ସେବା ନାଁରେ ଲୁଟ୍: କ୍ୱାକ୍ ହାତରେ ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା
ପଦ୍ମପୁର,୧୯ା୧୧(ପ୍ରଦୀପ୍ତ ଦାଶ):ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଆଜି ମଧ୍ୟ ଅନେକ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ପହଞ୍ଚତ୍ ପାରୁନାହିଁ। ଆବଶ୍ୟକ ଡାକ୍ତର ଅଭାବ ଯୋଗୁ ଲୋକମାନେ କ୍ୱାକ୍ର ଶିକାର ହୋଇ ମୃତ୍ୟୁ ମୁଖରେ…
ଧାନ ସଂଗ୍ରହ ପ୍ରକ୍ରିୟା ବିଳମ୍ବିତ: ବିକ୍ରି ପାଇଁ ମଣ୍ଡିରେ ଧାନ ପୂରାଇଲେ ଚାଷୀ
ବରଗଡ଼,୧୯।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ଅମଳ ଜୋର୍ ଧରିଛି। ଜିଲାରେ ଗତମାସ ଶେଷ ସପ୍ତାହରୁ ଏହା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲା ପ୍ରଶାସନ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରି ନାହିଁ। ଚଳିତ ମାସ ଶେଷ ସପ୍ତାହ ଅର୍ଥାତ୍ ଆସନ୍ତା…
ବରଗଡ଼ ଧନୁଯାତ୍ରା ପାଇଁ କଳାକାର ଘୋଷଣା: ଏହି ହେଲେ ନୂଆ କଂସ, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ
ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥର…
ଏହି ସବୁ ଅଞ୍ଚଳରେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ
ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ୍) ପକ୍ଷରୁ ୧୩୨/୩୩ କେ.ଭି. ବରପାଲି ଗ୍ରୀଡ୍ ସବ୍ଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ବରଗଡ଼ ଜିଲା ଅନ୍ତର୍ଗତ ଆଗଲପୁର, ବଡ଼ଗାଁ, ବଡକରେଲ, ବନବସପାଲି, ବନ୍ଧପାଲି, ଚେରୁପାଲି, ଡୁମେରପାଲି, ଡୁଙ୍ଗୁରିପାଲି,…
ବରଗଡ଼ ଧନୁଯାତ୍ରାରେ ଏଥର ନୂଆ କଂସ: ଆଉ କିଛି ସମୟ ପରେ ନାମ ଘୋଷଣା
ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥର ମହୋତ୍ସବରେ ଅଭିନୟ ପାଇଁ…
ଶୀତ, କାକରରେ ରାତି ସାରା ଚାଷୀଙ୍କ ଅଭିନବ ପ୍ରତିବାଦ, ଧାରଣାସ୍ଥଳରେ କୀର୍ତ୍ତନ ପରିବେଷଣ କରି…
ବରଗଡ଼,୧୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ବିକ୍ରି ପଞ୍ଜୀକରଣରେ ଚାଷୀଙ୍କ ପ୍ରତି କରାଯାଇଥିବା ଅବହେଳାକୁ ନେଇ ଦେଖାଯାଇଥିବା ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡିଥିବା ଚାଷୀଙ୍କୁ ପଞ୍ଜୀକୃତ କରିବା ଦାବି ନେଇ ଗତ ୧୦ତାରିଖରୁ…
ବରଗଡ଼ ଧନୁଯାତ୍ରା: ଆରମ୍ଭ ହେଲା କଂସ ଚୟନ
ବରଗଡ଼,୧୭।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ।…
ନୀତି-ଅନୀତି ଲୋକଲୋଚନକୁ ଆଣିବା ଗଣମାଧ୍ୟମର କର୍ତ୍ତବ୍ୟ
ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ରବିବାର ଜିଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଛି । ସମାରୋହରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗଦେଇ ଉପସ୍ଥିତ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସେ କହିଥିଲେ,…
ଚାଷୀଙ୍କ ଧାରଣାକୁ ବିଜେଡ଼ିର ସମର୍ଥନ: ଦାବି ଅଣଦେଖା କଲେ ଆନ୍ଦୋଳନ ଧମକ
ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ)- ଧାନ ବିକ୍ରି ପଞ୍ଜୀକରଣ ଦାବିରେ ଗତ ୧୦ତାରିଖରୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କୃଷକ ସଂଗଠନ ନେତୃତ୍ୱରେ ଧାରଣା ଚାଲିଛି। ଚାଷୀମାନେ ନିଜର ହକ ଦାବିରେ ଶୀତ, କାକର ସହି ଅହୋରାତ୍ର ଧାରଣାରେ ବସିଛନ୍ତି। ଧାରଣାକୁ ମଧ୍ୟ…
ବରଗଡ଼ ଧନୁଯାତ୍ରା: ଆରମ୍ଭ ହେଲା କଳାକାର ଚୟନ
ବରଗଡ଼,୧୫।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ…
ଏହି ଦିନଠାରୁ ଖରିଫ୍ ଧାନ ସଂଗ୍ରହ ଆରମ୍ଭ
ବରଗଡ଼,୧୫।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପାଇଁ ଶୁକ୍ରବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଚାଷୀ ଯେପରି ସୁବିଧାରେ ନିଜ ଧାନ ବିକ୍ରି କରିପାରିବେ ସେଥିପାଇଁ ଆବଶ୍ୟକ…
ଆନ୍ଦୋଳନ ଭୟ: ପୋଲିସ ରାତି ଅଧିଆ ଚାଷୀନେତାଙ୍କୁ ଉଠାଇ ନେଇ…
ବରଗଡ଼/ଅତାବିରା,୧୪ା୧୧(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର ): ଧାନ ବିକ୍ରି ପଞ୍ଜୀକରଣ ଦାବିରେ ଗତ ୧୦ତାରିଖରୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କୃଷକ ସଂଗଠନ ନେତୃତ୍ୱରେ ଧାରଣା ଚାଲିଛି। ଚାଷୀମାନେ ନିଜର ହକ୍ ଦାବିରେ ଶୀତ, କାକର ସହି ଅହୋରାତ୍ର ଧାରଣାରେ ବସିଛନ୍ତି।…
Archives


