ବରଗଡ଼

ଚାଷୀଙ୍କ ପ୍ରତି ରହୁନାହିଁ କମ୍ପାନୀର ଦାୟିତ୍ୱ: ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପଦ୍ମପୁର,୨୭।୪ (ପ୍ରଦୀପ୍ତ ଦାଶ): ରାଜବୋଡାସମ୍ବର ଇନପୁଟ ଡିଲର ୟୁନିୟନ ପକ୍ଷରୁ ସୋମବାର ଭାରତ ପ୍ରଧାନମନ୍ତ୍ରୀ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୫ଦଫା ସମ୍ବଲିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ସ୍ଥାନୀୟ ଭେଉଁରିଆ ଛକର ୟୁନିୟନର କର୍ମକର୍ତ୍ତା ଗଣ ଏକ ବିରାଟ…

କେନାଲ ପାଣି ବନ୍ଦ ଘୋଷଣା, ଚାଷୀଙ୍କୁ ଫସଲ ରକ୍ଷା ଚିନ୍ତା

ବରଗଡ଼/ଭେଡ଼େନ,୨୭।୪(ପ୍ରେମାନନ୍ଦ ଖମାରୀ/ହୃଷୀକେଶ ଖମାରୀ): ବରଗଡ଼ ମୁଖ୍ୟ କେନାଲ ସେଚାଞ୍ଚଳ ଚାଷୀଙ୍କ ଜୀବନ ରେଖା। ହୀରାକୁଦ ଜଳଭଣ୍ଡାରରୁ ବାହାରିଥିବା ଏହି କେନାଲ ଉପରେ କେବଳ ବରଗଡ଼ ନୁହେଁ, ପଡ଼ୋଶୀ ସୋନପୁର ଏବଂ ବଲାଙ୍ଗୀର ଜିଲାର ଆଂଶିକ ଚାଷୀ ନିର୍ଭର କରିଥାନ୍ତି। କେନାଲ ପାଣି…

ବରଗଡ଼ରେ ବିକାଶ ବାଟବଣା, ଖରାଦିନେ ରାସ୍ତାରେ ବହୁଛି ଡ୍ରେନ୍‌ ପାଣି

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କେଉଁଠି ରାସ୍ତା ପ୍ରଶସ୍ତୀକରଣ ତ ଆଉ କେଉଁଠାରେ ରାସ୍ତାପାର୍ଶ୍ୱରେ ଡ୍ରେନ୍‌ ନିର୍ମାଣ ଚାଲିଛି। ମାତ୍ର ସହରର ବିଭିନ୍ନ ଗଳିକନ୍ଦିର ଅବସ୍ଥାକୁ…

ମରାମତି ନାଁରେ ଖୋଳିଦେଲେ ରାସ୍ତା, ଲୋକେ ହନ୍ତସନ୍ତ

ପଦ୍ମପୁର,୨୭।୪(ପ୍ରଦୀପ୍ତ ଦାଶ): ପ୍ରତି ଓ୍ବାର୍ଡ ଓ ଘରକୁ ପାଣି ପାଇପ ବିଛାଇବା ପାଇଁ ଠିକାଦାର ରାସ୍ତାକୁ ଭାଙ୍ଗି ଦେଉଛନ୍ତି। କିନ୍ତୁ କାମ ସାରିବା ପରେ ଏହି ରାସ୍ତା ମରାମତି କଥା ଭୁଲି ଯାଉଛନ୍ତି, ଯାହାକି ସାଧାରଣରେ ଅସନ୍ତୋଷ ସୃଷ୍ଟି ହୋଇଛି। ପଦ୍ମପୁର…

ଯାତ୍ରୀ ପ୍ରତୀକ୍ଷାଳୟରେ ପାନୀୟଜଳ ପ୍ରକଳ୍ପ ଅଚଳ, ଛାତରେ ଝୁଲୁଛି ଅକାମୀ ପଙ୍ଖା, ଆଶ୍ରୟ ନେବା ପାଇଁ…

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ତାତି ବଢ଼ୁଛି। ଗ୍ରୀଷ୍ମ ପ୍ରବାହ ସହିତ ଗୁଳୁଗୁଳି ଅନୁଭୂତ ହେଉଛି। ଏଭଳି ସ୍ଥିତିରେ ବରଗଡ଼ ସହର ପେଣ୍ଠସ୍ଥଳୀରେ ରହିଥିବା ସରକାରୀ ବସଷ୍ଟାଣ୍ଡରେ ସର୍ବନିମ୍ନ ମୌଳିକ ସେବା ଅପହଞ୍ଚ ହୋଇପଡ଼ିଛି। ଏଠାରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ନିତିଦିନିଆ ଘଟଣା ହୋଇପଡ଼ିଛି।…

