ଧର୍ମଘଟରେ ମୁଖ୍ୟମନ୍ତ୍ରୀ ବସ୍ସେବା ଡ୍ରାଇଭର ସଂଘ: ଗ୍ରାମାଞ୍ଚଳକୁ ଗଡ଼ିଲାନି ବସ୍
ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ):ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ବସ୍ସେବାର ଡ୍ରାଇଭର ସଂଘ ମଙ୍ଗଳବାରରୁ ଧର୍ମଘଟ ଆରମ୍ଭ କରିଛି। ବେତନ ବୃଦ୍ଧି, ବିନା ଦରମା କାଟି ମେଡ଼ିକାଲ ଲିଭ୍, ଠିକ୍ ସମୟରେ ନିୟମିତ ଦରମା ପ୍ରଦାନ, ଡ୍ରାଇଭର ସଂଖ୍ୟା ବୃଦ୍ଧି ଆଦି ଦାବି ନେଇ ଡ୍ରାଇଭରମାନେ…
ବିଜେପୁରରେ ବିଜେଡିକୁ ବଡ଼ ଝଟ୍କା, ଅନାସ୍ଥା ପ୍ରସ୍ତାବରେ ପଦ ହରାଇଲେ ବ୍ଲକ ଅଧ୍ୟକ୍ଷ ମୋତିରାମ ସାହୁ
ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ବିଜେପୁର ବ୍ଳକ ଅଧ୍ୟକ୍ଷ ପଦବୀ ପାଇଁ ମଙ୍ଗଳବାର ଅନାସ୍ଥା ଭୋଟ ହୋଇଥିଲା। ଏଥିରେ ବ୍ଲକ ଅଧ୍ୟକ୍ଷ ମୋତିରାମ ସାହୁ ନିଜ ପଦ ହରାଇଛନ୍ତି। ଉକ୍ତ ଅନାସ୍ଥା ଭୋଟରେ ୪୮ ଜଣ ମତଦାତା ଥିଲେ। ସେମାନଙ୍କ…
ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ଖୁସିଖବର: ନୂତନ ୩୩ କେ.ଭି. ଫିଡର୍ ଲାଇନର ଶୁଭାରମ୍ଭ
ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବିଦ୍ୟୁତ୍ ବିତରଣ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ଼ ତରଫରୁ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ହାତକୁ ନିଆଯାଇଛି। ଏହାକୁ ସୂଚାର ରୂପେ…
କାମ ଦେଲାନି କୀଟନାଶକ, ଧାନ ହେଲା ଅଗାଡି
ଭେଡେନ,୧୯।୫(ହୃଷୀକେଶ ଖମାରୀ)- ବରଗଡ଼ ଜିଲାରେ ଚାଷୀଙ୍କ ଦୁଃଖ ସରୁନି। ଧାନ ଫସଲ ଅମଳ ସମୟରେ ଫସଲରେ ରୋଗପୋକ ଉପଦ୍ରବ ଏବଂ ସେଥିରେ କୀଟନାଶକ ପ୍ରୟୋଗ ସତ୍ତ୍ବେ ତାହା କିଛି କାମକୁ ଆସି ନଥିବା ଅଭିଯୋଗ ହୋଇଛି। ଦେଶଭଟଲି ଗ୍ରାମର ଜଣେ ଭାଗଚାଷୀ…
ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍ ସମାଧାନ ନିର୍ଦ୍ଦେଶ
ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଗୋୟଲଙ୍କ ସମେତ ପଦ୍ମପୁର ଅତିରିକ୍ତ ଜିଲାପାଳ କୃଣାଲ ମୋତିରାମ ଚୌହାନ, ଜିଲା ପରିଷଦ…
ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ୍
ବରଗଡ଼,୧୯ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ୨୦୨୦ରେ ସଂଘଟିତ ଏକ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ଅତିରିକ୍ତ ଜିଲା ଦୌରା ଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍ ଅଭିଯୁକ୍ତ ବାପାଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି ।…
ହାଇକୋର୍ଟର ସବୁ ବିଚାରପତି ପାଇବେ ପୂର୍ଣ୍ଣ ପେନ୍ସନ୍
