ବରଗଡ଼

ତରଭୁଜ କିଆରିରେ ଟ୍ରାକ୍ଟର ମଡ଼ାଇଲେ

ବରଗଡ଼ ଅଫିସ୍‌/ପଦ୍ମପୁର, ୭।୪(ଡି.ଏନ.ଏ.): ଅଦିନିଆ ବର୍ଷା ପରେ ଗୁଳୁଗୁଳି ଯୋଗୁ ବରଗଡ଼ ଜିଲାର ତରଭୁଜ ଫସଲ ପ୍ରଭାବିତ ହୋଇଛି। ଫସଲ ନଷ୍ଟ ହେବାରୁ ଜିଲାର ପଦ୍ମପୁର ଉପଖଣ୍ଡ ଜମଲା ପଞ୍ଚାୟତ ଅନ୍ତର୍ଗତ କୁଦୋପାଲି ଗ୍ରାମର ଚାଷୀ କ୍ଷୀରୋଦ୍ର ମୁନା ତାଙ୍କ...

ପୋଲିସର ସଟ୍ଟା ଚଢାଉ, ୪୭ ଗିରଫ

ବରଗଡ ଅଫିସ,୬।୪: ବରଗଡ ଜିଲା ପୋଲିସ ସଟ୍ଟା ଧରପଗଡକୁ ଜୋରଦାର୍‌ କରିଛି। ଜିଲାର ବିଭିନ୍ନ ସ୍ଥାନରେ ଅତର୍କିତ ଚଢାଉ କରି ପୋଲିସ ୪୭ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ପାଖରୁ ନଗଦ ୯୩ ହଜାର ୯୬୫ ଟଙ୍କା ସହିତ ୪୦ଟି...

ବିଜେଡି ହାତରେ ପୁଣି ଅତାବିରା ଏନ୍ଏ‌ସି : ଭାଜପା ମୂଳପୋଛ, କଂଗ୍ରେସକୁ ଗୋଟିଏ ଆସନ

ବରଗଡ଼ ଅଫିସ/ସରଣ୍ଡା,୫।୪(ଡିଏନଏ): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ଫଳାଫଳ ବୁଧବାର ଘୋଷିତ ହୋଇଛି। ବିଜେ ବନମାଳୀ ବରିହା ସର୍ବାଧିକ ୪୮୧୯ ଭୋଟ ପାଇ ନଗରପାଳଭାବେ ବିଜୟୀ ହୋଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥିନୀ ସବିତା ଭୁଏଙ୍କୁ ୧୭୩୭ ଏବଂ ଭାଜପା...

ଅପରାହ୍ନ ୪ଟା ୩୦ ସୁଦ୍ଧା ୭୧.୮୬ ପ୍ରତିଶତ ମତଦାନ

ବରଗଡ ଅଫିସ,୩।୪: ବରଗଡ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ଚାଲିଛି। ୧୨ୱାର୍ଡ ବିଶିଷ୍ଟ ଏହି ଏନ୍‌ଏସିର ୧୬ଟି ବୁଥ୍‌ରେ ମତଦାନ ଚାଲିଛି। ଅପରାହ୍ନ ୪ଟା ୩୦ ମିନିଟ୍‌ ସୁଦ୍ଧା ଏଠାରେ ୭୧.୮୬ ପ୍ରତିଶତ ମତଦାନ...

ସାଢ଼େ ୧୦ଟା ସୁଦ୍ଧା ୧୯ ପ୍ରତିଶତ ମତଦାନ

ସରଣ୍ଡା,୩ା୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟା ସୁଦ୍ଧା ଏଠାରେ ୧୯ ପ୍ରତିଶତ ମତଦାନ ହୋଇଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା...

ଅତାବିରା ଏନ୍‌ଏସି ନିର୍ବାଚନ: ଚାଲିଛି ମତଦାନ

ସରଣ୍ଡା,୩ା୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ରୁ ମତଦାନ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲୁରହିବ। ଅତାବିରା ଏନ୍‌ଏସିର ୧୨ଟି ୱାର୍ଡରେ ମତଦାନ ପାଇଁ ମୋଟ୍‌ ୧୬ଟି ବୁଥ୍‌ କରାଯାଇଛି।...

