ବରଗଡ଼

ଆଜି ୧ କି.ମି ଲମ୍ବ ତ୍ରିରଙ୍ଗା ପତାକା ଶୋଭାଯାତ୍ରା

ବରଗଡ଼ ଅଫିସ,୯।୮: ସ୍ବାଧୀନତାର ୭୫ବର୍ଷ ଉପଲକ୍ଷେ ସମଗ୍ର ଭାରତବର୍ଷ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ଅବସରରେ ମଙ୍ଗଳବାର କ୍ରାନ୍ତି ଦିବସରେ ବରଗଡ଼ର ବିକାଶ ଗ୍ରୁପ୍‌ ତ୍ରିରଙ୍ଗା ଶୋଭାଯାତ୍ରା କରିବାକୁ ନିଷ୍ପତ୍ତି ନେଇଛି। ବିକାଶ ଅଡ଼ିଟୋରିୟମରେ ଅନୁଷ୍ଠିତ...

ନୃସିଂହନାଥ ଝରଣାରେ ଫଶିଗଲେ କାଉଡ଼ିଆ

ବରଗଡ଼ ଅଫିସ,୮।୮: ଶ୍ରାବଣର ଶେଷ ସୋମବାରରେ ଆଜି ଶୈବପୀଠ ଗୁଡିକରେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା। ବରଗଡ଼ ଜିଲାର ନୃସିଂହନାଥ ମନ୍ଦିରରେ ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଥିଲା। ଓଡ଼ିଶା ସମେତ ପଡ଼ୋଶୀ ଛତିଶଗଡ଼ରୁ ହଜାର ହଜାର ଭକ୍ତ ମନ୍ଦିରକୁ...

୧୪ରେ ରେଳରୋକୋ ଆନ୍ଦୋଳନ

ପଦ୍ମପୁର, ୬।୮(ଡି.ଏନ.ଏ.): ବରଗଡ଼ ଜିଲା ରାଜବୋଡାସମ୍ବର କୃଷକ ସଙ୍ଗଠନର ସ୍ଥାୟୀ ସଭାପତି ବାଞ୍ଛାନିଧି ନାୟକଙ୍କ ସଭାପତିତ୍ୱରେ ପଦ୍ମପୁର ଗୋରୁ ବଜାରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜବୋଡାସମ୍ବର କୃଷକ ସଙ୍ଗଠନ ବାରମ୍ବାର ଆନ୍ଦୋଳନ କରିବା ସତ୍ତ୍ୱେ ୨୦୨୧ ପ୍ରଧାନମନ୍ତ୍ରୀ...

ଛାତ୍ରମୃତ୍ୟୁ ଘଟଣା, ପୋଲିସର ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ ପ୍ରତିବାଦ: ବରଗଡ଼ ବନ୍ଦକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ

ବରଗଡ଼ ଅଫିସ,୩୦।୭: ବରଗଡ ଛାତ୍ରମୃତ୍ୟୁ ଘଟଣା ଏବଂ ନ୍ୟାୟ ଦାବି କରୁଥିବା ଲୋକଙ୍କ ଉପରେ ପୋଲିସର ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନକୁ ନେଇ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ ସଚେତନ ନାଗରିକ କମିଟି ପକ୍ଷରୁ ଦିଆଯାଇଥିବା ୧୨ଘଣ୍ଟିଆ ବରଗଡ଼ ବନ୍ଦ ଡାକରାକୁ ସ୍ବତଃସ୍ଫୁର୍ତ୍ତ...

ଭିଜିଲାନ୍ସ ଜାଲରେ ତହସିଲ କିରାଣି

ଅମ୍ବାଭୋନା,୨୯ା୭(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ କିରାଣି ବଳରାମ କଲାରୀ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମ୍ୟୁଟେସନ ଜମିପଟ୍ଟା ପ୍ରସ୍ତୁତ କରିବା ପାଇଁ ସେ ଡୁଙ୍ଗୁରୀର ନିତେଶ ପ୍ରଧାନଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା...

ବରଗଡ଼ ଜିଲାପାଳଙ୍କ ନିର୍ଦ୍ଦେଶ: ନୂଆ ବସ୍‌ଷ୍ଟାଣ୍ଡରେ ଯାତ୍ରୀଗାଡ଼ି ରଖ, ଅନ୍ୟତ୍ର ପାର୍କିଂ କଲେ କାର୍ଯ୍ୟାନୁଷ୍ଠାନ

ବରଗଡ଼ ଅଫିସ, ୨୮।୭- ବରଗଡ଼ ସହରରେ ଘରୋଇ ବସଷ୍ଟାଣ୍ଡ ବିବାଦ ତୀବ୍ର ହେବାରେ ଲାଗିଛି। ନିର୍ମାଣ କାର୍ଯ୍ୟରେ ତୃଟି ଅଭିଯୋଗ କରି ସ୍ଥାନୀୟ ଘରୋଇ ବସ ମାଲିକ ସଂଘ ସେଠାକୁ ଯାତ୍ରୀବାହୀ ବସ ନେଉ ନାହିଁ । ପୁରୁଣା ବସଷ୍ଟାଣ୍ଡରେ...

