ବରଗଡ଼

କଳାପଟା ସାହିତ୍ୟ ବାସପତରିର ବଛରକିଆ ଉଛବ୍‌: ଯୋଗ୍‌ଦେଲେ ଶତାଧିକ କବି କଳାକାର

  ଭେଡ଼େନ, ୨୪।୧୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଳକ ସହରାଟିକ୍ରାନେ ଥିବାର କଳାପଟା ସାହିତ୍ୟ ବାସପତରିର ତିନ ନମର ବଛରକିଆ ଉଛବ୍‌ ସୋମବାର ଦିନ ବେଲହୁବେଲି ହଇଥିଲା। ପହେଲା ସବୁ କବି କଳାକାର ଏକଜୋଟ ହଇ ସହରାଟିକ୍ରା କଳାପଟା ନ…

ଟୁଁଡ୍‌କେ ସୁଆଦ ବମ୍ବେଇ ଲଡୁ

  ଗଣ୍ଡତୁରୁମ, ୨୪।୧୨ (ଡି.ଏନ୍‌.ଏ.)- ଉତ୍ତର ପ୍ରଦେଶ କାନପୁର ଜିଲା ରସୁଲ୍ଲାବାଦ ଗଁାର ସୁରଜ ଗୁପ୍ତା(୨୩)। ସେ ଆଜ୍‌କେ ୨ ବଛର ହେଲା ବରଗଡ଼ ଜିଲାକେ କମେଇ ଖାଏବାର ଲାଗି ଆସିଛନ୍‌। ସୁରଜ ନିଜେ ବମ୍ବେଇ ଲଡୁ ତିଆର କରବାର ସଂଗେ…

ପିକ୍‌ନିକ୍‌ ସ୍ପଟ୍‌ରେ ଗଣ୍ଡଗୋଳ ଘଟଣା: ୭ ଜଣଙ୍କୁ ଗିରଫ କଲା ପୋଲିସ

ପଦ୍ମପୁର,୨୩।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଦେବଦର୍ହା ପିକନିକ୍‌ ସ୍ପଟ୍‌ରେ ରବିବାର ସଂଘଟିତ ଗଣ୍ଡଗୋଳ ଘଟଣାରେ ଜଗଦଲପୁର ଥାନା ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମୁନା ବିଶି, ଲିଟୁ ବହିଦାର, ମହେନ୍ଦ୍ର ପ୍ରଧାନ, ତ୍ରିଲୋଚନ…

ଚିନିକଳ କର୍ମଚାରୀଙ୍କୁ ମିଳୁନି ଦରମା, ଜିଲାପାଳଙ୍କୁ ଭେଟି ପ୍ରଦାନ କଲେ ସ୍ମାରକପତ୍ର

ବରଗଡ଼ ଅଫିସ,୨୩।୧୨: ବରଗଡ଼ ସହର ଉପକଣ୍ଠ ତୋରା ସମବାୟ ଚିନିକଳ କର୍ମଚାରୀଙ୍କୁ ଦୀର୍ଘ ୨୮ ମାସ ହେଲା ଦରମା ମିଳିନାହିଁ। ଏହା ସହିତ ସେମାନଙ୍କୁ ଇପିଏଫ୍‌, ଜିପିଏଫ୍‌ ମଧ୍ୟ ପ୍ରଦାନ କରାଯାଇ ନ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ…

ବିଦ୍ୟୁତ ନେଲା ଜୀବନ, ମୃତଦେହ ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ ଅଫିସ, ୨୨।୧୨- ବରଗଡ-ବଲାଙ୍ଗୀର ରାସ୍ତାର ଏକାମ୍ର ଛକ ନିକଟ ଏକ ଗଛ ଉପରକୁ ଚଢି ଗଛଡାଳ କାଟୁଥିଲା ସମୟରେ ରବିବାର ୧୧ କେଭି କ୍ଷମତା ସମ୍ପନ୍ନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ…

ରେଳଧାରଣା କଡରୁ ମିଳିଲା ନବଜାତ ଶିଶୁକନ୍ୟା

ବରଗଡ ଅଫିସ, ୨୨।୧୨: ପୁଣି ଶିଶୁକନ୍ୟା ଅଲୋଡ଼ା ହୋଇପଡିଛି। ବରଗଡ ଜିଲା ପଦ୍ମପୁରସ୍ଥିତ ଏକ ଡ୍ରେନ ଭିତରୁ ଅଖାରେ ଭର୍ତ୍ତି ନବଜାତ ଶିଶୁକନ୍ୟା ଉଦ୍ଧାର ହେବା ଘଟଣାର ଠିକ ୮ଦିନ ପରେ ରବିବାର ସକାଳୁ ବରପାଲି ରେଳଷ୍ଟେଶନ ନିକଟ ଯୋଗିମୁଣ୍ଡା ପାଖ…