ବହୁଚର୍ଚ୍ଚିତ ସମର୍ଥ ହତ୍ୟା ମାମଲା: ଡେମୋ ଦେଖାଇଲେ ଅଭିଯୁକ୍ତ

ଭେଡେନ,୨।୪(ଡି.ଏନ.ଏ.): ଝାରସୁଗୁଡାର ବହୁଚର୍ଚ୍ଚିତ ସମର୍ଥ ଅଗ୍ରୱାଲ ଅପହରଣ ଓ ହତ୍ୟା ମାମଲାରେ ପୋଲିସ ଦୁଇ ଅଭିଯୁକ୍ତ ଅମିତ ଶର୍ମା ଓ ଦିନେଶ ଅଗ୍ରୱାଲଙ୍କୁ ଗିରଫ କରି କୋର୍ଟଚାଲାଣ କରିବା ପରେ ତିନିଦିନିଆ ରିମାଣ୍ଡରେ ଆଣିଛି। ସମର୍ଥଙ୍କୁ ହତ୍ୟା ପରେ ଯେଉଁ...

ବାପାଙ୍କୁ ଗୁଳିକରି ବନ୍ଧାହେଲେ ଅଭିଯୁକ୍ତ ପୁଅ

ବରପାଲି,୨।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ବରପାଲି ଥାନା ଅଧୀନ ଚିନାଜୁରି ନିକଟସ୍ଥ କଦଳୀମୁଣ୍ଡା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଗଙ୍ଗାଜଳ ମେହେରଙ୍କୁ ପୁଅ ବିକ୍ରମ ଗୁଳିମାଡ଼ କରିବାରୁ ସେ ଆହତ ହୋଇଛନ୍ତି। ଆହତ ଗଙ୍ଗାଜଳଙ୍କୁ ପ୍ରଥମେ ଡୁଙ୍ଗୁରିପାଲି...

ଅତାବିରା ଏନ୍‌ଏସି ନିର୍ବାଚନ: ବୁଥ୍‌ରେ ପହଞ୍ଚିଲେ ପୋଲିଂ ଅଧିକାରୀ

ସରଣ୍ଡା,୨।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ଭୋଟ୍‌ ଗ୍ରହଣ କରାଯିବ। ସକାଳ ୮ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ଚାଲିବ। ଏଥିପାଇଁ ରବିବାର ପୋଲିଂ ଅଧିକାରୀମାନେ ଅତାବିରା ବ୍ଲକ ଅଫିସରୁ ଇଭିଏମ୍‌ ଓ ନିର୍ବାଚନ...

୨ ମାସର ଭତ୍ତା ଟଙ୍କା ଗାଏବ

ଭେଡେନ,୧।୪(ଡି.ଏନ୍‌.ଏ.): ସରକାର ଅସହାୟ ବୃଦ୍ଧାବୃଦ୍ଧ, ବିକଳାଙ୍ଗ ଏବଂ ବିଧବାମାନଙ୍କୁ ମାସିକ ୫ ଶହ ଏବଂ ୭୦ ବର୍ଷ ବୟସ ଟପିଲେ ୭ଶହ ଟଙ୍କା ଭତ୍ତା ପ୍ରଦାନର ବ୍ୟବସ୍ଥା କରିଛନ୍ତି। ବିଗତ ଦିନରେ ଏହି ଟଙ୍କା ହିତାଧିକାରୀଙ୍କ ହାତକୁ ସିଧାସଳଖ ଦିଆଯାଉଥିଲା।...

ନକଲି ସାର କାରଖାନା ଠାବ, ୯ ଗିରଫ

ବରଗଡ଼ ଅଫିସ୍‌,୧।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅଧୀନ ଜାମମାଲ ଗ୍ରାମରେ ଶୁକ୍ରବାର ପୋଲିସ ଏକ ନକଲି ସାର କାରଖାନା ଠାବ କରିଛି । ସେଠାରୁ ଗୋଟିଏ ଟାଟା ପିକ୍‌ଅପ୍‌ ଭ୍ୟାନ୍‌ (ନଂ.ଓଡ଼ି୨୧ଏଚ୍‌/୫୯୫୪), ୨୫ କି.ଗ୍ରା ବିଶିଷ୍ଟ...

ନକଲୀ ସାର କାରଖାନା ଠାବ: ୯ଗିରଫ

ବରଗଡ଼ ଅଫିସ୍‌,୩୧।୩: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅନ୍ତର୍ଗତ ଜାମମାଲ ଗ୍ରାମରେ ଶୁକ୍ରବାର ପୋଲିସ ଏକ ନକଲୀ ସାର କାରଖାନା ଠାବ କରିଛି । ସେଠାରୁ ଗୋଟିଏ ଟାଟା ପିକ୍‌ଅପ୍‌ ଗାଡ଼ି(ଓଡ଼ି୨୧ଏଚ୍‌ ୫୯୫୪), ୨୫କି.ଗ୍ରା ବିଶିଷ୍ଟ ୬୦...

Advertisement
Mettle Meet 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri