ବରଗଡ଼

ଶେଷ୍‌ ନିଶାସ୍‌ ଗନୁଛେ ଶୀତଲଭଣ୍ଡାର

  ବରପାଲି, ୭।୧ (ଡି.ଏନ.ଏ)- ବରଗଡ଼ ଜିଲା ବରପାଲିରେ ୧୯୬୨ରୁ ୧୯୬୬ ସାଲ ଭିତରେ ସେବେଲର ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକକଁର ଚେଷ୍‌ଟାରେ ଇଠାନେ ବହୁତ୍‌ କଲକାରଖାନା ତିଆର ହେଇଥିଲା। ସେ ଭିତରେ ତେଲକଲ୍‌, ଚିନିକଲ୍‌, ଲୁହା କାରଖାନା, ବାଲ୍‌ଟି କାରଖାନା ଆର…

ଭଗବାନ ଭରସାରେ କ୍ୟାନସର ପୀଡ଼ିତ୍‌ ଧର୍ମରାଜ: ଚିକିଛା ସାହାଯ୍‌ ଆଶ୍‌ରେ ପରିବାର

ଜାମଟିକ୍ରା, ୬ା୧(ଡି.ଏନ୍‌.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକୁ ମାହାଲିଆ ସୁଆସ୍‌ତିଅ ସେବା ଯୁଗେଇ ଦେବାର ଲାଗି ଅନେକ୍‌ ଯୋଜନା କାଯ୍‌କାରୀ କରୁଛନ୍‌। ସେନ୍‌ତା ଏଭେ ରାଏଜ୍‌ ସରକାର ସୁଆସ୍‌ତିଅ ସେବାକେ ଅଧ୍‌କା ଗୁରୁତ୍‌ ଦେଇ ସେଟାକେ ୫-ଟି,…

ବରଗଡ଼ ଧନୁଯାତ୍ରାର ପଞ୍ଚମ ଦିବସ: ମଥୁରାକୁ ଦହି ବିକିଗଲେ ଗୋପାଙ୍ଗନା

ବରଗଡ଼ ଅଫିସ,୪।୧: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଶନିବାର ପଞ୍ଚମ ଦିବସ। ଏହି ଦିବସରୁ ଆରମ୍ଭ ହୋଇଛି ଗୋପୀ, ଗୋପାଙ୍ଗନାଙ୍କ ଦହି ବିକା ଦୃଶ୍ୟାଭିନୟ। ଚନ୍ଦ୍ରସେଣାଙ୍କ ସମେତ ଗୋପୀ,ଗୋପାଙ୍ଗନାମାନେ ଯମୁନା(ଜୀରାନଦୀ) ପାରି ହୋଇ ଗୋପପୁର(ଅମ୍ବାପାଲି)ରୁ ମଥୁରାନଗରୀ(ବରଗଡ଼)କୁ ପ୍ରବେଶ କରି…

ବ୍ଲକସ୍ତରୀୟ ଜନଶୁଣାଣି ଶିବିର: ୩୮ ପରିବାର କଲେ ଶହେ ଦିନର କାମ

ବିଜେପୁର, ୩।୧ (ଡି.ଏନ.ଏ): ବରଗଡ ଜିଲା ବିଜେପୁର ବ୍ଲକ ସଭା କକ୍ଷରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲା ଅତିରିକ୍ତ ପ୍ରକଳ୍ପ ଅଧିକାରୀ ଦୌଲତ ଚନ୍ଦ୍ରକାର ମୁଖ୍ୟଅତିଥି…

ଡାକ୍ତରଖାନାରେ ତାଲା: ଦୁର୍ଘଟଣାରେ ଗୁରୁତର ବୃଦ୍ଧା ପାଇ ପାରିଲେନି ଚିକିତ୍ସା

ଭଟଲି, ୨ା୧(ଡି.ଏନ.ଏ.) ରାଜ୍ୟ ସରକାରଙ୍କ ୫ଟି ଯୋଜନାକୁ ସାକାର କରିବା ପାଇଁ ସମସ୍ତ ଅଧିକାରୀ ତତ୍ପର। ସେପଟେ ୫ଟି ସଚିବ ବିଭିନ୍ନ ଜିଲା ମୁଖ୍ୟାଳୟର ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ପରେ ଜିଲା ମୁଖ୍ୟ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ଚକାଚକ୍‌ ହୋଇଯାଇଛି। ମାତ୍ର…

ବରଗଡ଼ ଧନୁଯାତ୍ରା ଉଦ୍‌ଘାଟିତ

ମଥୁରାନଗରୀ,୧-୧:ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଉଦ୍‌ଘାଟିତ ହୋଇଯାଇଛି। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ରାଜ୍ୟସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ ଏହାକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନୀ ସମାରୋହରେ…

