ବରଗଡ଼

ମେ ୧୧ରୁ ବରଗଡ଼ରେ ରବି ଧାନକିଣା: ଜିଲାର ୧୮୩ ମଣ୍ଡିରେ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆସନ୍ତା ମେ ୧୧ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଏଥର ଜିଲାର ୧୮୩ ମଣ୍ଡିରେ ଧାନ କିଣାବିକା ହେବ। ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ମଣ୍ଡିଗୁଡ଼ିକରେ ଧାନ ସଂଗୃହୀତ ହେବ। ବିଗତବର୍ଷ ଭଳି ଏଥର…

ରବିଧାନ ସଂଗ୍ରହ ବୈଠକରେ ଖରିଫ୍‌ ତାତି: ଚାଷୀ ଆନ୍ଦୋଳନ ଭୟରେ ପୋଲିସ ଛାଉଣି

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଅନେକ ଚାଷୀ ବିଭାଗୀୟ ଅବହେଳା ଯୋଗୁ ଏପର୍ଯ୍ୟନ୍ତ ଗତବର୍ଷ ଖରିଫ୍‌ରେ ଧାନ ବିକ୍ରି କରି ପାରିନାହାନ୍ତି। ଧାନବିକ୍ରି ଦାବିରେ ଜିଲାର ଭେଡ଼େନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଗ୍ରାମଗୁଡ଼ିକର ଚାଷୀମାନେ ଝଡ଼ବର୍ଷା, ଖରାତାତି ସହି…

ରବିଧାନ ସଂଗ୍ରହ କମିଟି ବୈଠକ: ମେ’ ୧୧ରୁ ରବିଧାନ କିଣାବିକା

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମେ’ ୧୧ତାରିଖରୁ ଜିଲାରେ ରବିଧାନ କିଣାବିକା ଆରମ୍ଭ ହେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକରେ ଜନପ୍ରତିନିଧି, ମିଲର୍ସ,…

ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ: ସ୍ଥାୟୀ ସମାଧାନ ଦାବି

ପଦ୍ମପୁର,୨୪ା୪ (ପ୍ରଦୀପ୍ତ ଦାଶ):ପଦ୍ମପୁରରେ ଚିରାଚରିତ ସମସ୍ୟାରେ ପରିଣତ ହୋଇସାରିଛି ପାନୀୟ ଜଳ ସମସ୍ୟା। ଦୀର୍ଘ ବର୍ଷ ଧରି ଏହି ସମସ୍ୟା ଲାଗି ରହିଥିବା ବେଳେ ଏହାର ସ୍ଥାୟୀ ସମାଧାନ ହୋଇପାରୁନାହିଁ। ଫଳରେ ବର୍ତ୍ତମାନ ପଦ୍ମପୁର ଜନସାଧାରଣ ପାଣି ଟୋପାଏ ପାଇଁ ଡହଳବିକଳ…

ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ: ଧାନ ସଂଗ୍ରହ କମିଟି ବୈଠକ ପୂର୍ବରୁ ଘଟିଲା..

ବରଗଡ,୨୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ରହିଛି। ତେବେ ଏହି ବୈଠକ ପୂର୍ବରୁ ସକାଳୁ ପୋଲିସ କେତେକ ଚାଷୀନେତାଙ୍କୁ ଉଠାଇ ନେଇ ବିଭିନ୍ନ ଥାନାରେ ଅଟକ ରଖିବା…

ଚାଲିଥିଲା ସଟ୍ଟାଖେଳ: ମାଡି ବସିଲା ସଦର ଥାନା ପୋଲିସ୍, ୫ଅଭିଯୁକ୍ତ…

ବରଗଡ଼, ୨୩।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସଦର ଥାନା ପୋଲିସ୍ ସଟ୍ଟା କାରବାରରେ ବୁଧବାର ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ସଦର ଥାନା ଅନ୍ତର୍ଗତ ନିଲେଶ୍ବର ଗ୍ରାମର ନେପାଳ ସାହୁ(୪୬), ସଦାନନ୍ଦ ସାହୁ (୩୯), ଗିରିଜା ଶଙ୍କର…

ଅସହ୍ୟ ତାତି : ପଥଚାରୀଙ୍କୁ ସରବତ୍ ବାଣ୍ଟିଲେ ବରଗଡ଼ ଏସପି

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅସହ୍ୟ ତାତି ଅନୁଭୂତ ହେଉଛି। ଏହା ଜନ ଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପଥଚାରୀମାନଙ୍କ ଦୁର୍ଦ୍ଦଶା ବଢି ଚାଲିଛି। ରାସ୍ତାପାର୍ଶ୍ବରେ ଆଶ୍ରୟ ଏବଂ ପାନୀୟ ଜଳ ପାଇଁ ସେମାନଙ୍କୁ ବହୁବିଧ ଅସୁବିଧାର ସମ୍ମୁଖିନ ହେବାକୁ ପଡୁଛି…

ଜିଲା ବିକାଶ ସମନ୍ବୟ ଓ ପରିଚାଳନା କମିଟି ବୈଠକ: ଜିଲାର ସମସ୍ତ ଗ୍ରାମରେ ପାନୀୟଜଳ ଯୋଗାଣକୁ ତ୍ୱରାନ୍ବିତ କରିବାକୁ ଏମ୍‌ପିଙ୍କ ନିର୍ଦ୍ଦେଶ

ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲା ବିକାଶ ସମନ୍ବୟ ଏବଂ ପରିଚାଳନା କମିଟି(ଦିଶା)ର ତୃତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବରଗଡ ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତ ଏଥିରେ ଅଧ୍ୟକ୍ଷତା କରିଥିଲେ । ବୈଠକର…

ତାତି ଥମିନି, ଆଶ୍ରୟ ପାଇଁ ଜାଗା ନାହିଁ: ଲୋକେ ହଟହଟା

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ): ତାପମାତ୍ରା ଥମିବାର ନଁା ନେଉ ନାହିଁ। ବରଗଡ଼ ଜିଲାରେ ଦିନକୁଦିନ ତାପମାତ୍ରା ବଢ଼ି ଚାଲିଛି। ତାତି ସାଙ୍ଗକୁ ଗୁଳୁଗୁଳି, ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଆହୁରି ଦହଗଞ୍ଜ କରିପକାଉଛି। ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଏହାର ପ୍ରଭାବ ଲାଗି ରହୁଛି। ରାତିରେ…

ପର୍ଯ୍ୟଟନ ମାନଚିତ୍ରରେ ସାମିଲ ହେଲା ବରଗଡ଼ ଜିଲାର ଏହି ପର୍ଯ୍ୟଟନ କ୍ଷେତ୍ର

ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ୨ ଶୈବପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କେନ୍ଦ୍ରର ମାନ୍ୟତା ଦେଇଛନ୍ତି। ସେଗୁଡ଼ିକ ହେଲା, ପଶ୍ଚିମ ଓଡ଼ିଶାର ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡାର ବିଶେଶ୍ୱର ମନ୍ଦିର ଏବଂ ବରଗଡ଼…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜିଲାର ସମସ୍ତ ସ୍କୁଲ, କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନୱାଡ଼ି…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ ଏହି ପ୍ରକଳ୍ପ ଶୁଖିଲା ଅବସ୍ଥାରେ ପଡ଼ିଛି। ଅପରପକ୍ଷରେ ଅଙ୍ଗନଦୀରେ ଥିବା ନାଗେନ ଦର୍ହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?