ଭିନ୍ନକ୍ଷମ ଝି’ର ଚିକିଛା ସାହାଯ୍‌ ଆଶ୍‌ରେ ଅଜୟ

ପାଇକମାଳ, ୨୨।୧୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ପାଇକମାଳ ବ୍ଲକ ମାଣ୍ଡିଆଢ଼ିପା ପଁଚେତ୍‌ କେନାବୁଦା ଗଁାର ଅଜୟ ସାହୁକଁର ଝି’ ସୌଦାମିନୀ ସାହୁ(୮)। ସେ ୧୦୦ ପରତିଶତ ଭିନ୍ନକ୍ଷମ ଆଏ। ମେରୁହାଡ଼ରେ ଅସ୍‌ବିଧା ଲାଗି ସେ ମୁଡ଼ ସଲଖେଇ ରଖି ନାଇଁପାରବାର, ସବୁବେଲେ…

ପଦବୀ ହରାଇଲେ ଶାରୀରିକ ଶିକ୍ଷା ନିରୀକ୍ଷକ

ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜିଲା ଶାରୀରିକ ଶିକ୍ଷା ନିରୀକ୍ଷକ(ଆଇପିଇ) ତ୍ରିଲୋକ୍ୟ ନାୟକଙ୍କଠାରୁ ଜିଲା ଶିକ୍ଷାଧିକାରୀ ପ୍ରକାଶ କୁମାର ଯୋଶୀ ଏହି ପଦବୀ କାଢ଼ି ନେଇଛନ୍ତି। ଅପରପକ୍ଷେ ଏହି ପଦବୀରେ ସମଲେଶ୍ୱରୀ ହାଇସ୍କୁଲ, ଅମ୍ବାପାଲିର ଶାରୀରିକ ଶିକ୍ଷା ଶିକ୍ଷକ(ପିଇଟି) ଭାଗୀରଥି ମହାରଣାଙ୍କୁ ଅବସ୍ଥାପିତ…

ରାସ୍ତା ନିର୍ମାଣ ଦାବିରେ ଜିଲାପାଳଙ୍କ ଅଫିସ ଆଗରେ ଗ୍ରାମବାସୀଙ୍କ ବିକ୍ଷୋଭ

ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜୀରାନଦୀରେ ପୋଲ ନିର୍ମାଣ ଦୁଇବର୍ଷ ତଳୁ ସରିଛି। ମାତ୍ର ରାସ୍ତା ନିର୍ମାଣ ହୋଇ ପାରି ନାହିଁ। ଫଳରେ ଏପର୍ଯ୍ୟନ୍ତ ପୋଲ ନିର୍ମାଣର କୌଣସି ସୁଫଳ ମିଳି ନାହିଁ ବୋଲି ଅଭିଯୋଗ ହୋଇଛି। ଏ ନେଇ ବରଗଡ଼ ବ୍ଲକ…

ଆବାସ ଯୋଜନାରୁ ବଁଚିତ୍‌ ପରିବାର: କ୍ଲବ ଘର ପାଲଟିଛେ ଆଶ୍‌ରେ ଥଲ୍‌

  ଗଣ୍ଡତୁରୁମ, ୨୧।୧୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଅଧୀନ ମେହେନା ଗଁାର ଗଣେଶ ଉସେରା(୭୦)। ସେ ଝନେ ନିହାତି ଗରିବ୍‌ ଲୋକ ହେଇଥିଲାବେଲେ ଆବାସ ଯୋଜନାରୁ ବଁଚିତ୍‌ ହେଇ ରହିଛନ୍‌। ଏନ୍‌ତାଥି ସେ କୁଟୁମବସିଆ ଇତାର…

ରାଏଜର ସୁଆର୍‌ଥ ଲାଗି ପଦଯାତ୍‌ରା: ଭଟଲିରେ ପୁହୁଁଚିଲେ ସତ୍ୟବ୍ରତ

ଭଟଲି,୨୦।୧୨ (ଡି.ଏନ୍‌.ଏ.)-ଆଏଜ୍‌କାଲିର ଜୀବନ୍‌ ଶଇଲିରେ ଆମେ ଯେଯାହାର କାମେ ବାଇ ରହୁଛୁଁ। ସଖାଲୁ ଉଠ୍‌ଲା ଖଟୁ ରାତିଥି ଖଟ୍‌କେ ଯିବାର ତକ୍‌ ଆମେ ସଭେ ଛୁଆପିଲାକୁଟୁମ, ବେପାରବନିଜ ଚିନ୍‌ତାରେ ରହୁଛୁଁ। ହେଲେ ଗୁରୁବାର ସଖାଲୁ ବରଗଡ଼-ଭଟଲି ରାସ୍‌ତାରେ ଏନ୍‌ତା ଝନେ ଯୁବକ…

ସିଏଏ ନିଆଁରେ ଓଡ଼ିଆ ଯୁବକ ପ୍ରସଙ୍ଗ:ଚର୍ଚ୍ଚାରେ ‘ପାଗଳ କାର୍ତ୍ତିକ’ ପୋଷ୍ଟ

ବରଗଡ଼ ଅଫିସ/ପଦ୍ମପୁର, ୨୦।୧୨:ନୂଆଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ଚାଲିଥିବା ବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ କାର୍ତ୍ତିକ ମେହେର ନାମକ ଜଣେ ଓଡ଼ିଆ ଯୁବକ ନିଜ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ତାଙ୍କ ଶରୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?