ବରଗଡ଼

ଭତା, ଆବାସ ଘର କାର୍ଯ୍ୟାଦେଶ ପାଏଲେ ଉତ୍ତର

ଅତାବିରା, ୨୮।୮ (ଡି.ଏନ.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଗଁାର ଉତ୍ତର ଝାଙ୍କର(୭୦) ଆର ମାଏକିନା ତାରା ଝାଙ୍କର(୬୫)। ଉତ୍ତର ଦିବ୍ୟାଙ୍ଗ ହେଇଥିଲାବେଲେ ତାରା ଝନେ ମାନ୍‌ସିକ ରୁଗୀ। ଇ ଦମ୍ପତି ନିହାତି ଗରିବ୍‌ ହେଇଥିଲାବେଲେ ତାକର…

ଝନେ କୁଷ୍ଠ ରୁଗୀକଁର ଅଁତରର କଥା

ଅତାବିରା,୨୮ା୮ (ଡି.ଏନ୍‌.ଏ): ଦେଶରୁ କୁଷ୍ଠ ରୋଗ୍‌ର ମୂଲ ମେଟାବାକେ କେନ୍ଦ୍ର ଆର ରାଏଜ୍‌ ସରକାର ଅନେକ ଯୋଜନା କାଯ୍‌କାରି କରି ସଚେତନତା ସୁରୁଷ୍‌ଟି କରୁଛନ୍‌। ସେନ୍‌ତା କୁଷ୍ଠ ରୋଗ୍‌ରେ ଆକ୍‌ରଁାତ ରୁଗୀକର ଚିକିଛା, ଥଇଥାନ ଲାଗି ବି ସରକାର ଅନେକ ଯୋଜନା…

ପଦ୍ମଶ୍ରୀ ହଳଧର ନାଗଙ୍କ ବିରୋଧରେ ଏତଲା ପ୍ରତିବାଦରେ ବିକ୍ଷୋଭ

ବରଗଡ ଅଫିସ, ୨୬।୮: ପଦ୍ମଶ୍ରୀ ହଳଧର ନାଗଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଘଟଣାକୁ ନେଇ କୋଶଲ ରାଜ୍ୟ ସମନ୍ବୟ ସମିତି ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି। ଏହାର ପ୍ରତିବାଦରେ ସୋମବାର ବରଗଡ଼ ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛ।…

ନୂତନ ଜିଲାପାଳଙ୍କ ପ୍ରଥମ ପଦକ୍ଷେପ, ବରିଷ୍ଠ ନାଗରିକଙ୍କ ପାଇଁ ହେଲା ସ୍ବତନ୍ତ୍ର ବ୍ୟବସ୍ଥା

ବରଗଡ଼ ଅଫିସ, ୨୬।୮: ବରଗଡ଼ ଜିଲାର ନୂତନ ଜିଲାପାଳ ଭାବେ ରବିବାର ଜ୍ୟୋତିରଞ୍ଜନ ପ୍ରଧାନ ଦାୟିତ୍ୱଗ୍ରହଣ କରିଛନ୍ତି। ଦାୟିତ୍ୱଗ୍ରହଣ କରିବା ପରେ ସୋମବାର ସେ ବରିଷ୍ଠ ନାଗରିକଙ୍କ ସୁବିଧା ପାଇଁ ପ୍ରଥମ ପଦକ୍ଷେପ ନେଇଛନ୍ତି। ଏହି କ୍ରମରେ ନିଜ ଅଫିସ ସମ୍ମୁଖରେ…

ଆଁଠେ କାଦୋରେ ଯାଆସ କରୁଛନ୍‌ ଗାଁବାସୀ

ଜାମଟିକ୍ରା, ୨୬।୮ (ଡି.ଏନ୍‌.ଏ.): ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଖଲିଆପାଲି-ପ୍ରଧାନଟିକ୍ରା ରାସ୍‌ତାର ଅବସ୍‌ତା ବହୁତ ଖରାପ ଅଛେ। ସୁଆଧିନତାର ୭୩ ବଛର ଉତାରୁ ବି ଇ ରାସ୍‌ତାର ଅବସ୍‌ତା ସୁଧ୍‌ରି ନାଇଁପାରି। ଖଲିଆପାଲିରୁ ପ୍ରଧାନଟିକ୍ରା ତକ୍‌ ଅଧ୍‌ କି.ମି. ରାସ୍‌ତା ଆଏଜ୍‌…

ପ୍ଲାଷ୍ଟିକ୍‌ ଗୋଡ୍‌ ଖଁଜ୍‌ବାକେ ଟଁକା ଅଭାବ୍‌: ଜୀବନ୍‌ ଜୀବ୍‌କାରୁ ବଁଚିତ୍‌ ଭିନ୍ନକ୍ଷମ ଆଦିତ୍ୟ

ଜାମଟିକ୍ରା, ୨୬।୮ (ଡି.ଏନ୍‌.ଏ): ବରଗଡ଼ ଜିଲା କୁରୁଆଁ ପଁଚେତ୍‌ ବାଉଁସେନପାଲି ଗାଁର ଅଭିମନ୍ୟୁ ମିର୍ଦ୍ଧାକଁର ପୁଓ ଆଦିତ୍ୟ ମିର୍ଦ୍ଧା(୨୬)। ୨୦୧୭ରେ ତାକର ଡେବ୍‌ରି ଗୋଡ଼ରେ କର୍କଟ ରୋଗ୍‌ ହେଇଥିବାର ଜନାପଡ଼ିଥିଲା। ଡାକ୍‌ତର ଆଦିତ୍ୟର ଜୀବନ୍‌ ବଁଚାବାକେ ଯାଇ ତାକର ଗୋଡ଼୍‌ କାଟ୍‌ଲେ।…

ବରଗଡ଼ ନୂତନ ଜିଲାପାଳଙ୍କ ଯୋଗଦାନ

ବରଗଡ଼ ଅଫିସ,୨୫।୮: ବରଗଡ଼ ଜିଲାର ନୂତନ ଜିଲାପାଳ ଭାବେ ରବିବାର ଜ୍ୟୋତିରଞ୍ଜନ ପ୍ରଧାନ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ଝାରସୁଗୁଡ଼ା ଜିଲାପାଳ ଭାବେ କାର୍ଯ୍ୟ କରୁଥିଲେ। ପ୍ରକାଶଥାଉ କି, ବରଗଡ଼ ପୂର୍ବତନ ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ ଓଡ଼ିଶା ରାଜ୍ୟ ଯୋଗାଣ…

ଡାକ୍ତରଖାନାରୁ ଚିକିତ୍ସାଧୀନ କଏଦୀ ଫେରାର ଘଟଣା: ୨ କର୍ମଚାରୀ ନିଲମ୍ବିତ

ବରଗଡ଼ ଅଫିସ,୨୩।୮: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଚିକିତ୍ସାଧୀନ କଏଦୀ ଫେରାର ଘଟଣାରେ ଶନିବାର ୨ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସେମାନେ ହେଲେ, ବରଗଡ଼ ସବ୍‌ଜେଲରେ କାର୍ଯ୍ୟରତ କିରଣ ଯୋଶୀ ଏବଂ ରମେଶ ହରି । ପ୍ରକାଶ ଯେ, ବରପାଲିର ନକୁଳ…

ମେଲଛାମୁଣ୍ଡା ଶିଶୁମନ୍ଦିରରେ ଜନ୍ମାଷ୍ଟମୀ: ୧୬୭ ପ୍ରତିଯୋଗୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା

ଘେଁସ,୨୩।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅନ୍ତର୍ଗତ ମେଲଛାମୁଣ୍ଡା ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ରାଧାକୃଷ୍ଣ ବେଶରେ ସଜ୍ଜିତ ହୋଇ ଗ୍ରାମ ପରିକ୍ରମା କରିଥିଲେ। ଏଥିସହିତ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ…

ନିଃଶୁଳ୍କ ଡାଏଲିସିସ୍‌ ସେବାର ଶୁଭାରମ୍ଭ କଲେ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼ ଅଫିସ,୨୩।୮: ବରଗଡ଼ ସହର ଉପକଣ୍ଠ ଖେଦାପାଲି ନିକଟରେ ନବର୍ନିମିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ନିଃଶୁଳ୍କ ଡାଏଲିସିସ୍‌ ସେବାର ଶୁଭାରମ୍ଭ ହୋଇଛି। ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ…

ଡାକ୍ତରଖାନାରୁ ଚିକିତ୍ସାଧୀନ କଏଦୀ ଫେରାର

ବରଗଡ଼ ଅଫିସ,୨୩।୮: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ଜଣେ ବିଚାରାଧୀନ କଏଦୀ ଗୁରୁବାର ବିଳମ୍ବିତ ରାତ୍ରିରେ ଫେରାର ହୋଇ ଯାଇଛନ୍ତି। ଫେରାର କଏଦୀ ଜଣକ ହେଲେ, ବରପାଲିର ନକୁଳ ମାଝି। ଗତ ଜୁନ୍‌ ମାସରେ ସଂଘଠିତ ଜମୁର୍ଡା ଗୁଳିକାଣ୍ଡ,…

ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍‌ ମେଶିନ ସ୍ଥାପନ ଦାବି, ଜିଲାପାଳଙ୍କୁ ଭେଟିଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌,୨୨।୮- ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍‌ ମେଶିନ ସ୍ଥାପନ ପାଇଁ ସରକାର ନିଷ୍ପତ୍ତି ନେଇ ସାରିଛନ୍ତି। ମାତ୍ର ଏପର୍ଯ୍ୟନ୍ତ ତାହା ସ୍ଥାପନ କରାଯାଇ ନଥିବା ଯୋଗୁ ଜିଲାର କିଡ୍‌ନୀ ରୋଗୀମାନେ ବହୁ ହଟହଟାର ସମ୍ମୁଖୀନ ହେଉଛନ୍ତି । ଏଥିପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?