ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର
ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ୱାରା ସପ୍ତମ ଶ୍ରେଣୀ ପାଇଁ ପ୍ରକାଶିତ ‘ସାହିତ୍ୟ ସୁମନ’ ପାଠ୍ୟପୁସ୍ତକରେ ବିପ୍ଳବୀ ତଥା…
ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ
ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ ବଲ ସାମନ୍ତ ମଙ୍ଗଳବାର ଘଟଣାର ତଦନ୍ତ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚାଷୀ…
କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର
ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର ହୋଇଛନ୍ତି । ଗନ୍ଧର୍ବ ଛତରଙ୍କ ପୁଅ ସାମନ୍ତ ଛତର (୪୧)ଙ୍କ ଶରୀରର ବିଭିନ୍ନ…
ପାନୀୟଜଳ ପ୍ରକଳ୍ପ ଅଚଳ, ପାଣି ପାଇଁ ଲୋକେ ହଟହଟା
ଭେଡେନ,୧୨।୫(ହୃଷିକେଶ ଖମାରୀ):ରାଜ୍ୟ ଓ କେନ୍ଦ୍ର ସରକାର ଗ୍ରାମାଞ୍ଚଳ ଓ ସହରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବା ପାଇଁ ରାଜକୋଷରୁ କୋଟି କୋଟି ଟଙ୍କା ମଞ୍ଜୁର କରି ଖର୍ଚ୍ଚ କରୁଛନ୍ତି । ମାତ୍ର ବିଭାଗୀୟ ସ୍ତରରେ ଅବହେଳା ଯୋଗୁ ବିଭିନ୍ନ ସମୟରେ…
ଏହିସବୁ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବରଗଡ଼ ଏମ୍ପି
ବରଗଡ,୧୨।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଏମ୍ପି ପ୍ରଦୀପ ପୁରୋହିତ ସୋମବାର ଭୁବନେଶରସ୍ଥିତ ବାସଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିଲେ। ସାକ୍ଷାତ ସମୟରେ ସେ ବରଗଡ଼ ସଂସଦୀୟ କ୍ଷେତ୍ରର ବହୁ ସମସ୍ୟା ଓ ପ୍ରସଙ୍ଗ ଉପରେ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ…
ମୁଣ୍ଡରେ ପଗଡ଼ି ଭିଡ଼ି ଟ୍ରାକ୍ଟର ଚଳାଇଲେ ବିଧାୟକ: ଆଉ ତା’ପରେ ଘଟିଲା…
ବରଗଡ,୧୨।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ବରଗଡ଼ ନିୟନ୍ତ୍ରିତ ବଜାର କମିଟିରେ ଏହାର ଶୁଭାରମ୍ଭ କରିବା ଅବସରରେ ପୂଜାପାଠ କରିବା ସହିତ ସ୍ଥାନୀୟ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ମୁଣ୍ଡରେ ପଗଡ଼ି ଭିଡ଼ି ଧାନ…
ବିକ୍ରି ହୋଇନି ଖରିଫ୍ ଧାନ: ଇଚ୍ଛାମୃତ୍ୟୁ ଆବେଦନ କଲେ ରୋହିତ
ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାରରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଅନ୍ୟପଟେ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫ୍ରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି। ବିଭାଗୀୟ କର୍ମଚାରୀଙ୍କ ଅବହେଳା ଯୋଗୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍…
ବରଗଡ଼ ପ୍ରିମିୟର ଲିଗ୍: ଅତାବିରା ହ୍ବାଇଟ୍ ହର୍ସ ଚାମ୍ପିୟନ, ଯୋଦ୍ଧାସକୁ ରନର୍ସ ଅପ୍ ଟ୍ରଫି
ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ବରଗଡ଼ ଜିଲା ପ୍ରିମିୟର ଲିଗ୍ (ବିଡିପିଏଲ) ରବିବାର ଉଦ୍ଯାପିତ ହୋଇଛି । ଫାଇନାଲ ମ୍ୟାଚରେ ବରଗଡ଼ ଯୋଦ୍ଧାସକୁ ହରାଇ ଅତାବିରା ହ୍ବାଇଟ ହର୍ସ…
ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା
ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ ଧାନ ଭିଜି ଯାଇଛି। ସେହିପରି କ୍ଷେତରେ ଧାନ ଫସଲ ଜମିରେ ଶୋଇ ପଡିଛି।ଅମଳ…
ବିପୁଳ ପରିମାଣର ଗଞ୍ଜେଇ ଜବତ: ଏକାବେଳକେ ସ୍ବାମୀଙ୍କ ସହ ୨ ସ୍ତ୍ରୀଙ୍କୁ ମାଡ଼ିବସିଲା ପୋଲିସ…
ପଦ୍ମପୁର ,୮।୫ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜଗଦଳପୁର ଥାନା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଗତ ୪ଦିନ ତଲେ ନିକଟସ୍ଥ ଝାରବନ୍ଦ ଥାନା ଅଞ୍ଚଳରେ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ…
୨ ଦିନ ପରେ ଧାନକିଣା, ଚାଷୀଙ୍କୁ ମିଳିନି ଟୋକନ: ଖୋଲା ଆକାଶତଳେ ପଡ଼ିଛି ଧାନ
ବରଗଡ଼, ୯।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉମାତ୍ର ୨ଦିନ ପରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ୧୧ତାରିଖରୁ ଜିଲାର ବରଗଡ଼, ଅତାବିରା, ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି(ଆର୍ଏମ୍ସି) ଅଧୀନ ୧୮୩ ମଣ୍ଡିରେ ଏହି ପ୍ରକ୍ରିୟା ଚାଲିବ। କିନ୍ତୁ ଧାନ…
ବରଗଡ଼ ଜିଲା ପ୍ରିମିୟର ଲିଗ୍: ସମଲେଶ୍ୱରୀ ଇଲେଭେନ ବିଜୟୀ
ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା କ୍ରିକେଟ୍ ଆସୋସିଏଶନ୍, ବରଗଡ଼ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ୮ମ ବରଗଡ଼ ଜିଲଖ ପ୍ରିମିୟର ଲିଗର ପଞ୍ଚମ ଦିବସ ଶୁକ୍ରବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ମା’ ସମଲେଶ୍ୱରୀ ଇଲେଭେନ ଦଳ, ଅତାବିରା ହ୍ବାଇଟ ହର୍ଷକୁ ୪ ୱିକେଟରେ…