ଏପ୍ରିଲ ୩୦ ସନ୍ଧ୍ୟାରୁ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ: ୨ ମାସ ଠପ୍‌ ପଡିବ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ୩୦ ତାରିଖ ସନ୍ଧ୍ୟା ୫ଟାରୁ ବରଗଡ଼ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ସେହିପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଆସନ୍ତା ମେ ମାସ ୧ତାରିଖରୁ ଜୁନ ମାସ ୩୦ ତାରିଖ ପର୍ଯ୍ୟନ୍ତ…

ମେ ୧୧ରୁ ବରଗଡ଼ରେ ରବି ଧାନକିଣା: ଜିଲାର ୧୮୩ ମଣ୍ଡିରେ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆସନ୍ତା ମେ ୧୧ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଏଥର ଜିଲାର ୧୮୩ ମଣ୍ଡିରେ ଧାନ କିଣାବିକା ହେବ। ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ମଣ୍ଡିଗୁଡ଼ିକରେ ଧାନ ସଂଗୃହୀତ ହେବ। ବିଗତବର୍ଷ ଭଳି ଏଥର…

ରବିଧାନ ସଂଗ୍ରହ ବୈଠକରେ ଖରିଫ୍‌ ତାତି: ଚାଷୀ ଆନ୍ଦୋଳନ ଭୟରେ ପୋଲିସ ଛାଉଣି

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଅନେକ ଚାଷୀ ବିଭାଗୀୟ ଅବହେଳା ଯୋଗୁ ଏପର୍ଯ୍ୟନ୍ତ ଗତବର୍ଷ ଖରିଫ୍‌ରେ ଧାନ ବିକ୍ରି କରି ପାରିନାହାନ୍ତି। ଧାନବିକ୍ରି ଦାବିରେ ଜିଲାର ଭେଡ଼େନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଗ୍ରାମଗୁଡ଼ିକର ଚାଷୀମାନେ ଝଡ଼ବର୍ଷା, ଖରାତାତି ସହି…

ରବିଧାନ ସଂଗ୍ରହ କମିଟି ବୈଠକ: ମେ’ ୧୧ରୁ ରବିଧାନ କିଣାବିକା

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମେ’ ୧୧ତାରିଖରୁ ଜିଲାରେ ରବିଧାନ କିଣାବିକା ଆରମ୍ଭ ହେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକରେ ଜନପ୍ରତିନିଧି, ମିଲର୍ସ,…

ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ: ସ୍ଥାୟୀ ସମାଧାନ ଦାବି

ପଦ୍ମପୁର,୨୪ା୪ (ପ୍ରଦୀପ୍ତ ଦାଶ):ପଦ୍ମପୁରରେ ଚିରାଚରିତ ସମସ୍ୟାରେ ପରିଣତ ହୋଇସାରିଛି ପାନୀୟ ଜଳ ସମସ୍ୟା। ଦୀର୍ଘ ବର୍ଷ ଧରି ଏହି ସମସ୍ୟା ଲାଗି ରହିଥିବା ବେଳେ ଏହାର ସ୍ଥାୟୀ ସମାଧାନ ହୋଇପାରୁନାହିଁ। ଫଳରେ ବର୍ତ୍ତମାନ ପଦ୍ମପୁର ଜନସାଧାରଣ ପାଣି ଟୋପାଏ ପାଇଁ ଡହଳବିକଳ…

ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ: ଧାନ ସଂଗ୍ରହ କମିଟି ବୈଠକ ପୂର୍ବରୁ ଘଟିଲା..

ବରଗଡ,୨୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ରହିଛି। ତେବେ ଏହି ବୈଠକ ପୂର୍ବରୁ ସକାଳୁ ପୋଲିସ କେତେକ ଚାଷୀନେତାଙ୍କୁ ଉଠାଇ ନେଇ ବିଭିନ୍ନ ଥାନାରେ ଅଟକ ରଖିବା…

ଚାଲିଥିଲା ସଟ୍ଟାଖେଳ: ମାଡି ବସିଲା ସଦର ଥାନା ପୋଲିସ୍, ୫ଅଭିଯୁକ୍ତ…

ବରଗଡ଼, ୨୩।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସଦର ଥାନା ପୋଲିସ୍ ସଟ୍ଟା କାରବାରରେ ବୁଧବାର ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ସଦର ଥାନା ଅନ୍ତର୍ଗତ ନିଲେଶ୍ବର ଗ୍ରାମର ନେପାଳ ସାହୁ(୪୬), ସଦାନନ୍ଦ ସାହୁ (୩୯), ଗିରିଜା ଶଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?