ବରଗଡ଼

ବଲାଙ୍ଗୀର ବର୍ଷାବିପନ୍ନଙ୍କ ପାଇଁ ସହାୟତା ସଂଗ୍ରହ

ବରଗଡ଼ ଅଫିସ, ୧୯।୮: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଉକ୍ତ ଜିଲାର ବର୍ଷାବିପନ୍ନଙ୍କୁ ସହାୟତା କରିବା ପାଇଁ ବରଗଡ଼ ଜିଲା ଖଣ୍ଡହଥାର ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ଆଗେଇ ଆସିଛି । ଏହି…

ଟଁକା ଅଭାବ, ନାଁ ଲେଖାରୁ ବଁଚିତ୍‌ ଛାତ୍ର

ଜାମଟିକ୍ରା, ୧୯।୮ (ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଅଧୀନ ଜାମଟିକ୍ରା ଗାଁର ଝନେ ଗରିବ୍‌ ଛାତ୍ର ଟଁକା ଅଭାବୁ କଲେଜରେ ନାଁ ଲେଖାବାରୁ ବଁଚିତ୍‌ ହେଇଥିବାର ଜନାଯାଇଛେ। ଘଟନାଟା ଅଂଚଲରେ ଗୁଟେ ଚରଚାର ବିଷେ ହେଇଛେ। ସୂଚନା…

ଲଘୁଚାପ୍‌ ବରଷା ଦୂର କଲା ମର୍‌ଡି ଆଶଁକା:ଜୋର୍‌ଦାର ଚାଲିଛେ ରୁଆ ବିହିଡା

ବିଜେପୁର, ୧୭।୮ (ଡି.ଏନ୍‌.ଏ.): ଶରାବନ୍‌ ଯାଇ ଭୁଦୋ ଲାଗ୍‌ଲା। ଚଲତି ବଛର ବରଷା ପାଏନ୍‌ ଅଭାବୁ ବହୁତ ଜାଗାରେ ଚାଷ୍‌ବାସ ପଛେଇ ଯାଇଥିଲା। ହେଲେ ଶରାବନ୍‌ ଯାତେ ଯାତେ ରାଏଜ୍‌ ସାରା ବନେକରି ବରଷା ପାଏନ୍‌ ରୁକି ଦେଇ ଗଲା। ଇ…

ପୁଓର ଚିକିଛା ଲାଗି ବାପ୍‌ ବାରଦୁଆର ଘଟନା:ସାହାଯ୍‌ ଲାଗି କଥା ଦେଲେ ବିଧାୟିକା

  ଅତାବିରା, ୧୭।୮ (ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଚାବିରିପାଲିର ମୂଲ ବାସିନ୍‌ଦା ରାମ ଜାଲକଁର ପୁଓ ଶଙ୍କର ଜାଲ(୮)। ଜନ୍‌ମୁ ଶଙ୍କରର ମଲଦୁଆର ନଁାଇଁନ। ଇଆଡ଼େ ରାମ ଝନେ ନିହାତି ଗରିବ୍‌ ହେଇଥିଲାବେଲେ ବାହାଜାଂଗଲ ମାଜି କୁଟୁମ୍‌ ପୁଷୁଛନ୍‌।…

ଏକାଧିକ ରେଳ ଦୁର୍ଘଟଣାକୁ ରୋକି ସ୍ବାଧୀନତା ଦିବସରେ ସମ୍ବର୍ଦ୍ଧିତ ହେଲେ

ବରଗଡ଼ ଅଫିସ୍‌,୧୫।୮: ହାତରେ ଧରିଥିବା ଲାଲ ଗାମୁଛା ଦେଖାଇ ଟ୍ରେନକୁ ଅଟକାଇ ସମ୍ଭାବ୍ୟ ୩ଟି ଟ୍ରେନ ଦୁର୍ଘଟଣାରୁ ବହୁଲୋକଙ୍କ ଧନଜୀବନ ରକ୍ଷା କରିଥିବା ବରଗଡ଼ ଜିଲା ବରପାଲି ଥାନା ବାରଗୁଡ଼ା ଗ୍ରାମର ଭାଗୀରଥି ପ୍ରଧାନଙ୍କୁ ଗୁରୁବାର ଜିଲାସ୍ତରୀୟ ସ୍ବାଧୀନତା ଦିବସରେ ସମ୍ବର୍ଦ୍ଧିତ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ

ବରଗଡ଼ ଅଫିସ,୧୫।୮ : ବରଗଡ଼ ଜଜ୍‌ ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ ଏଠାରେ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ…

