ବରଗଡ଼

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ ଚଢ଼ାଉ କରି ବିପୁଳ ପରିମାଣର ବେଆଇନ କଫ୍‌ ସିରପ୍‌ ସହ ପ୍ରଚୁର ନଗଦ…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ ଗୋଡ଼ କାଟିବାକୁ ପଡ଼ିଥିଲା। ଫଳରେ ସେ ଦିବ୍ୟାଙ୍ଗ ହୋଇ ପଡ଼ିଛନ୍ତି। ଅନ୍ୟପଟେ ତାଙ୍କ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ବରଗଡ଼ ଜିଲା…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ ଏଣ୍ଟରପ୍ରିନରସିପ୍‌ ଏଣ୍ଡ୍‌ ସ୍କିଲ୍‌ ଅଫ୍‌ ଏସ୍‌ଏଚ୍‌ଜି) ପକ୍ଷରୁ ବ୍ଲକ ସଂଯୋଜକ ଏବଂ ଜୀବିକା…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ, କାଦୋବାହାଲ ଗ୍ରାମର ପରମାନନ୍ଦ ରୋହିଦାସ, ଓ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌ ଥ୍ରୁ ଏଣ୍ଟରପ୍ରିନରସିପ୍‌ ଏଣ୍ଡ୍‌ ସ୍କିଲ୍‌ ଅଫ୍‌ ଏସଏଚଜି) ପକ୍ଷରୁ ରାଜ୍ୟର ୮ଜିଲା ବଲାଙ୍ଗୀର,…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ ପରେ ଅର୍ଥାତ୍‌ ୧୫ ତାରିଖ ମଙ୍ଗଳବାର ପାହାନ୍ତିଆ ହେବା ପୂର୍ବରୁ ଏକ ଶୂନ୍‌ଶାନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ ପୋଲିସ ଗଣ୍ଡତୁରୁମ ଗ୍ରାମର ଅନିଲ ସେଠ (୩୬)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର ବିଜେପୁର ଥାନା ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତ ୩ ତାରିଖରେ…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି ପ୍ରଭାବିତ ହୋଇଥିଲା। ହେଲେ ଏପର୍ଯ୍ୟନ୍ତ ପ୍ରଭାବିତ ଲୋକଙ୍କୁ ଆଶାନୁରୂପ କ୍ଷତିପୂରଣ ମିଳି ନ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ ଧକ୍କା ଦେବାରୁ ୨ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବରଗଡ଼ ସଦର…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ‘ସିଏମ୍‌ କିଷାନ ଯୋଜନା’ର ରବି ୨୦୨୬-୨୭ ଋତୁ ପାଇଁ ସହାୟତା ରାଶି ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?