ବରଗଡ଼

ଧାନମଣ୍ଡି ପାଇଁ ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କେବାଡ଼ ଗ୍ରାମରେ ଏକ ଧାନମଣ୍ଡି ଖୋଲିବାକୁ ଦାବି ହୋଇଛି। ଏହି ଦାବି ନେଇ ବୁଧବାର ଗ୍ରାମର ଚାଷୀମାନେ ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ଦାବିପତ୍ର ପ୍ରଦାନ…

ରାସ୍ତା ନ ଥିବାରୁ ରନ୍ଧା ସାମଗ୍ରୀ ଧରି ଧାରଣା ବସିଲେ ପଡ଼ାବାସୀ

ବରଗଡ଼,୧୬ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା ଗ୍ରାମର ନୂଆଁପଡ଼ା। ଦୀର୍ଘ ୭ବର୍ଷ ପୂର୍ବରୁ ଲୋକେ ଏଠାରେ ବସତି ସ୍ଥାପନ କରିଛନ୍ତି। ଏହି ପଡ଼ାରେ ଏବେ ୧୪ ପରିବାରର ୮୦ରୁ ଊଦ୍ଧର୍‌ବ ଲୋକ ରହୁଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ,…

ମା’ ଶ୍ୟାମାକାଳୀ ମନ୍ଦିରରେ ହନୁମାନ ଜୟନ୍ତୀ: ଜୟ ଶ୍ରୀରାମ ଧ୍ୱନିରେ ଗୁଞ୍ଜରିତ ହେଲା ପରିବେଶ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ମା’ ଶ୍ୟାମାକାଳୀ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ଅବସରରେ ଏକ ଭବ୍ୟ ଓ ଆଧ୍ୟାତ୍ମିକ ମହାସମାରୋହର ଆୟୋଜନ କରାଯାଇଥିଲା। ଜୟ ଶ୍ରୀରାମ ଧ୍ୱନିରେ ପରିପୂର୍ଣ୍ଣ ହୋଇଯାଇଥିଲା ସମଗ୍ର ପରିବେଶ। ଭକ୍ତମାନଙ୍କ ଭିଡ଼, ଶ୍ରଦ୍ଧା ଓ ଭକ୍ତିର ମହଳରେ ସମଗ୍ର…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ ବିକ୍ରି କରି ପାରିନାହାନ୍ତି। ବିଭାଗୀୟ ଅବହେଳା ଯୋଗୁ ସେମାନେ ଧାନବିକ୍ରି ପଞ୍ଜୀକରଣରୁ ବଞ୍ଚିତ…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ। ମହୁଲ ଫୁଲର ମହକରେ ଗଛର ପାରିପାର୍ଶ୍ୱିକ ଅଞ୍ଚଳ ମହକି ଉଠିଥାଏ। କେବଳ ମହୁମାଛି…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ ପିକଅପ୍ ଭ୍ୟାନ (OR _17k 6167)କୁ ଜବତ କରାଯାଇଛି । ଉକ୍ତ ଗାଡି…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା ବିନିମୟରେ ଶନିବାର ବରଗଡ଼ ସହର ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ। ଓଡ଼ିଶା ସରକାର ଜଳ ସମ୍ପଦ ବିଭାଗ ପକ୍ଷରୁ ବରଗଡ଼ – ସମ୍ବଲପୁର ୫୩…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ବିଭାଗୀୟ ଅବହେଳା…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର ଅଭିମୁଖେ ଯାଉଥିବା ଘରୋଇ ବସ (ଲକ୍ଷ୍ମୀ) ସୋହେଲା ଡଙ୍ଗାଘାଟ ନାଲା ପାର ହୋଇ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ ଆବଶ୍ୟକ ସ୍ବାସ୍ଥ୍ୟସେବା ମିଳୁନାହିଁ। କେବଳ କେମୋଥେରାପିରେ ଚିକିତ୍ସା ସୀମିତ ରହିଯାଇଛି। ଏଭଳି ସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ କଂଗ୍ରେସ ଭବନରେ ଶତାଧିକ ସମର୍ଥକଙ୍କ ଗହଣରେ ପିସିସି ସଭାପତି ଭକ୍ତ ଚରଣ ଦାସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?