ସ୍ବାଧୀନତା ଦିବସ ପାଳିତ

ବରଗଡ ଅଫିସ,୧୫।୮: ବରଗଡ କେଶବ ନଗରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉକ୍ତ ସମାରୋହରେ ଶିକ୍ଷାବିତ୍‌ ରୁକ୍ମଣ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ପରିଚାଳନା…

ପୁଓର ଚିକିଛା ଲାଗି ବାପ୍‌ ବାରଦୁଆର: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

ଅତାବିରା, ୧୫।୮ (ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକର ଚିକିଛା ସୁବିଧା ଲାଗି ସ୍ବାସ୍ଥ୍ୟ ବୀମା ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଶିକ୍ଷାଦୀକ୍ଷା ହେଉ କି ସରକାରୀ ପରଚାର ପରସାରର ଅଭାବ, ଆଏଜ୍‌ ବି ଅନେକ୍‌ ଗରିବ୍‌ ଦୁଖି…

ବରଗଡ଼ ଜିଲାପାଳଙ୍କଠାରୁ ମିଳିଲା ନିର୍ଭର ପ୍ରତିଶ୍ରୁତି, ଅନଶନ କରିବେନି ଜିଲା ପରିଷଦ ଅଧ୍ୟକ୍ଷା

ବରଗଡ଼ ଅଫିସ,୧୪।୮- ବରଗଡ଼ ଜିଲାରେ ଚୋରାମଦ କାରବାର ତଥା କୁଟିଆ ମଦ ଦୋକାନ ବନ୍ଦ ଦାବି ନେଇ ସ୍ଥାନୀୟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ ସ୍ବାଧୀନତା ଦିବସରେ ଅନଶନ କରିବାକୁ ଚେତାବନୀ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସେ ବରଗଡ଼ ଜିଲାପାଳ…

ଗ୍ରାମାଞ୍ଚଳରୁ ବିପର୍ଯ୍ୟୟ ପରିଚାଳନାକୁ ଗୁରୁତ୍ୱ

ବରଗଡ଼ ଅଫିସ,୧୪।୮: ବରଗଡ଼ ଜିଲାପାଳ ଅଫିସ କକ୍ଷରେ ବୁଧବାର ବିପର୍ଯ୍ୟୟ ପରିଚାଳନା ଉପରେ ଏକ କର୍ମଶାଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥାର ଅଧିକାରୀମାନେ ଯୋଗ ଦେଇ ଗ୍ରାମାଞ୍ଚଳରୁ ବିପର୍ଯ୍ୟୟ ପରିଚାଳନା ଏବଂ…

ଲଘୁଚାପ ବରଷାର ପରଭାବ:ଭାଂଗଲା ଅନେକ ଘର, ବିଦ୍ୟୁତ ସେବା ଠପ୍‌

ବିଜେପୁର, ୧୪।୮ (ଡି.ଏନ୍‌.ଏ.): ଲଘୁଚାପ ପରଭାବରେ ବରଗଡ଼ ଜିଲା ବିଜେପୁର ଅଂଚଲରେ ଗଲା ରଏବାର ବେଲବୁଡାନୁ ସୋମବାର ଦୁଇପହର ତକ୍‌ ବରଷା ଲାଗି ରହିଥିଲା। ବରଷାରେ ଅଂଚଲର ବହୁତ୍‌ ଲୁକ୍‌କର ଘରଦୁଆର ଭାଂଗି ଯାଇଥିବାର ଜନାଯାଇଛେ। ହେଲେ ଇଥ୍‌ରେ କେହି ଖଁଡ଼ିଆଡଁଡ଼ିଆ…

ବର୍ଷା ଯୋଗୁ ବରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ବରଗଡ଼ ଅଫିସ,୧୩।୮: ରାଜ୍ୟରେ ଗତ ୨ଦିନ ଧରି ବର୍ଷା ଲାଗିରହିଥିବା ବେଳେ ମଙ୍ଗଳବାର ସକାଳୁ ବରଗଡ଼ ଜିଲାରେ ବର୍ଷାର ପରିମାଣ ବଢ଼ିବାରେ ଲାଗିଛି। ଏ ନେଇ ବରଗଡ଼ ସହର ସମେତ ଜିଲାର ଅନ୍ୟ ଅଞ୍ଚଳ ମଧ୍ୟ ବର୍ଷାରେ ବେହାଲ ହୋଇପଡ଼ିଛି। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?