ଅଗଷ୍ଟ ୧ରେ ସମ୍ବଲପୁରୀ ଦିବସ, ସମ୍ବଲପୁରୀ ବସ୍ତ୍ର ପରିଧାନ ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ

ବରଗଡ଼ ଅଫିସ,୨୮ା୭: ଆସନ୍ତା ଅଗଷ୍ଟ ୧ରେ ପାଳନ ହେବ ସମ୍ବଲପୁରୀ ଦିବସ। ଗୁରୁ ସ୍ବର୍ଗତଃ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମବାର୍ଷିକୀରେ ଏହା ପାଳନ କରାଯିବ। ତେବେ ଏହି ଦିବସରେ ଗୁରୁ ସ୍ବର୍ଗତଃ ବହିଦାରଙ୍କୁ ସମ୍ମାନ ଜଣାଇବା ସହିତ ଅଞ୍ଚଳର ସଂସ୍କୃତିର...

କାମ ସରିନି, ମାଟିତଳୁ ଉଠିଗଲା ପାଇପ୍‌

ବରଗଡ଼ ଅଫିସ୍‌,୨୬।୭:ବରଗଡ଼ ଓ ସୁବର୍ଣ୍ଣପୁର ଜିଲା ଅଧୀନ ୧୪୧ଗ୍ରାମର ୩୧,୩୫୦ହେକ୍ଟର ମରୁଡ଼ିଗ୍ରସ୍ତ ଚାଷଜମିକୁ ଜଳଯୋଗାଣ ପାଇଁ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ କାମ ଚାଲିଛି। ଏହାଦ୍ୱାରା ଅଣଜଳସେଚିତ ଜମିକୁ ପାଣି ମାଡ଼ିବ ବୋଲି ଅଞ୍ଚଳର ଚାଷୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଥିଲା।...

ସରପଞ୍ଚଙ୍କ ଘରୁ ମିଳିଲା ଚୋରି ସାମଗ୍ରୀ

ବରପାଲି,୧୭।୭(ଡି.ଏନ୍‌.ଏ.) ବରଗଡ଼ ଜିଲା ବରପାଲି ବ୍ଲକ କୁମ୍ଭାରୀ ପଞ୍ଚାୟତ ଅଫିସ୍‌ରୁ ଗୋଟିଏ ପୁରୁଣା ଟ୍ରେଜେରି ଓ ଡିଜେଲ ରାଇସ ହଲର ଚୋରି ହୋଇଥିବା ନେଇ ଗତ ୧୪ ତାରିଖରେ ବରପାଲି ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଏହି ଘଟଣାରେ ଏକ...

ଅଧାରୁ ଅଟକିଲା ବୈଠକ, ଦରମା ବନ୍ଦ ନିର୍ଦ୍ଦେଶ

ବରଗଡ଼ ଅଫିସ୍‌,୧୫।୭: ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଶୁକ୍ରବାର ସନ୍ଧ୍ୟା ୫ଟାରେ ଖରିଫ୍‌-୨୦୨୨ ପାଇଁ ଜିଲା କୃଷି ନିର୍ଦ୍ଧାରଣ ବୈଠକରେ ଜିଲାପାଳ ମୋନିଷା ବାନାର୍ଜୀ ଉପସ୍ଥିତ ଅଧିକାରୀଙ୍କୁ ତାଗିଦ୍‌ କରିବା ଏବଂ ବୈଠକ ଅଧାରୁ ଅଟକିଯିବା ଘଟଣା ଚର୍ଚ୍ଚାର...

ସାପ କାମୁଡ଼ାରେ ଚାଲିଗଲା ସ୍ବାମୀ-ସ୍ତ୍ରୀଙ୍କ ଜୀବନ

ପାଇକମାଳ,୧୪।୭(ଡି.ଏନ୍‌.ଏ.): ବରଗଡ଼ ଜିଲା ପାଇକମାଲ ବ୍ଳକ ଝିଟିକି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ବୁଧବାର ରାତିରେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ କାମୁଡ଼ାରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ହେଲେ ଦେଢ ବର୍ଷର ଶିଶୁ ଅଳ୍ପକେ ବର୍ତ୍ତିଯାଇଛି। ଘଟଣାରୁ...

୧୪ ଲକ୍ଷ ୨୯ ହଜାର ଜାଲନୋଟ୍‌ ଜବତ

ବରପାଲି,୭।୭(ଡି.ଏନ.ଏ.): ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍‌ଟିଏଫ) ବରଗଡ଼ ଜିଲା ପୋଲିସ ସହାୟତାରେ ଗୁରୁବାର ଅନ୍ତଃରାଜ୍ୟ ଜାଲନୋଟ୍‌ କାରବାର ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ଉତ୍ତରପ୍ରଦେଶ ରାଜ୍ୟ ଗୋରଖପୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri