ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍
ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ଼…
ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ
ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ ଚାଲିଥିବା ସମୟରେ ପୋଲିସ ପହଞ୍ଚି ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…
ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍, ଫସରଫାଟିଲା ଫଲ୍ସ ଏଣ୍ଟ୍ରି
ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ ଥିବାରୁ ଜିଲାର ମଣ୍ଡିଗୁଡ଼ିକରେ ଧାନ ବିକ୍ରି ଓ ଉଠାଣ ପ୍ରକ୍ରିୟା ଶୀଥିଳ ହୋଇ…
ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ
ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ପୋଲିସ ୨୪ଘଣ୍ଟା ମଧ୍ୟରେ ଏଥିରେ ସମ୍ପୃକ୍ତ ୪ଅଭିଯୁକ୍ତଙ୍କୁ ଗିରଫ କରିବା…
ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍ ପୋଲିସ
ବରଗଡ଼/ଗାଇସିଲେଟ୍,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍ କରିଛି । ଶନିବାର ଜିଲାର ଗାଇସିଲେଟ୍ ଥାନା ପୋଲିସ ୭୩୩ ବୋତଲ କଫ୍ ସିରପ ଜବତ କରିଛି। ଏହା ସହିତ କଫ୍ ସିରପ ଚାଲାଣରେ ବ୍ୟବହୃତ…
ଭଟଲି ରାଇସ୍ ମିଲ୍ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…
ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି, ହେଲେ ମିଲର୍ସମାନେ ନିୟମିତ ଆସୁ ନାହାନ୍ତି। ଫଳରେ ମଣ୍ଡିରେ ସଂଗୃହୀତ ଧାନ ଅନୁପାତରେ…
ବରଗଡ଼ ସର୍କିଟ୍ ହାଉସ୍ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ
ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର ସମାଧାନ ହେଉଛନ୍ତି। ଅ୍ଯଯପଟେ ମିଲର୍ସଙ୍କ ଗୋଦାମ ଗତବର୍ଷର ଧାନ, ଚାଉଲରେ ଭର୍ତ୍ତି ରହିଛିି।…
୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍ପିଙ୍କ ଅଫିସ ଆଗରେ…
ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା ବରଗଡ଼ ଜିଲାର ୭୦୧୫ ଚାଷୀଙ୍କ ଧାନ ବିକ୍ରି ଟୋକନକୁ BLOCKED କରି ଦିଆଯାଇଥିବା…
ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ
ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ ବରଗଡ଼ ବ୍ଲକ ଧାଙ୍ଗେର ଗ୍ରାମରେ ରହିଥିବା ପାନୀୟଜଳ ଯୋଗାଣ ପ୍ରକଳ୍ପ ଦୀର୍ଘ ମାସ…
ପେଣ୍ଟ ପକେଟ୍ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..
ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ। ଦୁର୍ଭାଗ୍ୟବଶତଃ ଶୁକ୍ରବାର ସକାଳ ପ୍ରାୟ ୮ଟା ସମୟରେ ସେ କାର୍ଯ୍ୟକ୍ଷେତ୍ର ଥାନା ଛକରେ…
ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର
ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ ପରୀକ୍ଷାଫଳରେ ମଧ୍ୟ ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ କ୍ରୀଷ୍ଣା ବିକାଶ ଗ୍ରୁପ୍ ଅଧିନ…
ଧାରଣା ଉଠିଲା, ଉଠିନାହିଁ ଧାନ: ପୁଣି ହୋଇପାରେ…
ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ):ଚଳିତ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ବିଭାଗୀୟ ଅବହେଳା ଯୋଗୁ ଧାନବିକ୍ରି ପଞ୍ଜୀକରଣରୁ ବଞ୍ଚିତ ହୋଇ ଜିଲାର ଅନେକ ଚାଷୀ ଗତବର୍ଷ ଖରିଫ୍ରେ ଅମଳ ହୋଇଥିବା ଧାନକୁ ବିକ୍ରି କରି ପାରି ନାହାନ୍ତି। ଏହାର…

