ବରଗଡ଼

ବରଗଡ଼ ସିଟି ହସ୍‌ପିଟାଲ ଦାବି: ସେଲ୍ଫିଜୋନ୍‌ ଆଗରେ ସଚେତନ ନାଗରିକ ମଞ୍ଚର ଧାରଣା

ବରଗଡ଼ ଅଫିସ୍‌,୧।୨- ବରଗଡ଼ ସହରରୁ ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି) ନିକଟକୁ ଜିଲା ମୁଖ୍ୟ ଡାକ୍ତରଖାନା ଉଠିଯିବା ପରେ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍‌ପିଟାଲ ଘୋଷଣା ଦାବିରେ ଶନିବାର ବରଗଡ଼…

ସିଟି ହସ୍ପିଟାଲ ଦାବି: ଧାରଣାକୁ ଓହ୍ଲାଇଲା ଭାଜପା

ବରଗଡ଼ ଅଫିସ,୧।୨: ବରଗଡ଼ ସହରରେ ଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ଆନ୍ଦୋଳନ ତେଜି ଉଠିଛି। ଏହି ଦାବି ନେଇ ଶନିବାର ଭାଜପା ସ୍ଥାନୀୟ ଥାନାଛକରେ ତିନି ଘଣ୍ଟିଆ ଧାରଣାକୁ ଓହ୍ଲାଇଛି। ଦଳର ଜିଲା ସଭାପତି…

ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି: ଅନଶନରେ କଂଗ୍ରେସ ନେତା

ବରଗଡ଼ ଅଫିସ,୧।୨: ବରଗଡ଼ର ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ସମ୍ପୂର୍ଣ୍ଣ ସୁବିଧା ସହ ସିଟି ହସ୍ପିଟାଲ ଘୋଷଣା ଦାବିରେ ଶନିବାର ପୂର୍ବାହ୍ନ ୧୦ଟାରୁ କଂଗ୍ରେସ ୨୪ ଘଣ୍ଟିଆ ଅନଶନକୁ ଓହ୍ଲାଇଛି। ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ, ମହାତ୍ମା ଗାନ୍ଧୀ, ସ୍ବଭାବ କବି ଗଙ୍ଗାଧର…

ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇବା ଦାବି ନେଇ ଫେବୃୟାରୀ ୧ରେ କଂଗ୍ରେସର ଅନଶନ

ବରଗଡ଼ ଅଫିସ,୩୦।୧: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି)କୁ ସ୍ଥାନାନ୍ତର ପ୍ରତିବାଦରେ ଆସନ୍ତା ଫେବୃୟାରୀ ୧ତାରିଖ ସ୍ଥାନୀୟ ଗାନ୍ଧୀଛକରେ କଂଗ୍ରେସ ୨୪ ଘଣ୍ଟିଆ ଅନଶନ କରିବ। ଅନଶନରେ କଂଗ୍ରେସ ନେତା ନିପନ କୁମାର ଦାଶ, ବ୍ରହ୍ମାନନ୍ଦ…

ଡିଜେ ସାଉଣ୍ଡ ଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ, ବରଗଡ଼ ଏସ୍‌ପିଙ୍କୁ ଗୁହାରି କଲେ ଅଭିଭାବକ

ବରଗଡ଼ ଅଫିସ, ୨୯।୧- ବରଗଡ଼ ସହର ୱାର୍ଡ ନଂ-୧ ଅଧୀନ ଭଟଲି ରୋଡ୍‌ ଛକ ପାର୍ଶ୍ୱରେ ରହିଥିବା ଏକ ବିବାହ ମଣ୍ଡପରେ ପ୍ରାୟ ପ୍ରତିଦିନ ରାତି ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଡିଜେ ବାଜୁଥିବା ଯୋଗୁ ଅଞ୍ଚଳର ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ ହେଉଥିବା…

ରୋଗ୍‌ ଛଡ଼େଇ ନେଲା କୁଲ୍‌ବୁର୍‌ତି: ସରକାରୀ ସାହାଯ୍‌ ଆଶ୍‌ରେ ରଙ୍କମଣି

ଗଣ୍ଡତୁରୁମ, ୨୯।୧ (ଡି.ଏନ୍‌.ଏ.)- କ୍ୟାନ୍‌ସର ଗୁଟେ ଅମାନ୍‌ତିଆ ରୋଗ୍‌। ଇ ରୋଗ୍‌ ଏହେଦେ ସାରା ଦେଶ୍‌ରେ ଚିନ୍‌ତାର କାରନ୍‌ ପାଲଟିଥିଲାବେଲେ ବରଗଡ଼ ଜିଲା ଇ ତାଲିକାଥି ୨ ନମ୍ବରରେ ରହିଛେ। ଅନେକ୍‌ ରୁଗୀ ଇ ଅମାନ୍‌ତିଆ ରୋଗ୍‌ରେ ଯୁଝି ଯୁଝି ହାରିଯାଉଛନ୍‌।…

ସାଧାରଣତନ୍ତ୍ର ଦିବସରେ ସାମିଲ ହେଲା ୨୩ ପରେଡ୍‌ ଦଳ

ବିଜେପୁର,୨୬।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ହାଇସ୍କୁଲ ପଡ଼ିଆରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏଥିରେ ବିଭିନ୍ନ ସ୍କୁଲର ୨୩ଟି ପରେଡ୍‌ ଦଳ ସାମିଲ ହୋଇଥିଲେ। ବିଡିଓ ପଦ୍ମନାଭ ସାମନ୍ତରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ ସହ…

ଜିଲା ମୁଖ୍ୟ ଡାକ୍ତରଖାନାକୁ ଆରମ୍ଭ ହେଲା ନିଃଶୁଳ୍କ ବସ୍‌ ସେବା

ବରଗଡ ଅଫିସ,୨୬।୧: ବରଗଡ ସହର ମଧ୍ୟରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରୁ ଭଟଲି ବ୍ଲକ ଟୁକୁର୍ଲା(ଖେଦାପାଲି)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ରବିବାରରୁ ନିଃଶୁଳ୍କ ବସ୍‌ ସେବା ଆରମ୍ଭ ହୋଇଛି। ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ ଦେବେଶ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ

ବରଗଡ଼ ଅଫିସ, ୨୬।୧- ବରଗଡ଼ରେ ରବିବାର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଜଜ୍‌ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ଜିଲାସ୍ତରୀୟ ସାଧାରଣ ଦିବସରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ ସହିତ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ…

ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଜିଲାପାଳ

ବରଗଡ଼ ଅଫିସ, ୨୩।୧: ବରଗଡ଼ରେ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଗୁରୁବାର ପାଳିତ ହୋଇଛି। ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସ୍ଥାନୀୟ ଗାନ୍ଧୀଛକ ନିକଟରେ ଥିବା ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏଥିସହ ମହାତ୍ମା ଗାନ୍ଧୀ ଓ ସ୍ବଭାବ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବରଗଡ଼ରେ ହେବ କ୍ୟାନ୍‌ସର ହସ୍ପିଟାଲ

ବରଗଡ ଅଫିସ,୨୧।୧- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବରଗଡ ଗସ୍ତରେ ଆସି ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା(ଖେଦାପାଲି) ନିକଟରେ ନିର୍ମିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା, ବିଜ୍ଞାନ କେନ୍ଦ୍ର ଉଦଘାଟନ କରିଛନ୍ତି। ଏହାସହିତ ଜିଲାର ଅନ୍ୟ କେତେକ ପ୍ରକଳ୍ପର ଉଦଘାଟନ ଓ…

୫୩ ଛାତ୍ରୀଛାତ୍ରକେ ଝନେ ଶିକ୍ଷକ

  ପାଇକମାଲ, ୨୧।୧ (ଡି.ଏନ.ଏ)- ବରଗଡ଼ ଜିଲା ପାଇକମାଲ ବ୍ଲକ ଜାମସେଠ ପଁଚେତ୍‌ ଖରାମାଲ ପ୍ରାଥମିକ ସ୍କୁଲରେ ୫୩ ଝନ୍‌ ଛାତ୍ରୀଛାତ୍ରକେ ଝନେ ଶିକ୍ଷକ ଅଛନ୍‌। ଏନ୍‌ତାଥି ଛୁଆକର ପାଠ୍‌ପଢ଼ାରେ ବହୁତ ଖେଲ୍‌ଢ଼େପ ହେଉଥିବାର ଅଭିଭାବକମାନେ ଅଭିଯୋଗ କରିଛନ୍‌। ସୂଚନା ଅନ୍‌ସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?