OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…
ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ କୁମୁରା ସଫଳତା ଅର୍ଜନ କରିଛନ୍ତି। ଉକ୍ତ ଗ୍ରାମର ଜଣେ ଚାଷୀ ଚନ୍ଦ୍ରମଣି କୁମୁରା…
ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି
ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ ଝଡ଼ବତାସରେ ତାହା ଭାଙ୍ଗି ଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରି ଏହାର…
ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…
ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼ ଲୋକ ସଭା MP ପ୍ରଦୀପ ପୁରୋହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି…
OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…
ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍ ବାସିନ୍ଦା ତଥା ଭଟଲି ଦଧିବାମନ କଲେଜର ଅବସରପ୍ରାପ୍ତ ଓଡ଼ିଆ ପ୍ରାଧ୍ୟାପକ ସୁରେଶ କୁମାର ସାହୁଙ୍କ…
ବରଗଡ଼ ଏମ୍ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ
ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE) ଘୋଷଣା କରିଛନ୍ତି । ବରଗଡ ଉପଖଣ୍ଡ ପାଇଁ ଆଇନଜୀବୀ ଲିପସିତ୍ ମିଶ୍ର ଏବଂ…
ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…
ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର ଧରିଛି। ଏହି ବଦଳି ନିର୍ଦ୍ଦେଶକୁ ପ୍ରତ୍ୟାହାର କରିବା ପାଇଁ ପାଇକମାଳ ପ୍ରାଥମିକ ଶିକ୍ଷକ…
ଭାବାବେଗକୁ ଆଘାତ ଦେଲା….: ଅଡୁଆରେ ଶାସକ ଦଳ
ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ବିଶ୍ୱପ୍ରସିଦ୍ଧ କୁହାଯାଏ। ଏହି ମହୋତ୍ସବରେ ଦିନକୁ ଦିନ ଅଧିକ ନୂତନତ୍ତ୍ୱ ଏବଂ ଆକର୍ଷଣ ଆଣିବା ପାଇଁ ଉଦ୍ୟମ ହେଉଛି। ଏହି କ୍ରମରେ ରାଜ୍ୟରେ ସରକାର ବଦଳିବା ପରେ ଧନୁଯାତ୍ରାକୁ ନେଇ ଶାସକ…
ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା
ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ତୋରଣ ଭାଙ୍ଗି ପଡିବାରୁ ସେଠାରେ ରହିଥିବା ୨…
ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ
ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ତୋରଣ ଭାଙ୍ଗି ପଡିବାରୁ ସେଠାରେ ରହିଥିବା…
ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର
ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ତୋରଣ ଭାଙ୍ଗି ପଡିବାରୁ ସେଠାରେ…
କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା
ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ଫଳରେ ଏହି ରାସ୍ତାରେ…
ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା
ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼ ଜିଲା ଭେଡ଼େନ ବ୍ଳକ ଦେଶଭଟଲି ପଞ୍ଚାୟତ କାର୍ଯ୍ୟାଳୟର ଅନତିଦୂରରେ ରହିଥିବା ପାଣିଘରା ପୋଖରୀକୁ…

