ଚାକିରି ରେଗୁଲାର କରାଇଦେବା ନାଁରେ ଚାହୁଁଥିଲେ ଯୌନ ସୁଖ: ରସିକିଆ ସମ୍ପାଦକ ବାବୁଙ୍କ ନାଁରେ ମାମଲା ରୁଜ୍ଜୁ
ଅତାବିରା,୨।୫(ଯୁଧିଷ୍ଠିର ମହାପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ନାଁରେ ଆସିଲା ଯୌନ କେଳେଙ୍କାରୀର ଅଭିଯୋଗ। ବରଗଡ଼ ଜିଲା ଅତାବିରା ଆରଏମସି ସମ୍ପାଦକ ଶଶାଙ୍କ ଶେଖର ସାହାଣି ନିଜ ଅଫିସରେ କାର୍ଯ୍ୟରତ ଜଣେ ଅସ୍ଥାୟୀ ମହିଳା କର୍ମଚାରୀଙ୍କୁ ସ୍ଥାୟୀ ଚାକିରି କରାଇ ଦେବା…
ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ: ପୁଣି ଜୋର୍ ଧରିଲା ଉଚ୍ଛେଦ ଦାବି
ବରଗଡ,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବହୁଚର୍ଚ୍ଚିତ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବି ପୁଣି ତେଜି ଉଠିଛି। ଏହି ଦାବି ନେଇ ବରଗଡ଼ ନାଗରିକ ମଞ୍ଚର ଏକ ପ୍ରତିନିଧି ଦଳ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଛନ୍ତି।…
ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଚମତ୍କାର ପ୍ରଦର୍ଶନ: ସଂସ୍କୃତି ଟପ୍ପର
ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ):ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ସଦ୍ୟ ପ୍ରକାଶ ପାଇଥିବା +୩ କଳା, ବିଜ୍ଞାନ ଓ ବାଣିଜ୍ୟ ଶେଷବର୍ଷ ପରୀକ୍ଷାଫଳରେ ବରଗଡ଼ର ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଉତ୍କୃଷ୍ଟ ପ୍ରଦର୍ଶନ କରିଛନ୍ତି। ଉକ୍ତ କଲେଜର ୧୮ଜଣ ଛାତ୍ରୀଛାତ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ଶ୍ରେଷ୍ଠ ଦଶଜଣଙ୍କ…
ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…
ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାଲିଆ ସିଂଙ୍କ ବଡ଼ ପୁଅ…
ବରଗଡ଼ରେ ଜିଲା ନୋଡାଲ ଅଧିକାରୀ: ବିଭିନ୍ନ କାର୍ଯ୍ୟର କଲେ ସମୀକ୍ଷା
ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ମାଇନିଂ କର୍ପୋରେସନ ଏବଂ ଇସ୍ପାତ ଓ ଖଣି ବିଭାଗର ପରିଚାଳନା ନିର୍ଦ୍ଦେଶକ ତଥା ବରଗଡ଼ ଜିଲା ନୋଡାଲ ଅଧିକାରୀ ସୁଧାଂଶୁ ମୋହନ ସାମଲ ଗୁରୁବାର ୨ଦିନିଆ ବରଗଡ ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ,କୃଷିକ୍ଷେତ୍ର,…
ଶିକ୍ଷା ବିଭାଗରେ କଳାଦାଗ: ମହିଳା ସିଆରସିସିଙ୍କୁ ନିର୍ଯାତନା ଦେଇ ବନ୍ଧାହେଲେ ଡିଇଓ-ବିଇଓ-ପିଇଟି
ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ କାର୍ଯ୍ୟରତ ଜଣେ ମହିଳା ସିଆରସିସିଙ୍କୁ ନିର୍ଯାତନା ସହିତ ଅଶ୍ଳୀଳ ମେସେଜ୍ କରିବା ମହଙ୍ଗା ପଡିଛି। ଏଭଳି ଅଭିଯୋଗରେ ବରଗଡ଼ ଟାଉନ ଥାନା ପୋଲିସ ବରଗଡ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଜ୍ୟୋତିକାନ୍ତ ସାହୁ, ବରଗଡ଼ ବ୍ଲକ…
ବାଛୁରୀକୁ ଖାଇଦେଲା ବାଘ! ଗାଁରେ ଖେଲିଗଲା ଆତଙ୍କ
ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ଆମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ଉକ୍ତ ବ୍ଲକ ଅନ୍ତର୍ଗତ କର୍ଲା ଗ୍ରାମର ଗୋପାଳ ଭୋଇଙ୍କ ଗୁହାଳରେ ଥିବା ଏକ ବାଛୁରୀକୁ ବାଘ ଖାଇ ଦେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ବାରପାହାଡ…
ଧାନବିକ୍ରି ନ ହେବା ଘଟଣାରେ ଉଚ୍ଚ ନ୍ୟାୟାଳୟର ବଡ଼ ରାୟ: ଯାଞ୍ଚ କରି ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଦେଖାଦେଇଥିବା ସମସ୍ୟାର ସମାଧାନ ପାଇଁ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫-୨୬ ବର୍ଷର ଖରିଫ ଧାନ ସଂଗ୍ରହ ପାଇଁ ପଞ୍ଜିକୃତ ଚାଷୀଙ୍କୁ ଟୋକନ ପ୍ରଦାନ ସମ୍ପର୍କିତ ଏକ ମାମଲାର…
ମହିଳା ସିଆରସିସିଙ୍କ ଏତଲା ପରେ ବଢ଼ିଲା ଅଡୁଆ: ଥାନାରେ ଶିକ୍ଷା ବିଭାଗର ୨ ଅଧିକାରୀ
ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନାରେ ଜିଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ୩ ଅଧିକାରୀ ଏବଂ କର୍ମଚାରୀଙ୍କ ଉପସ୍ଥିତି ବୁଧବାର ଚର୍ଚ୍ଚାର ବିଷୟ ହୋଇଛି। ସେମାନଙ୍କ ମଧ୍ୟରେ ୨ ପଦସ୍ଥ ଅଧିକାରୀ ଏବଂ ଅନ୍ୟ ଜଣେ କର୍ମଚାରୀ ରହିଥିବା ସୂଚନା ମିଳିଛି।…
ବିଦ୍ୟୁତ ସମସ୍ୟାର ସମାଧାନ ପାଇଁ ଆଗେଇ ଆସିଲେ ସାଧୁ ନେପାକ
ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ବିଦ୍ୟୁତ୍ ସମସ୍ୟା ସମାଧାନ ଦାବିରେ ସୋମବାର ପୂର୍ବତନ ବରଗଡ଼ ବିଧାୟକ ସାଧୁ ନେପାକ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ବିଭୂତି ଭୂଷଣ ଶତପଥୀଙ୍କୁ ଭେଟିଥିଲେ। ନିର୍ବାହୀଯନ୍ତ୍ରୀଙ୍କ ସହିତ ଆଲୋଚନା କରି ବିଦ୍ୟୁତ୍ ସମସ୍ୟା ସମୂହର ତ୍ୱରିତ…
ଚର୍ଚ୍ଚାରେ ବନ କର୍ମଚାରୀଙ୍କ ଆନ୍ଦୋଳନ: ଅଧେ ଛୁଟିରେ, ଅଧେ କାର୍ଯ୍ୟରତ
ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ବନଖଣ୍ଡ ଅଧୀନରେ କାର୍ଯ୍ୟରତ ପ୍ରାୟ ୬୨ କର୍ମଚାରୀ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସୋମବାର ସେମାନେ ବନଖଣ୍ଡ ଅଧିକାରୀ (ଡିଏଫ୍ଓ)ଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଆରମ୍ଭ କରିଥିବାବେଳେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଅଛନ୍ତି। ଡିଏଫ୍ଓ ସେମାନଙ୍କୁ ଶାରୀରିକ, ମାନସିକ…
ଧାରଣାକୁ ୫୦ଦିନ ପୂରିଲା, ଉଠିଲାନି ଧାନ: ବିଧାୟକଙ୍କ କଥା ରଖିଲେ, ବ୍ୟକ୍ତିଗତ ଜଣାଇଲେ ସମସ୍ୟା
ବରଗଡ଼,୨୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉମାତ୍ର ୨ସପ୍ତାହ ପରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। କିନ୍ତୁ ବିଭାଗୀୟ କର୍ମଚାରୀଙ୍କ ଅବହେଳା ଯୋଗୁ ପଞ୍ଜୀକରଣରୁ ବାଦ୍ ପଡ଼ି ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଗତବର୍ଷ ଖରିଫ୍ରେ ଅମଳ ଧାନକୁ ବିକ୍ରି କରିପାରି ନାହାନ୍ତି।…

