ବରଗଡ଼

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ଭଟଲି ଥାନା ଅନ୍ତର୍ଗତ ମହଦା ଗ୍ରାମର ସହଦେବ ଓରଫ୍‌ ଗଙ୍ଗାଧର ପାଣ୍ଡେ(୪୨)।…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ, ମାସମାସ ଆଗରୁ ଏହା ଘଟିଥିଲା। ମୋବାଇଲ ଫେରି ପାଇବା ଆଶା ବି ମଉଳି…

ଯୁକ୍ତ ୨ ପରୀକ୍ଷା ଫଳରେ ବିକାଶର ସଫଳତା: ସମର୍ପିତା-ସତ୍ୟସୁନ୍ଦର କଲେଜ ଟପ୍ପର

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ୱାରା ଆୟୋଜିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳାଫଳକୁ ନେଇ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ ଶାଖାରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଯାଇଛି। କ୍ରିଷ୍ଣା ବିକାଶ ଗ୍ରୁପର ଚେୟାରମ୍ୟାନ ଦାଶରୀ…

ସୀମାନ୍ତକୁ ନଜର ନାହିଁ, ପଶୁଛି ଛତିଶଗଡ଼ ଧାନ: ସବୁଆଡ଼େ ଗଳାବାଟ

ବରଗଡ,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଛି। କିନ୍ତୁ ଆରମ୍ଭରୁ ଧାନ ବିକ୍ରିବଟା ଶୀଥିଳ ହୋଇ ପଡ଼ିଛି। ଜିଲାରେ ଖୋଲିଥିବା ମଣ୍ଡି ଗୁଡ଼ିକୁ ଧାନ ଆସୁଛି। ହେଲେ ମିଲର୍ସମାନେ ନିୟମିତ ଆସୁ…

ମୁଖ୍ୟ କେନାଲ ପାଣି ବନ୍ଦ, ବଢ଼ିଲା ତାତିର ପ୍ରକୋପ: ଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି…

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି ଥମିବାର ନାଁ ନେଉ ନାହିଁ। ଗତ ୧୬ତାରିଖରୁ ବରଗଡ଼ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ହେବା ପରଠୁ ତାତିର ପ୍ରକୋପ ଅସମ୍ଭାଳ ହୋଇ ପଡ଼ିଛି। ସକାଳ ୯ଟାରୁ ତାତି ଅନୁଭୂତ ହେଉଛି। ପଦାକୁ…

ନିଶା ବିରୋଧରେ ଅଣ୍ଟା ଭିଡ଼ିଲେ ମହିଳା: ଅବକାରୀ-ପୋଲିସର ହାତ ଅପହଞ୍ଚ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଉପରେ ରୋକ୍‌ ଲାଗି ପାରୁ ନାହିଁ। ଜିଲାର ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଗଳିକନ୍ଦିରେ ଅବାଧରେ ଏହି କାରବାର ଚାଲିଛି। ଚିରାଚରିତ ଢଙ୍ଗରେ ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ବଛାବଛା କିଛି…

ବରଗଡ଼ ଜିଲାରେ ମହାପ୍ରୟାଣ ଯୋଜନା ବାଟବଣା: ଚାଳକ ଆସିଲେନି, ଭଡାଗାଡିରେ ଗଲା ମୃତଦେହ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)- ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ମୃତକଙ୍କ ଘର କିମ୍ବା ଶ୍ମଶାନ ପର୍ଯ୍ୟନ୍ତ ମାଗଣାରେ ଶବ ପରିବହନ ପାଇଁ ରାଜ୍ୟ ସରକାର ମହାପ୍ରୟାଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ମାତ୍ର ବରଗଡ଼ ଜିଲାରେ ବିଭିନ୍ନ ସମୟରେ ଏହା ବାଟବଣା ହୋଇ ପଡିଛି ।…

ଧାନବିକ୍ରିରେ ଅବ୍ୟବସ୍ଥା ନେଇ ତାତିଲେ ଚାଷୀ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ଟୋକନ୍‌ ପାଇଁ ବରଗଡ଼ ଜିଲାପାଳଙ୍କ ଅଫିସ୍‌ ଘରିଲେ ଚାଷୀ । ଆନ୍ଦୋଳନରେ ଚାଷୀଙ୍କ ସହ ବିଭିନ୍ନ ସଂଗଠନ ସାମିଲ୍‌ ହୋଇଛନ୍ତି । ବରଗଡ଼ ଜିଲାରେ ଗତ ୧୧ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି । ହେଲେ…

ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର; ବିଦ୍ୟୁତସେବା ବ୍ୟାହତ, ରୋଗୀ ହନ୍ତସନ୍ତ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଏହା ନୂଆଁ କଥା ନୁହେଁ। ବର୍ଷବର୍ଷ ଧରି ଏଠାରେ ଏହି ସମସ୍ୟା ଲାଗି ରହିଛି। ଡାକ୍ତର ଏବଂ ଅନ୍ୟ ବିଭାଗୀୟ କର୍ମଚାରୀ ପଦବୀ ଖାଲି ପଡ଼ିବା ସାଧାରଣରେ ପରିଣତ ହୋଇ ପଡ଼ିଛି।…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା ଖୋଜୁଥିଲେ। ଘର ମୁଖ୍ୟଦ୍ୱାର ଏବଂ ଝରକାରେ ମଧ୍ୟ ଝୁଲୁଥିଲା ବେଣାଚେରର ପରଦା। ହେଲେ…

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟରେ ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ ହୋଇଛି । ୟୁନାଇଟେଡ…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। ଧାନ ବିକ୍ରିବଟା ସମସ୍ୟା ତ ସାଧାରଣରେ ପରିଣତ ହୋଇଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?