ବରଗଡ଼

ସ୍ବାମୀଙ୍କ ପାଇଁ ଭାତ ନେଇ ବିଲକୁ ଯାଉଥିଲେ ମହିଳା, ପଡ଼ିଲା ଘଡଘଡ଼ି: ଚାଲିଗଲା ୨ ଜୀବନ

ଅତାବିରା,୨୯।୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅଞ୍ଚଳରେ ବଜ୍ରପାତରେ ଗୁରୁବାର ମଧ୍ୟାହ୍ନରେ ୨ ଜଣ ମହିଳାଙ୍କ ଜୀବନ ଯାଇଛି l ଗତ ପାଞ୍ଚ ଦିନ ହେଲା ଅତାବିରା ଅଞ୍ଚଳରେ ଅଦିନିଆ ବର୍ଷା ସାଙ୍ଗକୁ ଘଡଘଡି, ବଜ୍ରପାତ ଝଡ଼ ବତାସ...

ପଦ୍ମପୁର ବନ୍ଦ ଡାକରା ସ୍ଥଗିତ: ଶୀତଳଷଷ୍ଠୀ ପାଇଁ ନିଆଗଲା ନିଷ୍ପତ୍ତି, କିନ୍ତୁ…

ପଦ୍ମପୁର,୨୯।୫ (ପ୍ରଦୀପ୍ତ ଦାଶ): ସିବିଏସଇ ପରୀକ୍ଷା ଫଳ ବିବାଦ ପ୍ରତିବାଦରେ ଅଭିଭାବକ ସଂଘ ତରଫରୁ ଗତକାଲି ପଦ୍ମପୁର ଉପଖଣ୍ଡ ବନ୍ଦ ବୋଲି ନିଷ୍ପତ୍ତି ନିଆଯାଇଥିଲା। ମାତ୍ର ପଦ୍ମପୁରରେ ଚାଲୁଥିବା ଶୀତଳଷଷ୍ଠୀ ଯାତ୍ରାକୁ ଆଖି ଆଗରେ ରଖି କେତେକ ଅନୁଷ୍ଠାନ ବନ୍ଦ...

ସିବିଏସ୍‌ଇ ପରୀକ୍ଷା ଫଳାଫଳ ବିବାଦ:୩୦ରେ ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର, ୨୯।୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ଉପଖଣ୍ଡର ୬ଟି ବିଦ୍ୟାଳୟର ସିବିଏସ୍‌ଇ ପରୀକ୍ଷା ଫଳ ନେଇ ଅଭିଭାବକ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି । ଏନେଇ ଅଭିଭାବକମାନେ ଏକ ବୈଠକ କରି ଆସନ୍ତା ୩୦ରେ ପଦ୍ମପୁର ଉପଖଣ୍ଡ...

ସିବିଏସଇ ପରୀକ୍ଷା ପରିଚାଳନାରେ ଅନିୟମିତତା: ୨ଅଧ୍ୟକ୍ଷଙ୍କ ସମେତ ୫ନିଲମ୍ବିତ, ୩୩ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡର ୨ସିବିଏସଇ ପରୀକ୍ଷାକେନ୍ଦ୍ରରେ ପରୀକ୍ଷା ପରିଚାଳନାରେ ଅନିୟମିତତା ହୋଇଥିବା ଦର୍ଶାଇ ୨ଓଡିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସମେତ ୫ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏହା ସହିତ ଅନ୍ୟ ୩୩ଶିକ୍ଷୟିତ୍ରୀ, ଶିକ୍ଷକ ମାନଙ୍କୁ କାରଣ...

ବରଗଡ଼ରେ ତେଜିଲା ଚାଷୀ ଆନ୍ଦୋଳନ, ସମସ୍ୟା ସମାଧାନ ନହେଲେ …

ବରଗଡ଼,୨୮ା୫ (ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ନେଇ ଅସନ୍ତୋଷ ବଢି ଚାଲିଥିବାବେଳେ ଆନ୍ଦୋଳନ ମଧ୍ୟ ତେଜି ଉଠିଛି। ବୁଧବାର ବରଗଡ଼ ଜିଲାପାଳ ଅଫିସରେ ଏହା ପ୍ରତିଫଳିତ ହୋଇଥିଲା। ରେଶମ, ସିଂହେନପାଳି, ପଧାନପାଲି, ସାଲ୍ହେପାଲି, ଅରେଇଗୁଡ଼ି,...

ବାହାରିଲା ସିବିଏସଇ ପରୀକ୍ଷା ଫଳ: ୧୧୮୫ରୁ ୩୦୦ ଛାତ୍ରୀଛାତ୍ର କୃତକାର୍ଯ୍ୟ

ପଦ୍ମପୁର,୨୭।୫(ପ୍ରଦୀପ୍ତ ଦାଶ): ବହୁଚର୍ଚ୍ଚିତ ପଦ୍ମପୁର ଉପଖଣ୍ଡରେ ପ୍ରକାଶ ପାଇଛି ସିବିଏସଇ ରେଜଲ୍ଟ । ମୋଟ ୧୧୮୫ ଜଣଙ୍କ ମଧ୍ୟରୁ ୩୦୦ କୃତକାର୍ଯ୍ୟ ହୋଇଥିବାବେଳେ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୮୮୫ ଜଣଙ୍କ ଭବିଷ୍ୟତ ଅନ୍ଧାରରେ ରହିଛି। ଏ ନେଇ ପଦ୍ମପୁର ଆଇନଜୀବୀ ଅଜିତ...

ଚାଷୀଙ୍କ ଦୁଃଖ ବଢ଼ାଇଲା ଅଦିନିଆଁ ବର୍ଷା: ଉଜୁଡ଼ିଲା ଧାନ, ଆଶଙ୍କାରେ କ୍ଷତିପୂରଣ

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲା ଚାଷୀଙ୍କ ଦୁଃଖ ସରୁନି। କେତେବେଳେ ରୋଗପୋକ ତ ଆଉକେବେ ଅଦିନିଆଁ ବର୍ଷା ଚାଷୀଙ୍କ ଧାନ ଫସଲକୁ ଉଜାଡ଼ି ଦେଉଛି। ବର୍ତ୍ତମାନ ଜିଲାରେ ଏଭଳି ସ୍ଥିତି ଉପୁଜିଛି। ଚାଷୀଙ୍କ ରବିଧାନ ଅମଳ ପ୍ରକ୍ରିୟା ଜୋର୍‌ ଧରିଥିବାବେଳେ ଅଦିନିଆଁ...

ସାମାନ୍ୟ ବର୍ଷାରେ ରାସ୍ତା ଶୋଚନୀୟ

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ର ପାଣିଛତ୍ରରୁ ଜମୁର୍‌ ରାସ୍ତା ଶୋଚନୀୟ ହୋଇ ପଡିଛି। ସାମାନ୍ୟ ବର୍ଷାରେ ରାସ୍ତାର ଦୁରାବସ୍ଥା ଆହୁରି ବଢି ଯାଉଛି। ରବିବାର ବର୍ଷା ହେବା ପରେ ଏହି ରାସ୍ତାରେ ଏଭଳି ସ୍ଥିତି ଉପୁଜିଛି। ଦୀର୍ଘଦିନ ଧରି ଏଠାରେ ଏହି ସମସ୍ୟା...

ଧରିତ୍ରୀ ପୋର୍ଟାଲରେ ଖବର ପ୍ରକାଶ ପାଇବାର କିଛି ସମୟ ପରେ ମା’ କୋଳକୁ ଫେରିଲା ଶିଶୁପୁତ୍ର

ବରଗଡ଼,୨୬ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସ ସୋମବାର ସକାଳେ ବରଗଡ଼-ସୋହେଲା ରାସ୍ତାର ପଥର୍ଲା ରାଇସ୍‌ ମିଲ୍‌ ଛକ ପାଖ ଏକ ଚା’ ଦୋକାନ ନିକଟରରେ ବୁଲାବୁଲି କରୁଥିବା ଏକ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଥିଲା। ଶିଶୁ ଠିକ ଭାବେ ପରିଚୟ...

ରାସ୍ତାରୁ ଉଦ୍ଧାର ହେଲା ଶିଶୁପୁତ୍ର, ଠିକ୍‌ରେ କହିପାରୁନି ଘର ଠିକଣା

ବରଗଡ଼,୨୬ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସ ସୋମବାର ଜଣେ ଶିଶୁପୁତ୍ରକୁ ଉଦ୍ଧାର କରିଛି। ବରଗଡ଼- ସୋହେଲା ରାସ୍ତାର ପଥର୍ଲା ରାଇସ୍‌ ମିଲ୍‌ ଛକ ପାଖ ଏକ ଚା’ ଦୋକାନ ନିକଟରେ ବୁଲାବୁଲି କରୁଥିବା ସମୟରେ ଶିଶୁ ଉଦ୍ଧାର ହୋଇଛି।...

ବର୍ଷାପାଣି ଘେରରେ କ୍ଷେତ, ଖଳାଧାନ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ଅମଳ ଏବଂ ସଂଗ୍ରହ ପ୍ରକ୍ରିୟା ଜୋର୍‌ ଧରିଛି। ଚାଷୀଙ୍କ କଟାଧାନ କ୍ଷେତ ଏବଂ ଅମଳ ଧାନ ଖଳାଠାରୁ ଆରମ୍ଭ କରି ମଣ୍ଡି ପର୍ଯ୍ୟନ୍ତ ପଡ଼ିଛି। ଏଭଳି ସ୍ଥଳେ ଲଘୁଚାପଜନିତ ବର୍ଷା ଆରମ୍ଭ...

ସାମାନ୍ୟ ବର୍ଷାରେ ସହର ସ୍ଥିତି ବେହାଲ୍‌: ଆଗକୁ ସ୍ଥିତି ଅସମ୍ଭାଳ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଡ୍ରେନେଜ୍‌ ଅବ୍ୟବସ୍ଥା ନିତିଦିନିଆଁ ଘଟଣାରେ ପରିଣତ ହୋଇଯାଇଛି। ପ୍ରତିବର୍ଷ ଅବ୍ୟବସ୍ଥିତ ଡ୍ରେନେଜ୍‌ ବ୍ୟବସ୍ଥା ଯୋଗୁ ସହର ଜଳାର୍ଣ୍ଣବ ହୋଇ ପଡ଼ିଥାଏ। ଏହାର ପ୍ରତିକାର ଦିଗରେ ସ୍ଥାନୀୟ ଜନ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀ ଆଖି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri