ତେଲଙ୍ଗାନାରେ ଫସିଥିବା ୩୩ ଶ୍ରମିକ ଘରକୁ ଫେରିଲେ
ବରଗଡ଼ ଅଫିସ, ୨୯।୨: ତେଲଙ୍ଗାନା ରାଜ୍ୟର ଏକ ଇଟାଭାଟିରେ ଦୀର୍ଘଦିନ ଧରି ବନ୍ଧା ପଡ଼ିଥିବା ଶ୍ରମିକମାନେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଯୋଗୀନ୍ଦ୍ରପୁର ଏବଂ ଝିଟକି ପଞ୍ଚାୟତର ପଥରେଲ ଗ୍ରାମରେ ଥିବା ନିଜ ଘରକୁ…
ଯୋଜନା ଅପହଞ୍ଚ, ଦାଦନରେ ବନ୍ଧା ଜୀବନ
ବରଗଡ଼ ଅଫିସ୍,୨୭।୨: ଦାଦନସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ବହୁବିଧ ଯୋଜନା ହାତକୁ ନେଇଛନ୍ତି। ଏଭଳି ପ୍ରଭାବିତ ଅଞ୍ଚଳ ପାଇଁ ସରକାର ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମଜିଏନଆରଇଜିଏ) ଯୋଜନାରେ ଶ୍ରମିକଙ୍କୁ ଦୁଇଶହ ଦିନର କାମ ଯୋଗାଇବାର ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଦୈନିକ…
ଫେୟାରୱେଦର ରାସ୍ତା ଭୁଶୁଡିଲା
ଅତାବିରା, ୨୭।୨ (ଡି.ଏନ.ଏ) ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଝାଉଁଯୋର ନଦୀରେ ନିର୍ମାଣ କରାଯାଇଥିବା ଫେୟାରୱେଦର ରାସ୍ତା ଅଦିନିଆ ବର୍ଷା ଯୋଗୁ ଉପରମୁଣ୍ଡରୁ ପାଣି ଆସି ଭୁଶୁଡି ଯାଇଛି । ନଦୀ ଭିତରେ ଏହି ରାସ୍ତାର ଉଚ୍ଚତା କମ୍ ଥିବାରୁ…
ଅଦିନିଆ ବର୍ଷା: ଚାଷୀ ଆତଙ୍କିତ
ସରଣ୍ଡା,୨୫।୨(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ସରଣ୍ଡାରେ ମଙ୍ଗଳବାର ସକାଳୁ ବର୍ଷା ଲାଗି ରହିଛି। ସୋମବାର ମଧ୍ୟ ଦିନତମାମ ବର୍ଷା ଲାଗି ରହିଥିବା ଯୋଗୁ ସାଧାରଣ ଜୀବନ ଯାପନ ବାଧାପ୍ରାପ୍ତ ହୋଇଛି। ଅଦିନିଆ ବର୍ଷା ଲାଗି ବିଲାତି ବାଇଗଣ, ଫୁଲକୋବି, ପୋଟଳ,…
ପଞ୍ଚାୟତ ଅଫିସରୁ ପିଡିଏସ୍ ଚାଉଳ ଚୋରି କରିନେଲେ ଦୁର୍ବୃତ୍ତ
ବରଗଡ଼ ଅଫିସ, ୨୪।୨: ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଦୁଲମପୁର ପଞ୍ଚାୟତ ଅଫିସ ଗୋଦାମ ଗୃହରୁ ରବିବାର ବିଳମ୍ବିତ ରାତିରେ ହିତାଧିକାରୀଙ୍କୁ ବଣ୍ଟନ ପାଇଁ ରଖାଯାଇଥିବା ୫୯ ପ୍ୟାକେଟ୍ ପିଡିଏସ୍ ଚାଉଳକୁ ଦୁର୍ବୃତ୍ତମାନେ ଚୋରି କରି ନେଇଛନ୍ତି। ଏ ନେଇ…
ବରଗଡ଼ରେ ଭାରତ ବନ୍ଦ ପ୍ରଭାବ: ଦୋକାନ ବଜାର ବନ୍ଦ, ଯାତାୟାତ ଠପ୍
ବରଗଡ଼ ଅଫିସ, ୨୩।୨- ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ରାୟକୁ କେନ୍ଦ୍ର କରି ରବିବାର ଭୀମ ଆର୍ମି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବରଗଡ଼ରେ ଅନୁଭୂତ ହୋଇଛି। ସ୍ଥାନୀୟ ପରିବା ବଜାର ବ୍ୟତୀତ ଅନ୍ୟ ଦୋକାନ ବଜାର ବନ୍ଦ ଥିବାବେଳେ…
