ଶହିଦ ମାଧୋ ସିଂଙ୍କ ଉପରେ ଭୁଲତଥ୍ୟ ପ୍ରସଙ୍ଗ: ଏହି ବିଷୟକୁ ଗୁରୁତର ସହ ନେଇ ଏମିତି ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର
ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରକାଶିତ ସପ୍ତମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକ ସାହିତ୍ୟ ସୁମନରେ ଶହିଦ ମାଧୋ ସିଂଙ୍କ ଜୀବନୀ ଆଧାରିତ ପାଠରେ ରହିଥିବା ମୁଦ୍ରଣଗତତ ତ୍ରୁଟି ଗୁଡ଼ିକର ସଂଶୋଧନ ପାଇଁ ଯଥାଶୀଘ୍ର ପଦକ୍ଷେପ ନେବା ପାଇଁ…
ଜନଗଣନାରେ ଓବିସିଙ୍କୁ ଅଣଦେଖା ଅଭିଯୋଗ:ଦାବିପତ୍ର ପ୍ରଦାନ
ବରଗଡ଼,୧୪ା୫(ପ୍ରେମାନନ୍ଦ ଖମାରୀ):ଚଳିତ ଜନଗଣନାରେ ପଛୁଆବର୍ଗ (ଓବିସି)ଙ୍କୁ ଅଣଦେଖା କରାଯାଇଛି ବୋଲି ଅଭିଯୋଗ ହୋଇଛି। ଜନଗଣନାରେ ଉଦ୍ଦିଷ୍ଟ ୧୨ ନମ୍ବର ପ୍ରଶ୍ନରେ ଓବିସି କଲମ ଯୋଡିବା ପାଇଁ ଓଡିଶା ରାଜ୍ୟ ଓବିସି ସୁରକ୍ଷା ମଞ୍ଚ, ବରଗଡ଼ ଦାବି କରିଛି। ଏହି କ୍ରମରେ ବୁଧବାର…
ଧରିତ୍ରୀ ପ୍ରଭାବ: ପହଞ୍ଚିଲେ ଟେକ୍ନିକାଲ ଟିମ୍, ଆରମ୍ଭ ହେଲା ପାନୀୟଜଳ ପ୍ରକଳ୍ପ ମରାମତି
ଭେଡେନ,୧୩।୫(ହୃଷିକେଶ ଖମାରୀ)-ବରଗଡ଼ ଜିଲା ଭେଡେନ ବ୍ଲକ ଦେଶ ଭଟଲି ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମ ରାସ୍ତା ଉପରେ ଠିକାଦାର କଲର୍ଭଟ ନିର୍ମାଣ ଆରମ୍ଭ କରିବା ସମୟରେ ଜେସିବିରେ ମେଗା ପାନୀୟଜଳ ପ୍ରକଳ୍ପ ପାଇପ ଫାଟି ଯାଇ ଉକ୍ତ ଗ୍ରାମକୁ ଦୀର୍ଘ ୯ଦିନ…
ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…
ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର ତାତି ଅନୁଭୂତ ହୋଇଛି । ବୁଧବାର ବରଗଡ଼ ଜିଲା ବିଜୁ ଛାତ୍ର ଜନତା…
କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ
ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି । ପାଇକମାଳ ଥାନା ଅଧିକାରୀ କୈଳାସ ପ୍ରଧାନ ଖବର ପାଇ ଦମକଳ କର୍ମଚାରୀଙ୍କ ସହ…
ଜନ୍ମମାଟି ବରପାଲିରେ ଶହୀଦ ପ୍ରେମରାଜଙ୍କୁ ଅଶ୍ରୁଳ ବିଦାୟ: ତୋପ ସଲାମୀ ସହ ସମ୍ପନ୍ନ ହେଲା…
ବରପାଲି, ୧୩।୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ବ୍ଲକର କୁମ୍ଭାରୀ ଗାଁର ବୀର ସନ୍ତାନ ପ୍ରେମରାଜ ମଲ୍ଲିକଙ୍କ ପାର୍ଥିବ ଶରୀର ନିଜ ଜନ୍ମମାଟିରେ ପହଞ୍ଚିବା ପରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଭାରତୀୟ ନୌସେନାରେ କାର୍ଯ୍ୟରତ ପ୍ରେମରାଜ ଦେଶ ପାଇଁ…
ପୁଣି ଛିଣ୍ଡିଗଲା ଗାନ୍ଧୀଛକରେ ତ୍ରିରଙ୍ଗା, ଦେଖନ୍ତୁ ଭିଡିଓ..
