୧୧ରୁ କେନାଲ ପାଣି ବନ୍ଦ, ତେଜିଲା ଅସନ୍ତୋଷ: ଗର୍ଭଣୀ ଅବସ୍ଥାରେ…
ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ମୁଖ୍ୟ କେନାଲରେ ଆଉ ମାତ୍ର ୩ଦିନ କେନାଲ ପାଣି ଆସିବ। ଆସନ୍ତା ୧୧ତାରିଖରୁ ଏହି କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ବରଗଡ଼ ଜଳସେଚନ ବିଭାଜନ ପକ୍ଷରୁ ଏହା ଘୋଷଣା କରାଯିବା ପରେ କେନାଲ ତଳମୁଣ୍ଡରେ ରହିଥିବା ଚାଷୀଙ୍କୁ…
ଉଚ୍ଛେଦ ହେଉଛି, ଥଇଥାନ ହେଉନି: ଜୀବନ ଜୀବିକା ଦୁର୍ବିଷହ
ବରଗଡ଼,୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ସହରରେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଏହି ଉଚ୍ଛେଦ ଅଭିଯାନରେ ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ୱାର୍ଡରେ ଜବରଦଖଲକୁ ହଟାଇ ଦିଆଯାଉଛି। ଏଥିରେ ଜବରଦଖଲରେ ରହିଥିବା ଉଠା ଦୋକାନଠାରୁ ଆରମ୍ଭ କରି କୁଡ଼ିଆ…
ସବ୍ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍ପି, ମାଡିବସିଲା ଭିଜିଲାନ୍ସ
ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍ଏଫ୍ଏମ୍ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍ସିଡି) ରିଲିଜ୍ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର ଅଧୀନରେ ଗାଇସିଲେଟ ବ୍ଲକରେ କାର୍ଯ୍ୟରତ ଡିଷ୍ଟ୍ରିକ୍ଟ ରିସୋର୍ସ ପର୍ସନ(ଡିଆର୍ପି) ରାକ୍ଷୀ ମେହେରଙ୍କୁ ମହଙ୍ଗା…
ଧରପଗଡ଼ ଜୋରଦାର୍: ସଟ୍ଟା କାରବାର, କିଙ୍ଗ୍ପିନ୍ ସମେତ ୪ ଗିରଫ
ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପୋଲିସ ସଟ୍ଟା ଧରପଗଡ଼କୁ ଜୋରଦାର୍ କରିଛି। ସୋମବାର ସ୍ଥାନୀୟ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ତୋରା ସୂତାମିଲ୍ ପାଖରେ ଚାଲିଥିବା ଏକ ସଟ୍ଟା ଆଡ୍ଡା ଉପରେ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…
ଚାଷୀଙ୍କୁ ଘାରିଲା କେନାଲ ପାଣି ଚିନ୍ତା: ପ୍ରଭାବିତ ଧାନ ଫସଲର ନମୁନା ଧରି ଜିଲାପାଳଙ୍କ ଅଫିସ୍ରେ ପହଞ୍ଚିଲେ ଚାଷୀ
ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ୧୧ତାରିଖ କେନାଲ ପାଣି ଯୋଗାଣ ବନ୍ଦ ରହିବ। କେନାଲ ପାଣି ବନ୍ଦ ରହିବାକୁ ଆଉମାତ୍ର ୫ଦିନ ବାକି ରହିଛି। ଅନ୍ୟପଟେ ଏବେ ମଧ୍ୟ କେନାଲ ତଳିମୁଣ୍ଡରେ ରହିଥିବା ଅନେକ ଧାନ ଫସଲ ଗର୍ଭଣୀ ଅବସ୍ଥାରେ…
ସୁଶ୍ରୀ କ୍ରିଷ୍ଣା ପତି ବ୍ଲକ ଟପ୍ପର: ଛୁଟୁଛି ଶୁଭେଚ୍ଛାର ସୁଅ
ଅତାବିରା, ୫ା୫(ଯୁଧିଷ୍ଠିର ମହାପାତ୍ର):ଚଳିତ ମାଟ୍ରିକ ପରୀକ୍ଷାରେ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ, ଲାଦରପାଲି, ଅତାବିରା ଶତ ପ୍ରତିଶତ ସଫଳତା ହାସଲ କରିଛି। ସୁଶ୍ରୀ କ୍ରିଷ୍ଣା ପତି ୫୬୩ମାର୍କ ରଖି ଅତାବିରା ବ୍ଲକରେ ଟପ୍ପର ହୋଇଛନ୍ତି। ମନୀଷା ପ୍ରଧାନ ୫୫୪ ମାର୍କ, ସୌରଭ…
