ବରଗଡ଼

ଅସ୍ତିତ୍ୱ ଖୋଜୁଛି ଜଳାଶୟ, ସଭିଁଏ ନୀରବ

ବରଗଡ଼,୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଏକଦା ବନ୍ଧ, କଟା ଭଳି ଅନେକ ଜଳାଶୟ ରହିଥିଲା। ଦୂରଦୃଷ୍ଟି ରଖି ପୂର୍ବପୁରୁଷମାନେ ନିଜେ ଶ୍ରମଦାନ କରି ସେଗୁଡ଼ିକ ଖୋଲିଥିଲେ। ସେହି ଜଳାଶୟ ଗୁଡ଼ିକ କେବଳ ଲୋକଙ୍କ ଜଳକଷ୍ଟ ମେଣ୍ଟାଉ ଥିଲା, ତାହା ନୁହେଁ। ଅଞ୍ଚଳର ଜଳସ୍ତରକୁ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି ହରିହର ପ୍ରଧାନଙ୍କ ସଭାପତିତ୍ବ ଓ ଯୁଗ୍ମ ସମ୍ପାଦକ ସଚ୍ଚିଦାନନ୍ଦ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ…

ବରଗଡ଼ ଜିଲା ମାଟ୍ରିକ୍‌ ଫଳ: କମିଛି ପାସ୍‌ ହାର, ବଢ଼ିଛି A-1 ଗ୍ରେଡ୍‌

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ଗତବର୍ଷ ଏବଂ ଚଳିତବର୍ଷ ମାଟ୍ରିକ ପରୀକ୍ଷାଫଳକୁ ତୁଳନା କଲେ ସମାନ ଦିନରେ ପରୀକ୍ଷାଫଳ ପ୍ରକାଶ ପାଇଛି। କିନ୍ତୁ ଏଥର ପରୀକ୍ଷାଫଳ ଗତବର୍ଷ ପରୀକ୍ଷା ଫଳ ତୁଳନାରେ ହ୍ରାସ ପାଇଛି। ଗତବର୍ଷ ମଧ୍ୟ ମେ’ ମାସ ୨ତାରିଖରେ ପରୀକ୍ଷାଫଳ ପ୍ରକାଶ…

ବିନା ଟ୍ୟୁସନରେ ମାଟ୍ରିକ୍‌ ଟପ୍ପର, ବଡ଼ ହେଲେ ଡାକ୍ତର ହେବେ କହିଲେ ଦୀପଶିଖା

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟରେ ପାଠପଢ଼ା ବ୍ୟତୀତ ଘରେ ଦୈନିକ ୬ରୁ ୭ଘଣ୍ଟା ପଢ଼ୁଥିଲି। ଟ୍ୟୁସର ପଢ଼ୁ ନ ଥିଲି। ପଦ୍ମପୁରସ୍ଥିତ ନାନା ମମତା(ବାପାଙ୍କ ଭଉଣୀ) ଘରେ ରହୁଛନ୍ତି ଏବଂ ନାନା ପଢ଼ାପଢ଼ିରେ ଗାଇଡ୍‌ କରୁଥିଲେ ବୋଲି ବରଗଡ଼ ଜିଲା ଟପ୍ପର ହୋଇଥିବା…

ପ୍ରବାସୀ ଶ୍ରମିକ ଦମ୍ପତିଙ୍କ ପୁଅ ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ, ଇଞ୍ଜିନିୟର ହେବା ସହ ସଫଳ…

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ) – ଶନିବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି ।ଏଥିରେ ଜିଲାର ୪୬ଜଣ ଛାତ୍ରୀଛାତ୍ର ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଅର୍ଥାତ୍ ଜିଲାର ଏ-୧ ଗ୍ରେଡ୍ ତାଲିକାର ଏକାଦଶ ସ୍ଥାନରେ ରହିଥିବା ବରଗଡ଼ ଜିଲା ଝାରବନ୍ଧ…

ବରଗଡ଼ରେ ପାସ୍‌ହାର ୯୬.୪୧ ପ୍ରତିଶତ, ଦୀପଶିଖା ଗଡ଼ତିଆ ଜିଲା ଟପ୍ପର

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ ବରଗଡ଼ ଜିଲା ରାଜ୍ୟରେ ବିଂଶ(୨୦ତମ) ସ୍ଥାନରେ ରହିଛି। ଜିଲାରେ ପାସ୍‌ ହାର ୯୬.୪୧ ପ୍ରତିଶତ ରହିଥିବାବେଳେ ଜିଲାର ୩୧୯ ବିଦ୍ୟାଳୟ ମଧ୍ୟରୁ…

