ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ
ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ ହୋଇପଡୁଛି । ଗୋଟିଏ ପଟେ ବରଗଡ଼ ସହର ରାସ୍ତାପାର୍ଶ୍ୱରେ କୁଢ଼କୁଢ଼ ମଇଳା ଆବର୍ଜନା…
ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ସ୍ଥାନୀୟ ସମଲେଶ୍ଵରୀ ଉଚ୍ଚ ବିଦ୍ୟାଳୟ, ଅମ୍ବାପାଲିଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା ପରିଷଦ…
ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି
ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ ନଷ୍ଟ ହେଉଛି। ପଦ୍ମପୁର ସହର ବ୍ଲକ କଲୋନୀ ପାର୍ଶ୍ୱରେ ଥିବା ଏକମାତ୍ର ଚିଲଡ୍ରେନ…
ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼ କୁଢ଼ ମଇଳା, ଆବର୍ଜନା ପଡ଼ି ରହିଛି। ଏପରିକି ବିଭିନ୍ନ ସମୟରେ ସେଠାରେ ଅଗ୍ନି…
ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି। ଏଭଳି ସ୍ଥିତିରେ ଲୋକେ ମୁଣ୍ଡରେ ଗାମୁଛା ଘୋଡ଼ାଇ ଯାଉଥିବା ଦେଖିବାକୁ ମିଳୁଛି। ସେହିପରି…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ ଗୁରୁବାର ୨ଦିନ ଧରି ଜିଲାର ବିଭିନ୍ନ ବ୍ଲକରେ କୃଷି ବିଭାଗ ପକ୍ଷରୁ ଅତର୍କିତ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ ରଖିଥିଲା। ଗୁରୁବାର ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି ମାଡ଼ରେ ଜଣେ ଆହତ ହୋଇଥିବା ବେଳେ ପ୍ରତି ଆକ୍ରମଣରେ ଅଭିଯୁକ୍ତ ମଧ୍ୟ ଆହତ…
ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି
ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଥିଲା। ତେବେ ସେଠାରେ ଶାନ୍ତି ଫେରି ବସିଥିବାବେଳେ ବର୍ତ୍ତମାନ ଜିଲାର…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର ଦିନ ଭଟଲି ବଜାର ପଡ଼ାରେ ଏକ ଅତର୍କିତ ଚଢ଼ାଉ କରି ଜଣେ ମହିଳାଙ୍କୁ…
ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକ ବରଗଡ଼ ଜିଲା ଉଦ୍ଘାଟନ କରିଥିଲେ। ବୁଧବାରରୁ ଜିଲା ୩୪ବର୍ଷରେ ପଦାର୍ପଣ…
ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା ମାଙ୍କୁ ଶୀତଳଧାରା ଅର୍ପଣ କରାଯାଉଛି। ସକାଳ ୭ଟା ୨୨ମିନିଟରୁ ଚଣ୍ଡୀହୋମ ଆରମ୍ଭ ହୋଇଥିବାବେଳେ…

