ବରଗଡ଼

ବିଜିଲି ବଗର୍ତ୍ତିଙ୍କ ଘରକୁ ନାହିଁ ବିଜୁଳି, ବରଗଡ଼ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ପୂର୍ବତନ ବିଧାୟକ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜମୁର୍ଡା ଟାଙ୍ଗରପଡା ନିବାସୀ ବିଜିଲି ବଗର୍ତ୍ତିଙ୍କ ଘରକୁ ବିଦ୍ୟୁତ୍ ସଂଯୋଗ ନାହିଁ। ଘର ମଧ୍ୟ ବିପଦ ଶଙ୍କୁଳ ଅବସ୍ଥାରେ ରହିଛି। ବରଗଡ଼ର ପୂର୍ବତନ ବିଧାୟକ ସାଧୁ ଚରଣ ନେପାକ ମଙ୍ଗଳବାର ଉକ୍ତ ଗ୍ରାମକୁ ପରିଦର୍ଶନରେ…

୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ: ଯୌତୁକ ପ୍ରଥା ବିରୋଧରେ ବଡ଼ ସାମାଜିକ ବାର୍ତ୍ତା

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମଙ୍ଗଳବାର ବରଗଡ଼ ଜିଲା ମୁଖ୍ୟାଳୟସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। କାର୍ଯ୍ୟକ୍ରମରେ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବଦମ୍ପତିଙ୍କୁ…

ଢାବାରେ ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା…

ବରଗଡ଼,୨୦ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଧାଙ୍ଗେର ଆନ୍ଧ୍ରାଟିକ୍ରା ନିକଟ ଜୟ ଦୁର୍ଗା ଢାବାରେ ଦେହ ବ୍ୟବସାୟ ଚାଲିଥିବାବେଳେ ସୋମବାର ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ଜଣେ ଦେହଜୀବୀଙ୍କୁ ଉଦ୍ଧାର କରିଥିବାବେଳେ ୫ଜଣଙ୍କୁ ଗିରଫ କରିଛି। ଗିରଫ…

ଆଜି ଅଖିମୁଠି ଅନୁକୂଳ, ଚାଷୀଙ୍କ ଉତ୍ସାହ ନାହିଁ

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ): ସୋମବାର କୃଷିଭିତ୍ତିକ ପର୍ବ ଅକ୍ଷୟ ତୃତୀୟା। ଚାଷୀମାନେ ଚାଷ ପାଇଁ ପାଗ ଭିଡ଼ିବେ। କେବଳ ସେତିକି ନୁହେଁ, ରାଜ୍ୟର ବିଭିନ୍ନ ସ୍ଥାନରେ ଜିଲାପାଳଙ୍କଠୁ ଜନ ପ୍ରତନିଧିମାନେ ମଧ୍ୟ କ୍ଷେତକୁ ଆସି ହଳ, ନଙ୍ଗଳ ଧରି ଅଖିମୁଠି ଅନୁକୁଳ କରିବେ।…

ଅସହ୍ୟ ତାତି: ବରଗଡ଼ରେ ୨୨ ପର୍ଯ୍ୟନ୍ତ ସ୍କୁଲ-କଲେଜ ଛୁଟି

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାରି ଭିତରେ ବରଗଡ଼ ଜିଲାରେ ମଧ୍ୟ ଅସହ୍ୟ ତାତି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବରଗଡ ଜିଲାପାଳ ଆଦିତ୍ୟ ଗୋୟଲ ସ୍କୁଲ, କଲେଜ ଏବଂ ଅଙ୍ଗନଓ୍ବାଡି…

ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ: ଅଞ୍ଚଳରେ ଚାଞ୍ଚଲ୍ୟ

କଲ୍ୟାଣସିଂହପୁର,୧୯।୪ (ଦୀପକ କୁମାର ପରିଡା ): ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ଗୁମ୍ମା ଗାଁରେ ଶନିବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ସୁରେନ୍ଦ୍ର ବିଭର (୨୫)। ମୃତ୍ୟୁର…

ଅସହ୍ୟ ତାତି, ଜନଜୀବନ କଲବଲ: ଛାତ୍ରୀଛାତ୍ରଙ୍କୁ ଗ୍ରୀଷ୍ମକଷ୍ଟ, ବଢ଼ୁଛି ଅସନ୍ତୋଷ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ): ତାତି ବଢୁଛି। ଗୁଳୁଗୁଳି ବି ହେଉଛି। ସକାଳ ୯ଟାରୁ ତାତିର ପ୍ରକୋପ ବଢ଼ିବାରେ ଲାଗିଛି। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଲାଗି ରହିଛି। ଏହା ଅସହ୍ୟ ହୋଇ ପଡୁଥିବାରୁ ଜୀବନ ଦହଗଞ୍ଜ ହୋଇ ପଡ଼ିଛି। ବରଗଡ଼ ଜିଲାରେ ବର୍ତ୍ତମାନ ଏଭଳି…

ଚାଷୀଙ୍କ ଦୁଃଖ: ମିଳିଲାନି ଟୋକନ, ଚିକିତ୍ସା ପାଇଁ କମ୍ ଦରରେ ଧାନ ବିକିଲେ ଚାଷୀ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି । ଏହାକୁ ନେଇ ସମ୍ପୃକ୍ତ ଚାଷୀଙ୍କ ଦୂଃଖ ବଢି ଚାଲିଛି। ଗତ…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ ଫେରିବା କୋମଳମତି ଛାତ୍ରୀଛାତ୍ରଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡ଼ୁଛି। ଏଭଳି ସ୍ଥିତିରେ ସ୍କୁଲ କଲେଜ…

ବରଗଡ଼ ଯାଉଥିବାବେଳେ ବସ୍‌ରେ ଟଳିପଡିଲେ ଯାତ୍ରୀ

ସମ୍ବଲପୁର/ବରଗଡ଼,୧୮ା୪(ପ୍ରମୋଦ ବହିଦାର/ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ଅଇଁଠାପାଲି ବସଷ୍ଟାଣ୍ଡରେ ଗୁରୁବାର ସନ୍ଧ୍ୟାରେ ବସ୍‌ ଭିତରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଯାତ୍ରୀ ଜଣକ ହେଲେ ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କରଣ୍ଡୁଲା ଦାମପାଲି ଗ୍ରାମର କୁଳମଣି କୁମ୍ଭାର(୩୦)। ଗୁରୁବାର ସନ୍ଧ୍ୟାରେ…

ଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଏଠାରେ ଧାନବିକ୍ରି ସମସ୍ୟା ସାଧାରଣରେ ପରିଣତ ହୋଇଥିବାବେଳେ ଅଦିନିଆଁ ବର୍ଷା, କରାମାଡ଼, ରୋଗପୋକ ଉପଦ୍ରବରୁ ଫସଲକ୍ଷତି ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଅନ୍ୟପଟେ ଜିଲାର ଚାଷୀମାନେ ଫସଲବୀମା କରିଥିଲେ ମଧ୍ୟ…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର ସୁରକ୍ଷିତ ଭାବେ ଘରକୁ ଫେରିଛନ୍ତି। ସେମାନେ ଘରକୁ ପହଞ୍ଚିବା ପରେ ପରିବାରରେ ଖୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?