ବରଗଡ଼

ଗଣ୍ଠିଆପାଲିରେ ଅବାଧ ମଦ କାରବାର : ଜିଲାପାଳଙ୍କଠାରେ ଫେରାଦ ହେଲେ ସ୍ବୟଂ ସହାୟିକା ଗୋଷ୍ଠୀ ମହିଳା

ବରଗଡ଼ ଅଫିସ,୨୯।୭ : ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଗଣ୍ଠିଆପାଲି ଗ୍ରାମରେ ଅବାଧରେ ଚୋରାମଦ କାରବାର ଚାଲିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମର ୧୦ଟି ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାମାନେ ଜିଲାପାଳ କାର୍ଯ୍ୟାଳୟକୁ ଆସି ଫେରାଦ ହୋଇଛନ୍ତି ଜିଲାପାଳ…

ଲଗାଣବର୍ଷାରେ ବରଗଡ଼ – ଅମ୍ବାପାଲି ବିଚ୍ଛିନ୍ନ : ବଢୁଛି ଜିରାନଦୀ ଜଳସ୍ତର

ବରଗଡ଼ ଅଫିସ,୨୯।୭: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରବିବାର ବିଳମ୍ବିତ ରାତିରୁ ତୁହାକୁ ତୁହା ବର୍ଷା ଲାଗିରହିଛି । ସେହିପରି ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି। ଏଥିପାଇଁ ବରଗଡ଼ ସହର ଦେଇ ଯାଇଥିବା ଜିରାନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ତେବେ ଜିରାନଦୀର…

୪ ବର୍ଷୀୟା ଭଉଣୀକୁ ବଳାତ୍କାର: ବଡ଼ଭାଇ ଗିରଫ

ସରଣ୍ଡା,୨୭।୭(ଡି.ଏନ୍‌.ଏ.): ନିଜର କାମପିପାସା ମେଣ୍ଟାଇବା ପାଇଁ ନାବାଳିକା ଭଉଣୀକୁ ବଳାତ୍କାର କରିଛନ୍ତି ବଡ଼ଭାଇ । ଏଭଳି ଲଜ୍ଜାଜନକ ଘଟଣା ଘଟିଛି ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଙ୍ଗା ଅଞ୍ଚଳରେ। ପୋଲିସ ଅଭିଯୁକ୍ତ ଭାଇଙ୍କୁ ଗିରଫକରି ଶନିବାର କୋର୍ଟଚାଲାଣ କରିଥିବା ଜଣାପଡ଼ିଛି। ସେ…

ଭିଏଲ୍‌ଡବ୍ଲ୍ୟୁଙ୍କ ବାଇକ୍‌ ଚୋରି ଅଭିଯୋଗରେ ଜଣେ ଗିରଫ

ଭଟଲି,୨୭।୭(ଡି.ଏନ୍‌.ଏ): ବରଗଡ଼ ଜିଲା ଭଟଲି ଥାନା କମଗାଁ ପଞ୍ଚାୟତ ଭିଏଲ୍‌ଡବ୍ଲ୍ୟୁ ସୌଭାଗ୍ୟ ପଧାନଙ୍କ ବାଇକ୍‌ ଚୋରି ଅଭିଯୋଗରେ ଭଟଲି ପୋଲିସ ଶନିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଚଣା ଦୀପ(୨୧)। ଏ ନେଇ ଭଟଲି ଥାନାରେ କେସ୍‌ ନଂ.୧୪୭/୧୯ରେ…

ୱାରେଣ୍ଟି କୋର୍ଟ ଚାଲାଣ

ଭଟଲି,୨୭।୭(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟଲି ଥାନା ପୋଲିିସ ଜଣେ ପୁରୁଣା ୱାରେଣ୍ଟିଙ୍କୁ ଶନିବାର କୋର୍ଟ ଚାଲାଣ କରିଛି ା ଅଭିଯୁକ୍ତ ଜଣକ ହେଲେ ଲଟିପାଲି ଗ୍ରାମର ଟିକେଶ୍ୱର ବରିହା(୩୮)। ସୂଚନାଯୋଗ୍ୟ, ଟିକେଶ୍ୱରଙ୍କ ନାମରେ ପୂର୍ବରୁ ବିଭିନ୍ନ ଚୋରି ମାମଲାରେ ଓ୍ବାରେଣ୍ଟ ଥିଲା।…

ଦିବ୍ୟାଙ୍ଗ ବୁରୁଧ୍‌କୁଁ ଉଧାର କଲେ ସ୍ବେଚ୍ଛାସେବୀ

ବିଜେପୁର, ୨୭।୭ (ଡି.ଏନ.ଏ): ବରଗଡ଼ ଜିଲା ବିଜେପୁର ବ୍ଲକ ଅଧୀନ ଖରମୁଣ୍ଡା ଗଁା ପାସର ମାମା ଛକ୍‌ରେ ଦିବ୍ୟାଙ୍ଗ ବୁରୁଧ୍‌ ବିରଞ୍ଚତ୍ ତାଣ୍ଡି ଅସାହା ହେଇ ପଡ଼ିରହିଥିଲେ। ଇ ଖବରଟା ସୋସିଆଲ ମିଡ଼ିଆରେ ଭାଇରାଲ ହେଲା ଉତାରୁ ବରଗଡ଼ ଜିଲାର ସ୍ବେଚ୍ଛାସେବୀ…

ସେବାଶ୍ରମରେ ଅବ୍ୟବସ୍ଥା, ଗ୍ରାମବାସୀଙ୍କ ପ୍ରତିବାଦ

ବରଗଡ଼ ଅଫିସ୍‌,୨୭।୭ ବରଗଡ଼ ବ୍ଲକ ଅନ୍ତର୍ଗତ ପ୍ରଧାନପାଲି ସେବାଶ୍ରମ ସ୍କୁଲରେ ଖୋଦ୍‌ ପ୍ରଧାନସେବକ ସ୍କୁଲର ସେବିକା ତଥା ଅନ୍ତେବାସିନୀ ପିଲାମାନଙ୍କୁ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି । ଏ ନେଇ ସେବାଶ୍ରମ ସ୍କୁଲର କର୍ମଚାରୀମାନେ ଗତ ସୋମବାର ଜିଲା ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?