ଅସହ୍ୟ ତାତି, ଜନଜୀବନ କଲବଲ: ଛାତ୍ରୀଛାତ୍ରଙ୍କୁ ଗ୍ରୀଷ୍ମକଷ୍ଟ, ବଢ଼ୁଛି ଅସନ୍ତୋଷ
ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ): ତାତି ବଢୁଛି। ଗୁଳୁଗୁଳି ବି ହେଉଛି। ସକାଳ ୯ଟାରୁ ତାତିର ପ୍ରକୋପ ବଢ଼ିବାରେ ଲାଗିଛି। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଲାଗି ରହିଛି। ଏହା ଅସହ୍ୟ ହୋଇ ପଡୁଥିବାରୁ ଜୀବନ ଦହଗଞ୍ଜ ହୋଇ ପଡ଼ିଛି। ବରଗଡ଼ ଜିଲାରେ ବର୍ତ୍ତମାନ ଏଭଳି…
ଚାଷୀଙ୍କ ଦୁଃଖ: ମିଳିଲାନି ଟୋକନ, ଚିକିତ୍ସା ପାଇଁ କମ୍ ଦରରେ ଧାନ ବିକିଲେ ଚାଷୀ
ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି । ଏହାକୁ ନେଇ ସମ୍ପୃକ୍ତ ଚାଷୀଙ୍କ ଦୂଃଖ ବଢି ଚାଲିଛି। ଗତ…
ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି
ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ ଫେରିବା କୋମଳମତି ଛାତ୍ରୀଛାତ୍ରଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡ଼ୁଛି। ଏଭଳି ସ୍ଥିତିରେ ସ୍କୁଲ କଲେଜ…
ବରଗଡ଼ ଯାଉଥିବାବେଳେ ବସ୍ରେ ଟଳିପଡିଲେ ଯାତ୍ରୀ
ସମ୍ବଲପୁର/ବରଗଡ଼,୧୮ା୪(ପ୍ରମୋଦ ବହିଦାର/ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ଅଇଁଠାପାଲି ବସଷ୍ଟାଣ୍ଡରେ ଗୁରୁବାର ସନ୍ଧ୍ୟାରେ ବସ୍ ଭିତରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଯାତ୍ରୀ ଜଣକ ହେଲେ ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କରଣ୍ଡୁଲା ଦାମପାଲି ଗ୍ରାମର କୁଳମଣି କୁମ୍ଭାର(୩୦)। ଗୁରୁବାର ସନ୍ଧ୍ୟାରେ…
ଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଜିଲାପାଳଙ୍କୁ ଫେରାଦ
ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଏଠାରେ ଧାନବିକ୍ରି ସମସ୍ୟା ସାଧାରଣରେ ପରିଣତ ହୋଇଥିବାବେଳେ ଅଦିନିଆଁ ବର୍ଷା, କରାମାଡ଼, ରୋଗପୋକ ଉପଦ୍ରବରୁ ଫସଲକ୍ଷତି ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଅନ୍ୟପଟେ ଜିଲାର ଚାଷୀମାନେ ଫସଲବୀମା କରିଥିଲେ ମଧ୍ୟ…
ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…
ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର ସୁରକ୍ଷିତ ଭାବେ ଘରକୁ ଫେରିଛନ୍ତି। ସେମାନେ ଘରକୁ ପହଞ୍ଚିବା ପରେ ପରିବାରରେ ଖୁସି…
ବ୍ରିଜ କାନ୍ଥକୁ ପିଟି ହୋଇ ଓଲଟି ପଡିଲା CRPF ବାଟାଲିଅନ ଗାଡ଼ି, ୨ ଗୁରୁତର
ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର ): ଦୁର୍ଘଟଣା ଗସ୍ତ ହେଲା CRPF ବାଟାଲିଅନ ଗାଡ଼ି । ସମ୍ବଲପୁର ବରଗଡ଼ ୫୩ନଂ ଜାତୀୟ ରାଜପଥ ଅତାବିରା ଦମଦମା ପୋଲ ଉପରେ ଶୁକ୍ରବାର ସକାଳ ୭ଟାରେ ଭାରସାମ୍ୟ ହରାଇ ବ୍ରିଜ କାନ୍ଥକୁ ପିଟି ବୋଲେରୋଟି ଓଲଟି…
ଟାଣଖରାରେ ଉଚ୍ଛେଦକୁ ବିରୋଧ: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ
ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପ୍ରଶାସନ ପକ୍ଷରୁ ଉଚ୍ଛେଦ ଅଭିଯାନ ଚାଲିଛି। ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ କରାଯାଉଛି। ତେବେ ଟାଣଖରା, ଗୁଳୁଗୁଳି ଯୋଗୁ ଘରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡୁ ଥିବାବେଳେ ସହରର…
ସିବିଏସ୍ଇ ଦଶମ ପରୀକ୍ଷାରେ ବିକାଶର ବାଜିମାତ୍: ସମ୍ବ୍ରିଦ୍ଧି ପାଣିଗ୍ରାହୀ ଟପ୍ପର
ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ):ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବାଜିମାତ୍ କରିଛନ୍ତି। ବିଦ୍ୟାଳୟର ୨୯ଜଣ ଛାତ୍ରୀଛାତ୍ର ୯୫, ୮୮ଛାତ୍ରୀଛାତ୍ର ୯୦ ଏବଂ ୧୭୩ ଛାତ୍ରୀଛାତ୍ର ୮୦ରୁ ଊର୍ଦ୍ଧ୍ୱ ପ୍ରତିଶତ ମାର୍କ ରଖିଛନ୍ତି। ସମ୍ବ୍ରିଦ୍ଧି ପାଣିଗ୍ରାହୀ ୯୯.୨ ପ୍ରତିଶତ…
ରେକର୍ଡ ରଚିଲେ ଇଶିକା, ସଂସ୍କୃତି: ସିବିଏସ୍ଇ ପରୀକ୍ଷାରେ ସଂସ୍କାର ସ୍କୁଲର ସଫଳତା
ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ):ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ ବରଗଡ଼ସ୍ଥିତ ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ବିଦ୍ୟାଳୟର ଇଶିକା ଅଗ୍ରୱାଲ ଓ ସଂସ୍କୃତି ଜୈନ ୯୯.୨ ପ୍ରତିଶତ ଲେଖାଏ ମାର୍କ ରଖି ରେକର୍ଡ ରଚିଛନ୍ତି ବୋଲି ସ୍କୁଲ କର୍ତ୍ତୃପକ୍ଷ…
ଫୁଟବଲ୍ ପଡିଆରେ ଚାଲିଥିଲା କଫ ସିରପ କାରବାର, ମାଡି ବସିଲା ବରଗଡ଼ ପୋଲିସ୍
ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ ସଫଳତା । କଫ୍ ସିରପ କାରବାର ବେଳେ ମାଡିବସିଲା ପୋଲିସ । ବେହେରା ଫୁଟବଲ ପଡିଆରେ ଏହି କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢାଉ କରିଥିଲା। ଚଢାଉ ସମୟରେ ୯୬୦ ବୋତଲ…
ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍: ମାଟିରେ ମିଶିଲା ଦୋକାନ ଗୃହ
ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ ଜାରି ରହିଛି। ବୁଧବାର ସ୍ଥାନୀୟ ଘରୋଇ ବସଷ୍ଟାଣ୍ଡ କେନାଲ ଛକ ବହ୍ନିକନ୍ୟା ପାର୍ବତୀ…

