମା’ ସୁଷମା ଅଙ୍ଗନୱାଡ଼ି କର୍ମୀ। ଏବେ ସ୍ନାତକୋତ୍ତର(ଶିକ୍ଷା) ପଢୁଥିବା ଦୀପା…

ଅନ୍ଧାରୀ ମୁଲକର ଆଲୋକ

ବରଗଡ ଅଫିସ, ୮ା୩ ବରଗଡ଼ ଜିଲା ମାଓବାଦୀ ଅଧ୍ୟୁଷିତ ପାଇକମାଲ ବ୍ଲକ ଟେମରି ଗ୍ରାମର ଚାରୁବାଳା ବାରିକ । ଡାକ ନାମ ଦୀପା । ଏକ ମଧ୍ୟବିତ୍ତ ପରିବାରରେ ତାଙ୍କ ଜନ୍ମ ା ବାପା ଅମୃତଲାଲ ଜଣେ ଚାଷୀ, ମା’ ସୁଷମା…

ଝାଟିମାଟି କୁରିଆରେ ବିତୁଛେ ଜୀବନ୍‌: ଆବାସ ଯୋଜନାରୁ ବଁଚିତ୍‌ ୮୦ ବଛ୍‌ରିଆ ବୁରୁଧ୍‌

ଅତାବିରା, ୭।୩ (ଡି.ଏନ୍‌.ଏ.)-କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ନିଅଁ। ସି ପରିବାରମାନକର ଲାଗି ପ୍ରଧାନମନ୍ତ୍ରୀ ଅବାସ, ଇନ୍ଦିରା ଅବାସ, ବିଜୁ ପକାଘର, ମୋ କୁଡ଼ିଆ ଲେଖେଁ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଭିନେ ଭିନେ କାରନ୍‌ରୁ…

ବରଗଡ଼ରୁ ୨ ଲକ୍ଷ ଟଙ୍କାର ଜାଲନୋଟ ଜବତ କଲା ଏସ୍‌ଟିଏଫ୍‌, ୩ ଗିରଫ

ବରଗଡ଼ ଅଫିସ,୬।୩- କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଶୁକ୍ରବାର ଏକ ଜାଲନୋଟ ରାକେଟର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ, ମଙ୍ଗଲୂ ମାଲଖାର, ସୁଦର୍ଶନ ମହାନ୍ତି ଏବଂ ପ୍ରଫୁଲ୍ଲ ମେହେର। ସେମାନଙ୍କ ପାଖରୁ ୨ଲକ୍ଷ ୬ଶହ…

ଗାଁଗଁଡ଼ାରେ ବଁଚିଛେ ଖେଜାବୁଜାର କୁଚନି ପସରା

ବିଜେପୁର, ୬।୩ (ଡି.ଏନ୍‌.ଏ.)- ସମିଆର ଛାଁଚେ ପଡି ସମାଜର ଚାଲିଚଲନ୍‌ ରିତି ରିକମା ବଦଲିଗଲାନ। ଯେନ୍‌ଥିର ଲାଗି ଚଲିତ ସମିଆରେ ସବୁକିଛି ଡିଜିଟାଲ ହେଇ ବସଲାନ। ହେଲେ ଦିନ୍‌ଥିଲା ମୁନୁଷର କାମକବାର, ମନତନ୍‌ ଅଲଗ୍‌ ଥିଲା। ଇ ଆଧୁନିକ ଯୁଗେ ଲୋକ୍‌…

କରାମାଡ଼ରେ ଫସଲ କ୍ଷତି: ଜିଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ଏସ୍‌ଆର୍‌ସି ସଚିବ

ବରଗଡ଼ ଅଫିସ,୫।୩: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ବୁଧବାର ରାତିରେ ଅଦିନିଆ ବର୍ଷା ସାଙ୍ଗକୁ କରାମାଡ (କୁଆପଥର ବୃଷ୍ଟି) ହୋଇଥିଲା। ଏଥିରେ ଜିଲାର ସୋହେଲା ବ୍ଲକ ଅନ୍ତର୍ଗତ ସରକଣ୍ଡା, ଜଟର୍ଲା, କରଣ୍ଡୋଲା ଆଦି ଅଞ୍ଚଳରେ ବ୍ୟାପକ ଫସଲ କ୍ଷତି ହୋଇଥିଲା। ଅଞ୍ଚଳର…

ବରଗଡ଼ରେ ଟୋକନ ସମସ୍ୟା, ଧାନ ବିକ୍ରି କରି ପାରୁନାହାନ୍ତି ଚାଷୀ: ପଦ୍ମପୁର-ନୂଆପଡ଼ା ରାସ୍ତା ଅବରୋଧ କଲେ