ଅସହାୟ ବୃଦ୍ଧଙ୍କ ମୃତଦେହ ସତ୍କାର କଲେ ସ୍ବେଚ୍ଛାସେବୀ
ବରଗଡ଼ ଅଫିସ,୨୧।୨: ବରଗଡ଼ ଜୀରାନଦୀ କୂଳେ ରହିଥିବା ସ୍ବର୍ଗଦ୍ୱାରରେ ଶୁକ୍ରବାର ସ୍ଥାନୀୟ ସ୍ବେଚ୍ଛାସେବୀମାନେ ଜଣେ ଅସହାୟ ବୃଦ୍ଧଙ୍କ ମୃତଦେହ ସତ୍କାର କରିଛନ୍ତି । ଗତ ୧୮ତାରିଖ ବରଗଡ଼ ଭଟଲି ରୋଡ ଛକରୁ ଜଣେ ବୃଦ୍ଧ ରିକ୍ସା ଚାଳକଙ୍କୁ ସ୍ଥାନୀୟ ପୁରୁଣା ଜିଲା…
ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା: ଅଭିନବ ଶୈଳୀରେ ଦାବି ଉପସ୍ଥାପନ କଲା ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ
ବରଗଡ଼ ଅଫିସ,୨୧।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ଶୁକ୍ରବାରରୁ ଅଭିନବ ଶୈଳୀରେ ଦାବି ଉପସ୍ଥାପନ କରାଯାଇଛି। ପୂର୍ବାହ୍ନ ପ୍ରାୟ ୧୦ଟାରୁ ଏହି ଅଭିଯାନର ସଭ୍ୟାସଭ୍ୟବୃନ୍ଦ…
ଅସାହା ବୁରୁଧ୍କଁର ଶବ୍କେ ଖଁଦ୍ ଦେଲେ ସାମାଜିକ କରମୀ
ବିଜେପୁର, ୨୧।୨(ଡି.ଏନ୍.ଏ.)- ମୁନୁଷ୍ ହିଁ ମୁନୁଷ୍ର ଦୁଖ୍, ଦରଦ୍ ବୁଝ୍ସି। ତାହାକେ ନିଜର କରିନେସି। ଇତାକେ କୁହାଯାଏସି ମାନବିକତା। ଏନ୍ତା ଗୁଟେ ଉଦାହରନ୍ ଦେଖ୍ବାକେ ମିଲିଛେ ବରଗଡ଼ ଜିଲା ବିଜେପୁର ବ୍ଲକ ଅଧୀନ ବିଲେଇପାଲିରେ ଥିବାର ପାର୍ବତୀ ଗିରି ବୃଦ୍ଧାଶ୍ରମରେ। ସୂଚନା…
ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଏଚ୍ସି ଘୋଷଣା ନେଇ ବିଜ୍ଞପ୍ତି ପ୍ରକାଶ
ବରଗଡ଼ ଅଫିସ, ୨୦।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ରାଜ୍ୟ ସରକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଘୋଷଣା କରିଛନ୍ତି। ଗୁରୁବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏ ନେଇ ବିଦ୍ଧିବଧ ଭାବେ ବିଜ୍ଞପ୍ତି…
ବେକାରୀ ସମସ୍ୟା ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ
ବରଗଡ଼ ଅଫିସ, ୨୦।୨: ରାଜ୍ୟରେ ବେକାରୀ ସମସ୍ୟା ବଢ଼ିଚାଲିଥିବା ନେଇ ଭାଜପା ଉଦ୍ବେଗ ପ୍ରକାଶ କରିଛି। ରାଜ୍ୟରେ ବେରୋଜଗାର ବଢ଼ିଚାଲିଥିବା ନେଇ ଭାଜପା ଉଦ୍ବେଗ ପ୍ରକାଶ କରିଛି। ଏହାର ପ୍ରତିବାଦରେ ଗୁରୁବାର ବରଗଡ଼ ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ସ୍ଥାନୀୟ ଜିଲାପାଳ…
ସମସିଆ ଘେରରେ ଗୋଠୁଗୁଡ଼ା ହାଇସ୍କୁଲ
ଝାରବନ୍ଧ, ୨୦।୨ (ଡି.ଏନ.ଏ)- ରାଜ୍ୟ ସରକାର ଫିଏକ କିମି ଦୁରିଆଥି ପ୍ରାଇମେରି ସ୍କୁଲ, ୩ କିମିଥି ଏମ୍ଇସ୍କୁଲ ଆର ପଁଚେତ୍କ ଗୁଟେ ୟୁଜି ହାଇସ୍କୁଲ ଥାପନା କରିଛନ୍। ସେନ୍ତା ସରକାର ସ୍କୁଲ ଲଗି ନୂତନ କୁଠା, ଶିକ୍ଷକ, ବହିପତର୍ ପେଁଟ କୁରତା,…