କଟକ,୧୯ା୫: ଏଣିକି ହାଇକୋର୍ଟର ସମସ୍ତ ଅବରସରପ୍ରାପ୍ତ ବିଚାରପତି ପୂର୍ଣ୍ଣ ପେନସନ ପାଇବେ। ଏନେଇ CJIଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି। ଯେକୌଣସି ତାରିଖରେ ଯୋଗ ଦେଇଥିଲେ ବି ପୂର୍ଣ୍ଣ ପେନ୍ସନ୍ ମିଳିବ। ଏଥିସହିତ ହାଇକୋର୍ଟର ଅତିରିକ୍ତ ବିଚାରପତିମାନେ ବି…
ପ୍ରଶାସନିକ ଅବହେଳା: ଉଜୁଡ଼ିଲାଣି ପନିପରିବା ଚାଷ, ଦୁର୍ଦ୍ଦଶା ଭୋଗୁଛନ୍ତି ଟୁପାପଡ଼ାର ମିଶ୍ରିତ ଚାଷୀ
ଅତାବିରା, ୧୮।୫(ଯୁଧିଷ୍ଠିର ମହାପାତ୍ର): ଚାଷୀ କେତେ କଷ୍ଟକରି ଫସଲ ଉତ୍ପାଦନ କରୁଛି। ହେଲେ କେତେବେଳେ ପ୍ରାକୃତିକ ବିପର୍ଯ୍ୟୟ ତ କେତେବେଳେ ଅଦିନିଆ ଝଡବତାସ ଏବଂ ପ୍ରଶାସନିକ ଅଧିକାରୀଙ୍କ ଅବହେଳାରୁ ଫସଲ ଉଜୁଡି ଯାଉଛି। ଏପରି ଏକ ଘଟଣା ଶନିବାର ଦେଖିବାକୁ ମିଳିଛି…
ଅସ୍ତିତ୍ୱ ହରାଉଛି ଜଳାଶୟ, ପୁନରୁଦ୍ଧାର ପାଇଁ ଗ୍ରାମବାସୀଙ୍କ ଦାବି
ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ବଗେଇବିରା ଗ୍ରାମରେ ରହିଥିବା ଏକ ଜଳାଶୟ ତେନ୍ତୁଳିମୁଣ୍ଡା ଅସ୍ତିତ୍ୱ ହରାଇ ବସିଛି। ଏହି ଜଳାଶୟ ଅନାବନା ଘାସଲଟା ଆଦିରେ ପରିପୂର୍ଣ୍ଣ ଥିବାବେଳେ ଦିନକୁ ଦିନ ସଂକୁଚିତ ହୋଇ ପଡୁଛି।…
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା ପ୍ରତିଷ୍ଠା ଦାବି: ବନ୍ଦ ପାଳନକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ
ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ର ସହ ଥାନା ପ୍ରତିଷ୍ଠା ଦାବିରେ ଶୁକ୍ରବାର ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସରେ ୬ ଘଣ୍ଟିଆ ବନ୍ଦ ପାଳନ ହୋଇଯାଇଛି । ବନ୍ଦ ପାଳନକୁ ଅଞ୍ଚଳରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଥିଲା। ବରଗଡ଼ ଜିଲା ଘେଁସ ସ୍ଥିତ…
ଛତିଶଗଡ଼ ଧାନ ଓଡ଼ିଶାରେ ଜବତ
ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୟରେ ଗୁରୁବାର ଛତିଶଗଡ଼ରୁ ଏକ ଧାନ ବୋଝେଇ ଟ୍ରକ୍ (ନଂ.ସିଜି୧୨ସି/୪୦୧୮) ବରଗଡ଼ରେ ପହଞ୍ଚତ୍ବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ପ୍ରଶାସନ ଉକ୍ତ ଟ୍ରକ୍କୁ…
କାର୍ ଭିତରେ ଯନ୍ତ୍ରୀଙ୍କ ମୃତଦେହ, ପୋଲିସର ତଦନ୍ତ ଆରମ୍ଭ
ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ବରଗଡ ସହର ଉପକଣ୍ଠ ହଳଦୀପାଲି ଛକରେ ଏକ ହୁଣ୍ଡାଇ କ୍ରେଟା ଗାଡି ଭିତରେ ଶୁକ୍ରବାର ସକାଳୁ ଜଣେ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ମୃତ ଯନ୍ତ୍ରୀ ହେଲେ, ଚଦ୍ର ଶେଖର ଝାଡ଼ିଆ । ସେ…
Archives