ଅସ୍ତିତ୍ୱ ଖୋଜୁଛି ଜଳାଶୟ, ସଭିଁଏ ନୀରବ
ବରଗଡ଼,୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଏକଦା ବନ୍ଧ, କଟା ଭଳି ଅନେକ ଜଳାଶୟ ରହିଥିଲା। ଦୂରଦୃଷ୍ଟି ରଖି ପୂର୍ବପୁରୁଷମାନେ ନିଜେ ଶ୍ରମଦାନ କରି ସେଗୁଡ଼ିକ ଖୋଲିଥିଲେ। ସେହି ଜଳାଶୟ ଗୁଡ଼ିକ କେବଳ ଲୋକଙ୍କ ଜଳକଷ୍ଟ ମେଣ୍ଟାଉ ଥିଲା, ତାହା ନୁହେଁ। ଅଞ୍ଚଳର ଜଳସ୍ତରକୁ…
ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ
ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି ହରିହର ପ୍ରଧାନଙ୍କ ସଭାପତିତ୍ବ ଓ ଯୁଗ୍ମ ସମ୍ପାଦକ ସଚ୍ଚିଦାନନ୍ଦ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ…
ବରଗଡ଼ ଜିଲା ମାଟ୍ରିକ୍ ଫଳ: କମିଛି ପାସ୍ ହାର, ବଢ଼ିଛି A-1 ଗ୍ରେଡ୍
ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ଗତବର୍ଷ ଏବଂ ଚଳିତବର୍ଷ ମାଟ୍ରିକ ପରୀକ୍ଷାଫଳକୁ ତୁଳନା କଲେ ସମାନ ଦିନରେ ପରୀକ୍ଷାଫଳ ପ୍ରକାଶ ପାଇଛି। କିନ୍ତୁ ଏଥର ପରୀକ୍ଷାଫଳ ଗତବର୍ଷ ପରୀକ୍ଷା ଫଳ ତୁଳନାରେ ହ୍ରାସ ପାଇଛି। ଗତବର୍ଷ ମଧ୍ୟ ମେ’ ମାସ ୨ତାରିଖରେ ପରୀକ୍ଷାଫଳ ପ୍ରକାଶ…
ବିନା ଟ୍ୟୁସନରେ ମାଟ୍ରିକ୍ ଟପ୍ପର, ବଡ଼ ହେଲେ ଡାକ୍ତର ହେବେ କହିଲେ ଦୀପଶିଖା
ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟରେ ପାଠପଢ଼ା ବ୍ୟତୀତ ଘରେ ଦୈନିକ ୬ରୁ ୭ଘଣ୍ଟା ପଢ଼ୁଥିଲି। ଟ୍ୟୁସର ପଢ଼ୁ ନ ଥିଲି। ପଦ୍ମପୁରସ୍ଥିତ ନାନା ମମତା(ବାପାଙ୍କ ଭଉଣୀ) ଘରେ ରହୁଛନ୍ତି ଏବଂ ନାନା ପଢ଼ାପଢ଼ିରେ ଗାଇଡ୍ କରୁଥିଲେ ବୋଲି ବରଗଡ଼ ଜିଲା ଟପ୍ପର ହୋଇଥିବା…
ପ୍ରବାସୀ ଶ୍ରମିକ ଦମ୍ପତିଙ୍କ ପୁଅ ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ, ଇଞ୍ଜିନିୟର ହେବା ସହ ସଫଳ…
ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ) – ଶନିବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି ।ଏଥିରେ ଜିଲାର ୪୬ଜଣ ଛାତ୍ରୀଛାତ୍ର ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଅର୍ଥାତ୍ ଜିଲାର ଏ-୧ ଗ୍ରେଡ୍ ତାଲିକାର ଏକାଦଶ ସ୍ଥାନରେ ରହିଥିବା ବରଗଡ଼ ଜିଲା ଝାରବନ୍ଧ…
ବରଗଡ଼ରେ ପାସ୍ହାର ୯୬.୪୧ ପ୍ରତିଶତ, ଦୀପଶିଖା ଗଡ଼ତିଆ ଜିଲା ଟପ୍ପର
ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ହାଇସ୍କୁଲ ସାର୍ଟିଫିକେଟ୍(ମାଟ୍ରିକ) ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ ବରଗଡ଼ ଜିଲା ରାଜ୍ୟରେ ବିଂଶ(୨୦ତମ) ସ୍ଥାନରେ ରହିଛି। ଜିଲାରେ ପାସ୍ ହାର ୯୬.୪୧ ପ୍ରତିଶତ ରହିଥିବାବେଳେ ଜିଲାର ୩୧୯ ବିଦ୍ୟାଳୟ ମଧ୍ୟରୁ…