ବରଗଡ଼ ଅଫିସ,୫।୩- ବରଗଡ ଜିଲାରେ ଧାନବିକ୍ରିକୁ ନେଇ ଟୋକନ ସମସ୍ୟା ଦୂର ହୋଇନାହିଁ। କେତେକ ଚାଷୀଙ୍କୁ ଟୋକନ ମିଳିଥିବା ସତ୍ତ୍ବେ ଧାନ ବିକ୍ରି କରି ପାରି ନ ଥିବାବେଳେ ଅନେକ ଚାଷୀ ଟୋକନ ପାଇବାରୁ ବଞ୍ଚିତ ହୋଇ ଧାନ ବିକ୍ରି କରି…

ଡାକ୍‌ତରଖାନା ପରିସର ପାଲଟିଛେ ମଶାମାଛିକର ଭୂସରଗ

ଅତାବିରା, ୫।୩ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ବ୍ଲକ ଲରମ୍ଭାରେ ଥିବାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରକେ ବାହାରର ଅସ୍‌କୁରା ପାଏନ୍‌ ପଶୁଛେ। ପରିସରରେ ସବୁବେଲେ ପାଏନ୍‌ ଜମି ରହିବାରଲାଗି ମଶାମାଛିକର ଭୂସରଗ ପାଲଟିଛେ। ଏନ୍‌ତାଥି ପରିବେଶ ପରଦୂଷିତ ହେବାର ସଂଗେ ଗଁଧେ…

ବସୁନ୍ଧରା, ଆବାସ ଯୋଜନାରୁ ବଁଚିତ୍‌ ମୋହନ

ଅତାବିରା, ୪।୩ (ଡି.ଏନ୍‌.ଏ.)-କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖିକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ସରକାରୀ ଯୋଜନା ଭଁଡ଼ାରରେ ଛୁଆ ଜନମ୍‌ ହେଲାନୁ ମଲା ଲୁକ୍‌କର ଶୁଧି କାଯ୍‌ ତକ ସାହାଯ୍‌ ଦେବାର ବେବସ୍‌ତା ରହିଛେ। ହେଲେ…

ଏପ୍ରିଲରୁ ମୂଲ ହେବା ମଡେଲ ସ୍କୁଲ: ଦରଖଁଡ଼ିଆ ହେଇ ପଡ଼ିଛେ ନୂତନ କୁଠା

ବିଜେପୁର, ୩।୩ (ଡି.ଏନ୍‌.ଏ.)- ଗଁାଗଁଲିର ମେଧାବୀ ପିଲାକୁଁ ଉଚ ଧରନ୍‌ର ଶିକ୍ଷା ଦେବାକେ ସବୁ ବ୍ଲକରେ ଆଦର୍ଶ ବିଦ୍ୟାଳୟ ଥାପନା କରବାକେ ରାଏଜ୍‌ ସରକାର୍‌ ଯୋଜନା କରିଛନ୍‌। ଇଥିରଲାଗି ସରକାର ରାଜ୍‌କୋଷନୁ ପାଏନ୍‌ ମିତାର ଟଁକା ଖରଚ୍‌ କରୁଛନ୍‌। ହେଲେ ବିଭାଗୀୟ…

ପୋଲିସର ମନମୁଖୀ ଶାସନକୁ ବିରୋଧ, ବ୍ଲକ କାର୍ଯ୍ୟାଳୟ କର୍ମଚାରୀଙ୍କ ଧାରଣା

ଭଟ୍‌ଲି, ୨।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ପୋଲିସର ମନମୁଖୀ ଶାସନ ବିରୋଧରେ ସ୍ବର ଉତ୍ତୋଳନ କରିଛନ୍ତି ଭଟଲି ଗୋଷ୍ଠୀ ଉନ୍ନୟନ କାର୍ଯ୍ୟାଳୟର କର୍ମଚାରୀମାନେ। ଏ ନେଇ ସେମାବାର ସେମାନେ କଲମ ଛାଡ ଆନ୍ଦୋଳନ କରିବା ସହିତ ଅଫିସ ଗେଟରେ ତାଲା ପକାଇ…

ଛିଡ଼ା ହୋଇଥିବା ବୋଲେରୋକୁ ପଛରୁ ପିଟିଲା ବାଇକ୍‌ : ଡ୍ରାଇଭର ଗୁରୁତର

ବିଜେପୁର,୧।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ସଦରମହକୁମା ସ୍ଥିତ ବିଏସ୍‌ଏନ୍‌ଏଲ୍‌ ଟାଓ୍ବାର ପାର୍ଶ୍ୱରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ବୋଲେରୋକୁ ପଛରୁ ଧକ୍କାଦେଇ ବାଇକ୍‌ ଚାଳକ ଗୁରୁତର ହୋଇଛନ୍ତି। ଚାଳକ ହେଲେ ଉକ୍ତ ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?