ବରଗଡ଼

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି। ସହରର ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବ ଲୋକଙ୍କ କୁଡ଼ିଆ ଘର, ଠେଲାକୁ ପ୍ରଥମେ…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ, ଦୀପ, ଫୁଲ…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି କରିବା ତ ଦୂରର କଥା, ଏପର୍ଯ୍ୟନ୍ତ ସେମାନେ ଖରିଫ ଧାନ ବିକ୍ରି ପାଇଁ…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ପୌର ପରିଷଦ ଅଧିନ ୱାର୍ଡ଼ ନଂ-୪ ପଠାନପଡାର ଏମଡି ସନୁ(୨୯), ଅଫରାଜ…

ଗନ୍ଧମାର୍ଦ୍ଦନ ଜଙ୍ଗଲରେ ନିଆଁ

ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି। ପଦ୍ମପୁରରୁ ଲଖନା ୯୭ କିଲୋମିଟର ବ୍ୟାପି ଏହି ଗନ୍ଧମାର୍ଦ୍ଦନ ପର୍ବତରେ ପ୍ରାୟ ୪୦୦…

କାଳରାତ୍ରୀ ବେଶରେ ମା’: ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ସପ୍ତମ ଦିବସ ବୁଧବାର ଦେବୀ କାଳରାତ୍ରୀ ବେଶରେ ଦର୍ଶନ ଦେଉଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି। ଏ ନେଇ ସେ ରେଳମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ବରଗଡ଼…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା ଅଞ୍ଚଳରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭୁଜାଲି ମାଡ଼ ହୋଇଛି। ଏହି ଆକ୍ରମଣରେ ୩…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭାରତର ଅନ୍ୟାନ୍ୟ ମେଳାମାନଙ୍କ ମଧ୍ୟରୁ ବୈଶାଖ ମେଳା…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ ପ୍ରଭାବିତ ହେଉଛନ୍ତି ସହରର ଗରିବ ଖଟିଖିଆ ଲୋକେ । ଉଚ୍ଛେଦ ପରେ ସେମାନଙ୍କ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ,…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି ପାଇଁ ପଞ୍ଜୀକୃତ ହୋଇ ପାରି ନାହାନ୍ତି । ଏହାକୁ ନେଇ ଜିଲାରେ ଚାଷୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri