ଅସହ୍ୟ ତାତି : ପଥଚାରୀଙ୍କୁ ସରବତ୍ ବାଣ୍ଟିଲେ ବରଗଡ଼ ଏସପି
ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅସହ୍ୟ ତାତି ଅନୁଭୂତ ହେଉଛି। ଏହା ଜନ ଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପଥଚାରୀମାନଙ୍କ ଦୁର୍ଦ୍ଦଶା ବଢି ଚାଲିଛି। ରାସ୍ତାପାର୍ଶ୍ବରେ ଆଶ୍ରୟ ଏବଂ ପାନୀୟ ଜଳ ପାଇଁ ସେମାନଙ୍କୁ ବହୁବିଧ ଅସୁବିଧାର ସମ୍ମୁଖିନ ହେବାକୁ ପଡୁଛି…
ଜିଲା ବିକାଶ ସମନ୍ବୟ ଓ ପରିଚାଳନା କମିଟି ବୈଠକ: ଜିଲାର ସମସ୍ତ ଗ୍ରାମରେ ପାନୀୟଜଳ ଯୋଗାଣକୁ ତ୍ୱରାନ୍ବିତ କରିବାକୁ ଏମ୍ପିଙ୍କ ନିର୍ଦ୍ଦେଶ
ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲା ବିକାଶ ସମନ୍ବୟ ଏବଂ ପରିଚାଳନା କମିଟି(ଦିଶା)ର ତୃତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବରଗଡ ଲୋକ ସଭା ଏମ୍ପି ପ୍ରଦୀପ ପୁରୋହିତ ଏଥିରେ ଅଧ୍ୟକ୍ଷତା କରିଥିଲେ । ବୈଠକର…
ତାତି ଥମିନି, ଆଶ୍ରୟ ପାଇଁ ଜାଗା ନାହିଁ: ଲୋକେ ହଟହଟା
ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ): ତାପମାତ୍ରା ଥମିବାର ନଁା ନେଉ ନାହିଁ। ବରଗଡ଼ ଜିଲାରେ ଦିନକୁଦିନ ତାପମାତ୍ରା ବଢ଼ି ଚାଲିଛି। ତାତି ସାଙ୍ଗକୁ ଗୁଳୁଗୁଳି, ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଆହୁରି ଦହଗଞ୍ଜ କରିପକାଉଛି। ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଏହାର ପ୍ରଭାବ ଲାଗି ରହୁଛି। ରାତିରେ…
ପର୍ଯ୍ୟଟନ ମାନଚିତ୍ରରେ ସାମିଲ ହେଲା ବରଗଡ଼ ଜିଲାର ଏହି ପର୍ଯ୍ୟଟନ କ୍ଷେତ୍ର
ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ୨ ଶୈବପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କେନ୍ଦ୍ରର ମାନ୍ୟତା ଦେଇଛନ୍ତି। ସେଗୁଡ଼ିକ ହେଲା, ପଶ୍ଚିମ ଓଡ଼ିଶାର ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡାର ବିଶେଶ୍ୱର ମନ୍ଦିର ଏବଂ ବରଗଡ଼…
ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି
ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜିଲାର ସମସ୍ତ ସ୍କୁଲ, କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନୱାଡ଼ି…
ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ
ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ ଏହି ପ୍ରକଳ୍ପ ଶୁଖିଲା ଅବସ୍ଥାରେ ପଡ଼ିଛି। ଅପରପକ୍ଷରେ ଅଙ୍ଗନଦୀରେ ଥିବା ନାଗେନ ଦର୍ହାର…
ବିଜିଲି ବଗର୍ତ୍ତିଙ୍କ ଘରକୁ ନାହିଁ ବିଜୁଳି, ବରଗଡ଼ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ପୂର୍ବତନ ବିଧାୟକ
ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜମୁର୍ଡା ଟାଙ୍ଗରପଡା ନିବାସୀ ବିଜିଲି ବଗର୍ତ୍ତିଙ୍କ ଘରକୁ ବିଦ୍ୟୁତ୍ ସଂଯୋଗ ନାହିଁ। ଘର ମଧ୍ୟ ବିପଦ ଶଙ୍କୁଳ ଅବସ୍ଥାରେ ରହିଛି। ବରଗଡ଼ର ପୂର୍ବତନ ବିଧାୟକ ସାଧୁ ଚରଣ ନେପାକ ମଙ୍ଗଳବାର ଉକ୍ତ ଗ୍ରାମକୁ ପରିଦର୍ଶନରେ…
୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ: ଯୌତୁକ ପ୍ରଥା ବିରୋଧରେ ବଡ଼ ସାମାଜିକ ବାର୍ତ୍ତା
ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମଙ୍ଗଳବାର ବରଗଡ଼ ଜିଲା ମୁଖ୍ୟାଳୟସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। କାର୍ଯ୍ୟକ୍ରମରେ ବରଗଡ଼ ଲୋକ ସଭା ଏମ୍ପି ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବଦମ୍ପତିଙ୍କୁ…
ଢାବାରେ ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା…
ବରଗଡ଼,୨୦ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଧାଙ୍ଗେର ଆନ୍ଧ୍ରାଟିକ୍ରା ନିକଟ ଜୟ ଦୁର୍ଗା ଢାବାରେ ଦେହ ବ୍ୟବସାୟ ଚାଲିଥିବାବେଳେ ସୋମବାର ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ଜଣେ ଦେହଜୀବୀଙ୍କୁ ଉଦ୍ଧାର କରିଥିବାବେଳେ ୫ଜଣଙ୍କୁ ଗିରଫ କରିଛି। ଗିରଫ…
ଆଜି ଅଖିମୁଠି ଅନୁକୂଳ, ଚାଷୀଙ୍କ ଉତ୍ସାହ ନାହିଁ
ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ): ସୋମବାର କୃଷିଭିତ୍ତିକ ପର୍ବ ଅକ୍ଷୟ ତୃତୀୟା। ଚାଷୀମାନେ ଚାଷ ପାଇଁ ପାଗ ଭିଡ଼ିବେ। କେବଳ ସେତିକି ନୁହେଁ, ରାଜ୍ୟର ବିଭିନ୍ନ ସ୍ଥାନରେ ଜିଲାପାଳଙ୍କଠୁ ଜନ ପ୍ରତନିଧିମାନେ ମଧ୍ୟ କ୍ଷେତକୁ ଆସି ହଳ, ନଙ୍ଗଳ ଧରି ଅଖିମୁଠି ଅନୁକୁଳ କରିବେ।…
ଅସହ୍ୟ ତାତି: ବରଗଡ଼ରେ ୨୨ ପର୍ଯ୍ୟନ୍ତ ସ୍କୁଲ-କଲେଜ ଛୁଟି
ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାରି ଭିତରେ ବରଗଡ଼ ଜିଲାରେ ମଧ୍ୟ ଅସହ୍ୟ ତାତି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବରଗଡ ଜିଲାପାଳ ଆଦିତ୍ୟ ଗୋୟଲ ସ୍କୁଲ, କଲେଜ ଏବଂ ଅଙ୍ଗନଓ୍ବାଡି…
ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ: ଅଞ୍ଚଳରେ ଚାଞ୍ଚଲ୍ୟ
କଲ୍ୟାଣସିଂହପୁର,୧୯।୪ (ଦୀପକ କୁମାର ପରିଡା ): ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ଗୁମ୍ମା ଗାଁରେ ଶନିବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ସୁରେନ୍ଦ୍ର ବିଭର (୨୫)। ମୃତ୍ୟୁର…