ଅର୍ଥାଭାବରୁ ହୋଇପାରୁନିି ଚିକିତ୍ସା, ଜୀବନ ଯନ୍ତ୍ରଣାରେ ସୁରେଖା

ଗଣ୍ଡତୁରୁମ, ୩୧।୧୨(ଡି.ଏନ.ଏ.) ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣତୁରୁମ ଗ୍ରାମର ସୁରେଖା ମେହେର (୪୫) । ସେ ଆଜକୁ ଦୁଇବର୍ଷ ହେବ ଦଉଡ଼ି ଖଟରେ ପଡ଼ିରହି ଛଟପଟ ହେଉଛନ୍ତି। ଅର୍ଥାଭାବରୁ ମେରୁଦଣ୍ଡ ଜନିତ ସମସ୍ୟାର ଉପଚାର କରି…

ଦେହରେ ପେଟ୍ରୋଲ ଢାଳି ଆତ୍ମହୁତି ଉଦ୍ୟମ: ଆଖି ବୁଜିଲେ କାର୍ତ୍ତିକ ମେହେର

ବରଗଡ଼ ଅଫିସ୍‌, ୨୮ା୧୨: ନୂଆଦିଲ୍ଲୀ ଇଣ୍ଡିଆ ଗେଟ୍‌ ସମ୍ମୁଖରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୂତି ଉଦ୍ୟମ କରିଥିବା ବରଗଡ଼ ଜିଲା ପଦ୍ମପୁର ନିକଟ ବୁଧାପାଲି ଗାଁର କାର୍ତ୍ତିକ ମେହେରଙ୍କ ମୃତ୍ୟୁ ଘଟିଛି। ଭାଇ କେଶବ ଦିଲ୍ଲୀ ଯାଇ ମୃତଦେହକୁ ସଂସ୍କାର କରିଛନ୍ତି।…

ଟ୍ରକ୍‌ ଧକ୍କାରେ ଜଣଙ୍କ ଜୀବନଗଲା

ବରଗଡ଼ ଅଫିସ,୨୭।୧୨: ବରଗଡ଼ ସହର ବ୍ରହ୍ମବିହାର-ଗୋବିନ୍ଦପାଲି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କା ଦେବା ଯୋଗୁ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସ୍ଥାନୀୟ ଗୋବିନ୍ଦପାଲି ନିବାସୀ ମକରଧ୍ୱଜ ନାଗ। ସେ ଜଣେ ରିକ୍ସା…

ବାଇକ୍‌କୁ ପିଟିଲା ଟ୍ରକ୍‌: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ସରଣ୍ଡା,୨୪।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ସମ୍ବଲପୁର-ବରଗଡ଼ ୫୩ନଂ. ଜାତୀୟ ରାଜପଥର ଅତାବିରା ଷ୍ଟେଟ୍‌ ବ୍ୟାଙ୍କ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଭେଡେନ୍‌…

ସିଏଏ, ଏନ୍‌ଆର୍‌ସି ବିରୋଧରେ ବରଗଡ଼ରେ ବିକ୍ଷୋଭ

ବରଗଡ଼ ଅଫିସ,୨୪।୧୨: ବରଗଡ଼ରେ ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରାଯାଇଛି। ଏହି କ୍ରମରେ ମଙ୍ଗଳବାର ସ୍ଥାନୀୟ ସମ୍ବିଧାନ ସୁରକ୍ଷା ମଞ୍ଚ ନେତୃତ୍ୱରେ ଏଠାରେ ବିକ୍ଷୋଭ ଶୋଭାଯାତ୍ରା, ଧାରଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ସ୍ଥାନୀୟ ଡାକବଙ୍ଗଳାରୁ…

ଜଙ୍ଗଲରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ସନ୍ଦେହ କରି ଏସ୍‌ପିଙ୍କ ତନାଘନା

ବରଗଡ ଅଫିସ,୨୪।୧୨: ବରଗଡ ଜିଲା ପାଇକମାଳ ଥାନା ଅନ୍ତର୍ଗତ ଝାରବନ୍ଧ ପଞ୍ଚାୟତ ଟେମରିମାଲ ଗ୍ରାମ ନିକଟ ଜଙ୍ଗଲ ମଧ୍ୟରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତା ଯୁବତୀ ଜଣକ ହେଲେ, ଟେମରିମାଳ ଗ୍ରାମର ଲୁଭାବତୀ ବରିହା(୨୩) ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?