ଚାକିରି ରେଗୁଲାର କରାଇଦେବା ନାଁରେ ଚାହୁଁଥିଲେ ଯୌନ ସୁଖ: ରସିକିଆ ସମ୍ପାଦକ ବାବୁଙ୍କ ନାଁରେ ମାମଲା ରୁଜ୍ଜୁ

ଅତାବିରା,୨।୫(ଯୁଧିଷ୍ଠିର ମହାପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ନାଁରେ ଆସିଲା ଯୌନ କେଳେଙ୍କାରୀର ଅଭିଯୋଗ। ବରଗଡ଼ ଜିଲା ଅତାବିରା ଆରଏମସି ସମ୍ପାଦକ ଶଶାଙ୍କ ଶେଖର ସାହାଣି ନିଜ ଅଫିସରେ କାର୍ଯ୍ୟରତ ଜଣେ ଅସ୍ଥାୟୀ ମହିଳା କର୍ମଚାରୀଙ୍କୁ ସ୍ଥାୟୀ ଚାକିରି କରାଇ ଦେବା…

ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ: ପୁଣି ଜୋର୍‌ ଧରିଲା ଉଚ୍ଛେଦ ଦାବି

ବରଗଡ,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବହୁଚର୍ଚ୍ଚିତ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବି ପୁଣି ତେଜି ଉଠିଛି। ଏହି ଦାବି ନେଇ ବରଗଡ଼ ନାଗରିକ ମଞ୍ଚର ଏକ ପ୍ରତିନିଧି ଦଳ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଛନ୍ତି।…

ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଚମତ୍କାର ପ୍ରଦର୍ଶନ: ସଂସ୍କୃତି ଟପ୍ପର

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ):ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ସଦ୍ୟ ପ୍ରକାଶ ପାଇଥିବା +୩ କଳା, ବିଜ୍ଞାନ ଓ ବାଣିଜ୍ୟ ଶେଷବର୍ଷ ପରୀକ୍ଷାଫଳରେ ବରଗଡ଼ର ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଉତ୍କୃଷ୍ଟ ପ୍ରଦର୍ଶନ କରିଛନ୍ତି। ଉକ୍ତ କଲେଜର ୧୮ଜଣ ଛାତ୍ରୀଛାତ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ଶ୍ରେଷ୍ଠ ଦଶଜଣଙ୍କ…

ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…

ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାଲିଆ ସିଂଙ୍କ ବଡ଼ ପୁଅ…

ବରଗଡ଼ରେ ଜିଲା ନୋଡାଲ ଅଧିକାରୀ: ବିଭିନ୍ନ କାର୍ଯ୍ୟର କଲେ ସମୀକ୍ଷା

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ମାଇନିଂ କର୍ପୋରେସନ ଏବଂ ଇସ୍ପାତ ଓ ଖଣି ବିଭାଗର ପରିଚାଳନା ନିର୍ଦ୍ଦେଶକ ତଥା ବରଗଡ଼ ଜିଲା ନୋଡାଲ ଅଧିକାରୀ ସୁଧାଂଶୁ ମୋହନ ସାମଲ ଗୁରୁବାର ୨ଦିନିଆ ବରଗଡ ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ,କୃଷିକ୍ଷେତ୍ର,…

ଶିକ୍ଷା ବିଭାଗରେ କଳାଦାଗ: ମହିଳା ସିଆରସିସିଙ୍କୁ ନିର୍ଯାତନା ଦେଇ ବନ୍ଧାହେଲେ ଡିଇଓ-ବିଇଓ-ପିଇଟି

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ କାର୍ଯ୍ୟରତ ଜଣେ ମହିଳା ସିଆରସିସିଙ୍କୁ ନିର୍ଯାତନା ସହିତ ଅଶ୍ଳୀଳ ମେସେଜ୍‌ କରିବା ମହଙ୍ଗା ପଡିଛି। ଏଭଳି ଅଭିଯୋଗରେ ବରଗଡ଼ ଟାଉନ ଥାନା ପୋଲିସ ବରଗଡ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଜ୍ୟୋତିକାନ୍ତ ସାହୁ, ବରଗଡ଼ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?