ବରଗଡ,୧୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି ଅଂଶ ଦ୍ବିତୀୟଥର ପାଇଁ ପୁଣି ଛିଣ୍ଡିଯାଇଛି। ରବିବାରରୁ ତ୍ରିରଙ୍ଗା ଏଭଳି ଛିଣ୍ଡିଥିଲେ ସୁଦ୍ଧା ତାକୁ…
ଛତିଶଗଡ଼ରୁ ଓଡିଶାକୁ ଧାନ ଚାଲାଣ: ୨ ଧାନ ବୋଝେଇ ଟ୍ରକ ଅଟକ ରଖିଲେ ଉପଜିଲାପାଳ
ପଦ୍ମପୁର,୧୩।୫(ପ୍ରଦୀପ୍ତ ଦାଶ):ବର୍ତ୍ତମାନ ପଦ୍ମପୁର ଉପଖଣ୍ଡରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେଲାଣି। ଏହାକୁ ଦୃଷ୍ଟିରେ ରଖି କିଛି ଅସାଧୁ ବ୍ୟବସାୟୀ ଛତିଶଗଡ଼ରୁ ପଦ୍ମପୁର ଅଞ୍ଚଳକୁ ଚୋର ଧାନ ଆଣୁଥିବା ଚର୍ଚ୍ଚା ଚାଲିଥିଲା। ମଙ୍ଗଳବାର ରାତିରେ ପଦ୍ମପୁର ଉପଜିଲାପାଳ ହେମସାଗର ଭୋଇ…
ବିକ୍ରି ପରିମାଣ ନେଇ ଚାଷୀ ଅସନ୍ତୋଷ: ଲଖମରା ମଣ୍ଡିକୁ ଆସିଛି ୧୨୪ ପ୍ୟାକେଟ୍ ଧାନ
ପଦ୍ମପୁର,୧୩ା୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ସୋମବାରଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଖଣ୍ଡର ମୋଟ ୫୯ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ । ସେଥିମଧ୍ୟରୁ ୧୧ଟି ମୁଖ୍ୟ ବଜାର ପ୍ରାଙ୍ଗଣ ଓ ୨୫ଟି ସମବାୟ ସମିତିରେ ଧାନ…
ଇଚ୍ଛାମୃତ୍ୟୁ ପାଇଁ ଜିଲାପାଳଙ୍କୁ ଆବେଦନ କରିଥିବା ଚାଷୀଙ୍କୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ନ୍ୟାୟ ପାଇଁ…
ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ତାଲମେଣ୍ଡା ଗ୍ରାମର ଚାଷୀ ରୋହିତ ଭୋଇ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ନ ପାରି ଇଚ୍ଛାମୃତ୍ୟୁ ପାଇଁ ଆବେଦନ କରିବା ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ଏହି ଘଟଣାର…
କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: କ୍ରୀଡ଼ା ଶିକ୍ଷକ ନିଲମ୍ବିତ,ବିଇଓ- ଡିଇଓଙ୍କ ବିରୋଧରେ…
ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ ହୋଇ ବରଗଡ଼ ଜିଲା କାରାଗାରରେ ରହିଥିବା ବରପାଲି ବ୍ଲକ ସତଲମା ହାଇସ୍କୁଲର ଶାରୀରିକ…
‘ସେବାରେ ସମର୍ପଣ ମନୋଭାବ ରଖିବାକୁ ଆହ୍ବାନ’
ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ମାହେଶ୍ୱରୀ ନର୍ସିଂ କଲେଜର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି । ଆନ୍ତର୍ଜାତୀୟ ନର୍ସିଂ ଦିବସ ଅବସରରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନର୍ସିଂ ଛାତ୍ରୀଛାତ୍ରମାନଙ୍କ ଶପଥ ପାଠ…

